କନ୍ଧମାଳ

ବାଲିଗୁଡ଼ା ବସଷ୍ଟାଣ୍ଡରୁ ୧୯ ଯୁବତୀଯୁବକ ଉଦ୍ଧାର: ଜଣେ ଦଲାଲ ଗିରଫ

ବାଲିଗୁଡ଼ା,୨୨।୧୦: କନ୍ଧମାଳ ଜିଲା ବାଲିଗୁଡ଼ା ବସଷ୍ଟାଣ୍ଡରୁ ୧୯ ଯୁବତୀଯୁବକଙ୍କୁ ଚାଲାଣ ବେଳେ ବାଲିଗୁଡ଼ା ପୋଲିସ ସେମାନଙ୍କୁ ଉଦ୍ଧାର କରିଛି। ଏଥିରେ ସମ୍ପୃକ୍ତ ଜଣେ ଦଲାଲଙ୍କୁ ଗିରଫ କରି…

6 years ago

୪୦ ଲିଟର ମହୁଲି ମଦ ଜବତ, ଦୁଇ ଗିରଫ

ବାଲିଗୁଡା,୨୦।୧୦: ବାଲିଗୁଡା ପୋଲିସ ଚଢାଉ କରି ମହୁଲି ମଦ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରି କୋର୍ଟଚାଲଣ କରିଛି। ସେମାନେ ହେଲେ ମହିଳା ସାବିତ୍ରୀ…

6 years ago

ଖମନଖୋଲରେ ମାଓବାଦୀ ପୋଷ୍ଟର

ବାଲିଗୁଡା,୨୦ା୧୦(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ବାଲିଗୁଡା ଥାନା ଖମନଖୋଲ ଛକ ଓ ଅନ୍ୟ କେତେକ ସ୍ଥାନରେ ଶନିବାର ଦେଖିବାକୁ ମିଳିଛି ମାଓବାଦୀ ପୋଷ୍ଟର। ଏଥିରେ ପୋଲିସ ପ୍ରଶାସନ ଓ…

6 years ago

ପଶ୍ଚିମବଙ୍ଗରେ ହିନ୍ଦୁ ପରିବାରକୁ ହତ୍ୟା ଘଟଣା : ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବଜରଙ୍ଗ ଦଳର ଦାବିପତ୍ର

ଫୁଲବାଣୀ ଅଫିସ, ୧୯ା୧୦: ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ପ୍ରକାଶ ପାଲ ଏବଂ ତାଙ୍କ ଗର୍ଭବତୀ ସ୍ତ୍ରୀଙ୍କ ସହ ୮ ବର୍ଷର ନିଷ୍ପାପ ପୁଅକୁ ଅତି ଜଘନ୍ୟ ଭାବେ ଗତ…

6 years ago

ବାଟାଗୁଡାକୁ ନିଶାମୁକ୍ତ ପାଇଁ ଏକାଠି ହେଲେ ମହିଳା

ଫୁଲବାଣୀ ଅଫିସ,୧୯ା୧୦: କନ୍ଧମାଳ ଜିଲା ବାଲିଗୁଡା ବ୍ଲକ ବାଟାଗୁଡା ପଞ୍ଚାୟତର ମହିଳାମାନେ ଏକତ୍ରିତ ହୋଇଛନ୍ତି। ପଞ୍ଚାାୟତରେ ଆଉ ମଦ ପୁରାଇ ଦେବେ ନାହିଁ। କେହି ଚୋରାରେ ବିକିଲେ…

6 years ago

ଖମନଖୋଲରେ ମାଓବାଦୀ ପୋଷ୍ଟର

ବାଲିଗୁଡ଼ା,୧୯।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଖମନଖୋଲ ଛକରେ ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି। ଏଥିରେ ଉଲ୍ଲେଖ ଅଛି, ଗ୍ରାମବାସୀ ଭାଇମାନେ ଜାଣନ୍ତୁ, ପୋଲିସମାନେ କହୁଛନ୍ତି,…

6 years ago

ସ୍ବାଗତ ପାଇଁ ଖରାରେ ଛିଡାହେଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡ଼ି,୧୯।୧୦(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟର ନୂତନ କୋଠାକୁ ଶୁକ୍ରବାର କନ୍ଧମାଳ ଏମ୍‌ପି ଡ.ଅଚ୍ୟୁତାନନ୍ଦ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଛନ୍ତି…

6 years ago

କନ୍ଧମାଳରେ କେନ୍ଦ୍ରୀୟ ମେଡିକାଲ ଟିମ୍‌

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୧୯ା୧୦-କନ୍ଧମାଳ ଜିଲା ଗସ୍ତରେ କେନ୍ଦ୍ରର ଏକ ୮ ଜଣିଆ ଟିମ୍‌ ଆସି ଶୁକ୍ରବାର ପହଞ୍ଚତ୍ଛନ୍ତି। ଏହି ଟିମ୍‌ ୪ ଦିନଧରି ଜିଲାର ବାଲିଗୁଡ଼ା, ତୁମୁଡ଼ିବନ୍ଧ, ବାରଖମା,…

6 years ago

ନଳକୂପ ପାଇପରୁ ନିର୍ମାଣ ହେଲା ଟାୱାର

ଦାରିଙ୍ଗବାଡ଼ି,୧୯।୧୦(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତରେ ଶୁକ୍ରବାର ସଂନ୍ଧ୍ୟା ୭ଟାରେ ବିଏସ୍‌ଏନ୍‌ଏଲ୍‌ ମୋବାଇଲ ସେବାର ଶୁଭାରମ୍ଭ ହୋଇଯାଇଛି। ଏହି ସେବା ତିଲୋରୀର ପ୍ରାୟ ୫ହଜାରରୁ ଉର୍ଦ୍ଧ୍ୱ ଲୋକ ପାଇବେ।…

6 years ago

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ନୂତନ କୋଠା ଉଦ୍‌ଘାଟନ କଲେ କନ୍ଧମାଳ ଏମ୍‌ପି, ବିଧାୟକ

ଦାରିଙ୍ଗବାଡ଼ି,୧୮।୧୦(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ନୂତନ କୋଠାକୁ ଶୁକ୍ରବାର ମିଳିତ ଭାବେ କନ୍ଧମାଳ ଏମ୍‌ପି ଡ.ଅଚ୍ୟୁତାନନ୍ଦ ସାମନ୍ତ,ବିଧାୟକ…

6 years ago