ଦାରିଙ୍ଗବାଡ଼ି,୧୦ା୪(ଡି.ଏନ୍.ଏ.): କରୋନା ଭୂତାଣୁ ପ୍ରତିହତ ପାଇଁ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ଦାରିଙ୍ଗବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଅସ୍ଥାୟୀ କୋଭିଡ୍-୧୯ ହସ୍ପିଟାଲ…
ଖଜୁରିପଡା,୯ା୪(ଡି.ଏନ.ଏ.)- ଫୁଲବାଣୀରୁ ବୌଦ୍ଧ ଜିଲାକୁ ସଂଯୋଗ ଜାତୀୟ ରାଜପଥ କଡ଼ ଠାରୁ ରାଣୀପଥର ଗ୍ରାମ ଦେଇ ଭାଲିଆପଡା ଅରାପାଜୁକୁ ସଂଯୋଗ ହୋଇଥିବା ବନବିଭାଗ ରାସ୍ତା ଗୁରୁବାର ସିଲ୍…
ଦାରିଙ୍ଗବାଡ଼ି,୯।୪(ଡି.ଏନ୍.ଏ.)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶୁକ୍ରବାର ଖ୍ରୀଷ୍ଟ ସମ୍ପ୍ରଦାୟ ପକ୍ଷରୁ ଗୁଡ୍ ଫ୍ରାଇଡେ ପାଳନ ହୋବାକୁ ଥିଲା ା ଏହାକୁ ଚର୍ଚ୍ଚ ପରିସରରେ ନ କରିବା ପାଇଁ…
ରାଇକିଆ,୯ା୪(ଡି.ଏନ୍.ଏ.)- କରୋନା ପାଇଁ ସମଗ୍ର ଦେଶରେ ଲକ୍ଡାଉନ କଟକଣା। ଦୋକାନ ବଜାର ସବୁ ବନ୍ଦ, ରାସ୍ତା ଘାଟ ଶୁନଶାନ। ଏଭଳି ପରିସ୍ଥିତିରେ ବିଭିନ୍ନ ଜରୁରୀ ବିଭାଗର ଅଧିକାରୀ,…
ବାଲିଗୁଡ଼ା,୯ା୪(ଡି.ଏନ୍.ଏ.): କନ୍ଧମାଳରେ କରୋନା ସଚେତନତା ପାଇଁ ବାଲିଗୁଡ଼ା ଉପଖଣ୍ଡ ଆରକ୍ଷୀ ଅଧିକାରୀ ମାନସ ରଞ୍ଜନ ବାରିକ ଏକ ଗୀତ ଲେଖିଥିଲେ। ବାଲିଗୁଡ଼ା ଥାନା ଭାରପ୍ରାପ୍ତ ଅଧିକାରୀଙ୍କ କଣ୍ଠରେ…
ଫୁଲବାଣୀ ଅଫିସ, ୯ା୪- ଜଣେ ନକଲି ଅଗ୍ନିଶମ କର୍ମଚାରୀଙ୍କୁ ଖଜୁରିପଡ଼ା ଥାନା ପୋଲିସ ଗିରଫ କରିଛି। ଗିରଫ ଯୁବକ ଜଣକ ହେଲେ ଗୁରୁପଦା ଗ୍ରାମର ବାବୁଲ କହଁର।…
ଦାରିଙ୍ଗବାଡ଼ି,୮ା୪(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସମେତ ଏହାର ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନରେ ପ୍ରବଳ କୁଆପଥର ବୃଷ୍ଟି ହୋଇଛି । ବର୍ଷା ଯୋଗୁ ଏକାଧିକ…
ଦାରିଙ୍ଗବାଡ଼ି,୮।୪(ଡି.ଏନ.ଏ)- ଲକ୍ଡାଉନ କଟକଣା ପରେ ଜନସାଧାରଣ ପ୍ରଭାବିତ ହୋଇଛନ୍ତି। କେବଳ ଜନସାଧାରଣ ନୁହଁନ୍ତି ବ୍ୟବସାୟୀମାନେ ମଧ୍ୟ ବୃତ୍ତି ପରିବର୍ତ୍ତନ କରୁଥିବା ଦେଖିବାକୁ ମିଳୁଛି। ପୋଷାକ, ହୋଟେଲ, ହାର୍ଡଓ୍ବେର…
ଦାରିଙ୍ଗବାଡ଼ି,୮।୪(ଡି.ଏନ.ଏ.)- ଲକ୍ଡାଉନ ପରେ କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ସ୍ତରରେ ମୋଟର ଚାଳକମାନେ ଏବେ ଘରେ ବସିଛନ୍ତି। ଗାଡ଼ିମୋଟର ବନ୍ଦ ଯୋଗୁ ମାଲିକମାନେ କିଛିଦିନ ପାଇଁ କାର୍ଯ୍ୟରୁ…
ଖଜୁରିପଡା,୭ା୪(ଡି.ଏନ୍.ଏ.)- ଖଜୁରିପଡା ବ୍ଲକ ଦୂତିପଡା ପଞ୍ଚାୟତକୁ ମଙ୍ଗଳବାର ସିଲ୍ କରାଯାଇଛି। ରାଜ୍ୟରେ ୪୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ଜଣଙ୍କ ମୃତ୍ୟୁ ଘଟିଛି। ସବୁଠାରୁ ଅଧିକ ଆକ୍ରାନ୍ତ…