କନ୍ଧମାଳ

ଆମ୍ବ ତୋଳୁଥିବା ସମୟରେ ହେଲା ବଜ୍ରପାତ: ଚାଲିଗଲା ନାବାଳିକାଙ୍କ ଜୀବନ

ଦାରିଙ୍ଗବାଡ଼ି,୨୯।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ମଧ୍ୟାହ୍ନରେ କାଳବୈଶାଖୀ ପ୍ରଭାବରେ ବେହାଲ ହୋଇଛି। ବିଭିନ୍ନ ସ୍ଥାନରେ ବଜ୍ରପାତରେ ଏକାଧିକ ଲୋକଙ୍କ ବିଦ୍ୟୁତ୍‌ଚାଳିତ ସାମଗ୍ରୀ ନଷ୍ଟ…

5 years ago

ଭିଜିଲାନ୍ସ ଜାଲରେ ତହସିଲଦାର

ରାଇକିଆ,୨୯।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ତହସିଲଦାର ଚକ୍ରଧର ପାଢ଼ୀ ଭିଜିଲାନ୍ସ ଜାଲରେ ଧରା ପଡ଼ିଛନ୍ତି। ସେ ଏକ ପଥର ବୋଝେଇ ଟ୍ରାକ୍ଟରକୁ ଛାଡ଼ିବା ପାଇଁ ୪୦ ହଜାର…

5 years ago

କରୋନାରେ ଆଖିବୁଜିଲେ ପୂର୍ବତନ ଏମ୍‌ପି

ଫୁଲବାଣୀ ଅଫିସ,୨୬।୪: କନ୍ଧମାଳ ଜିଲାର ପୂର୍ବତନ ଏମ୍‌ପି ସୁଗ୍ରୀବ ସିଂଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ମିଳିଥିବା ସୂଚନା ଅନୁସାରେ, ସିଂ…

5 years ago

୧୦ ଫୁଟର ଅହିରାଜ ଉଦ୍ଧାର

ବାଲିଗୁଡ଼ା,୨୪ା୪: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ସଗଡ଼ିଆ ସାହିରୁ ଶନିବାର ୧୦ଫୁଟର ଲମ୍ବର ଏକ ଅହିରାଜ ସାପ ବନ ବିଭାଗ ଉଦ୍ଧାର କରିଛି। କୋଟଗଡ଼…

5 years ago

ଯବାନଙ୍କ ଗୁଳିରେ ମହିଳା ମାଓବାଦୀ ମୃତ

ଭବାନୀପାଟଣା/ଫୁଲବାଣୀ,୨୩।୪: କନ୍ଧମାଳ-କଳାହାଣ୍ଡି ସୀମାନ୍ତ ଲୁବେନଗଡ଼ ଅଞ୍ଚଳରେ ଶୁକ୍ରବାର ଯବାନ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଯବାନଙ୍କ ଗୁଳିରେ ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମିଳିଥିବା ସୂଚନା…

5 years ago

ଜାତୀୟ ରାଜପଥ ସଂପ୍ରସାରଣ ବିଳମ୍ବ ନେଇ ଉତ୍ତେଜନା

ଦାରିଙ୍ଗବାଡ଼ି,୧୭।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ସଂଯୋଗ ହୋଇଥିବା ଗୋପାଳପୁର-ରାଇପୁର ୫୯ ନଂ. ଜାତୀୟ ରାଜପଥ ସଂପ୍ରାସାରଣରେ ବିଳମ୍ବ ଏବଂ ଏହାକୁ ନେଇ ହେଉଥିବା ସମସ୍ୟାର ସମାଧାନ…

5 years ago

ପୁଣି ମୁହାଁମୁହିଁ ହେଲେ ପୋଲିସ-ମାଓବାଦୀ

ଫୁଲବାଣୀ ଅଫିସ, ୭ା୪: କନ୍ଧମାଳ ଜିଲାରେ ପୁଣି ପୋଲିସ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଅଞ୍ଚଳର କୋଲାମ୍ପରା ଜଙ୍ଗଲରେ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି…

5 years ago

ରାଜପଥରେ ହାତୀପଲ

ଦାରିଙ୍ଗବାଡ଼ି,୫।୪: ଗଞ୍ଜାମ-କନ୍ଧମାଳ ସିମାବର୍ତ୍ତୀ ସୋରଡ଼ା ବନାଞ୍ଚଳର ୫୯ନଂ. ଜାତୀୟ ରାଜପଥ କଡ଼ରେ ରବିବାର ହାତୀପଲ ଚଳପ୍ରଚଳ ହେଉଥିବା ଦେଖିବାକୁ ମିଳିଛି। ପଲରେ ୧୨ରୁ ୧୫ଟି ହାତୀ ଥିବା…

5 years ago

ପାଣି ପାଇଁ ରାଜପଥରେ ହାତୀପଲ, ଲୋକେ ଆତଙ୍କିତ

ଦାରିଙ୍ଗବାଡ଼ି,୫।୪(ଡି.ଏନ୍‌.ଏ.): କନ୍ଧମାଳ-ଗଞ୍ଜାମ ସୀମାବର୍ତ୍ତୀ ସୋରଡ଼ା ବନାଞ୍ଚଳର ୫୯ନଂ ଜାତୀୟ ରାଜପଥ କଡ଼ରେ ହାତୀପଲ ଦେଖିବାକୁ ମିଳିଛି ା ଏହାକୁ ନେଇ ରାଜପଥରେ ଯାତାୟାତ କରୁଥିବା ଯାତ୍ରୀମାନେ ଭୟଭୀତ…

5 years ago

କନ୍ଧମାଳ: ୨ଓ୍ବାର୍ଡ କଣ୍ଟେନ୍‌ମେଣ୍ଟ

ଫୁଲବାଣୀ ଅଫିସ, ୩ା୪: ଦୀର୍ଘ ଦିନର ବ୍ୟବଧାନ ପରେ କନ୍ଧମାଳ ଜିଲାକୁ ପୁଣି ଫେରିିଛି କଣ୍ଟେନ୍‌ମେଣ୍ଟ। ସହରର ୨ ନଂ. ୱାର୍ଡ ୮ ଏବଂ ୫ ନଂ.…

5 years ago