କନ୍ଧମାଳ

ବାଲିଗୁଡା ଏନ୍‌ଏସି: ୪ଦିନ ହେଲା ଜଳଯୋଗାଣ ବନ୍ଦ

ବାଲିଗୁଡ଼ା,୨୯ା୫(ଡି.ଏନ୍‌.ଏ.)- ଦୀର୍ଘ ସପ୍ତାହେ ହେଲାଣି ଲୋ ଭୋଲଟେଜ ଯୋଗୁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବାଲିଗୁଡ଼ା ଅଞ୍ଚଳବାସୀ। ଦିନକୁ ଦିନ ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଉଥିବାବେଳେ…

6 years ago

ଅଟୋ-ବାଇକ ମୁହଁାମୁହିଁ, ଜଣେ ମୃତ

ବାଲିଗୁଡା/ତୁମୁଡିବନ୍ଧ,୨୯ା୫(ଡି.ଏନ୍‌.ଏ.)- ବାଲିଗୁଡା ଉପଖଣ୍ଡ ତୁମୁଡିବନ୍ଧ ବ୍ଲକ ଡ଼ଡ଼ଙ୍ଗ ନିକଟ ଏନ୍‌ଏଚ୍‌.୫୯ରେ ଅଟୋ-ବାଇକ ମୁହଁାମୁହିଁ ଧକ୍କା ହେବାରୁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଲିଗୁଡା ବ୍ଲକ…

6 years ago

ଲକ୍‌ଡାଉନ୍‌ରେ ଚିତ୍ରଶିଳ୍ପୀଙ୍କୁ କାମ ଯୋଗାଇଲା ଏନ୍‌ଏସି

ବାଲିଗୁଡ଼ା,୨୮ା୫(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ପରେ କାମ ନ ପାଇ ହାତବାନ୍ଧି ବସିଥିବା ବାଲିଗୁଡା ଟାଉନର ୪୦ରୁ ଉର୍ଦ୍ଧ୍ୱ ଚିତ୍ରଶିଳ୍ପୀଙ୍କୁ ସହାୟତାର ହାତ ବଢ଼ାଇଛି ଏନ୍‌ଏସି। ଏନ୍‌ଏସି ଅଧ୍ୟକ୍ଷ ଲୋକନାଥ…

6 years ago

ଗରିବ ହିତାଧିକାରୀଙ୍କୁ ମିଳୁନି ଚାଉଳ: ତଦନ୍ତ ଦାବି

ବାଲିଗୁଡା,୨୮।୫(ଡି.ଏନ.ଏ.)-ଲକଡାଉନ ବେଳେ କେହି ବି ଯେମିତି ଅନାହାରରେ ନ ରହିବେ ତାକୁ ଆଖି ଆଗରେ ରଖି କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ସମସ୍ତେ ହିତାଧିକାରୀଙ୍କୁ…

6 years ago

କ୍ୱାରାଣ୍ଟାଇନ ସେଣ୍ଟରରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଯୁବକ ଗିରଫ

ଦାରିଙ୍ଗବାଡ଼ି,୨୭।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଏକ କ୍ୱାରାଣ୍ଟାଇନ ସେଣ୍ଟରରେ ସୋମବାର ଯୁବତୀଙ୍କୁ ସେଠାକାର ଜଣେ ଯୁବକ ଅସଦାଚରଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ…

6 years ago

ଗଞ୍ଜାମ ସୀମା ସିଲ୍‌ ସ୍ଥିତି ପରିଖିଲେ ବାଲିଗୁଡ଼ା ଏସ୍‌ଡିପିଓ

ବାଲିଗୁଡ଼ା,୨୭ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳକୁ ବୁଧବାର ସକାଳେ ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ଅଚାନକ ଗସ୍ତ କରିଛନ୍ତି। ସେ ପ୍ରଥମେ ଦାରିଙ୍ଗବାଡ଼ି ଦେଇ…

6 years ago

କନ୍ଧମାଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩: ଦିନକରେ ୭ ଚିହ୍ନଟ, ଜଣଙ୍କୁ ନେଇ ଚିନ୍ତା

ଫୁଲବାଣୀ ଅଫିସ, ୨୭ା୫-କନ୍ଧମାଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଗୋଟିଏ ଦିନରେ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଜିଲାରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୧୩ରେ…

6 years ago

ଟ୍ରକ୍‌ ସହ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ବସ୍‌ ମୁହାଁମୁହିଁ: ୧୦ ଆହତ, ୩ ଗୁରୁତର

ବାଲିଗୁଡା/ତୁମୁଡିବନ୍ଧ,୨୬ା୫(ଡି.ଏନ୍‌.ଏ.)- ବାଲିଗୁଡା ଉପଖଣ୍ଡ ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡ଼ ପଞ୍ଚାୟତ କିନରପଡା ଗ୍ରାମ ନିକଟରେ ସୋମବାର ରାତି ପ୍ରାୟ ୧୧ଟାରେ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଏକ ଘରୋଇ…

6 years ago

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ, ଜଣେ ଅଟକ

ଦାରିଙ୍ଗବାଡ଼ି,୨୫।୫(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଏକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରବିବାର ରାତିରେ ଜଣେ ଯୁବତୀ ଅସଦାଚରଣର ଶିକାର ହୋଇଛନ୍ତି। ଅସଦାଚରଣ କରିଥିବା ଅଭିଯୋଗରେ ଜଣେ ଅନ୍ତେବାସୀଙ୍କୁ ଥାନାରେ ଅଟକ…

6 years ago

ଆତ୍ମସମର୍ପଣ କରିଥିବା ମହିଳା ମାଓବାଦୀଙ୍କ ଆତ୍ମହତ୍ୟା

ଫୁଲବାଣୀ ଅଫିସ,୨୫ା୫-ମାଓବାଦୀ ସଙ୍ଗଠନରେ ଯୋଗଦେଇ ପରେ କନ୍ଧମାଳ ପୋଲିସ ପାଖରେ ଆତ୍ମସମର୍ପଣ କରିଥିବା ଜଣେ ମହିଳା କ୍ୟାଡର ମାଓବାଦୀ ସୋମବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସିଜୁ…

6 years ago