କନ୍ଧମାଳ

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଘଟଣା, କନଷ୍ଟେବଳ ନିର୍ଦ୍ଦୋଷ, ମାମୁ ପୁଅ ଗିରଫ

ଫୁଲବାଣୀ ଅଫିସ, ୨୦ା୯- ଖଜୁରିପଡା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଜଣେ କନଷ୍ଟେବଳ ବଳାତ୍କାର କରିବା ଘଟଣା ଭିନ୍ନମୋଡ ନେଇଛି ା କନଷ୍ଟେବଳ ଏହି ଘଟଣାରେ…

6 years ago

ବିଲରେ ଯୁବକଙ୍କୁ ହତ୍ୟା ଘଟଣାରେ ୨ ଗିରଫ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୦ା୯- ଫିରଙ୍ଗିଆ ପଞ୍ଚାୟତ ତଣ୍ଡ୍ରିଗାଁ ନାଳ ପାଖ ବିଲରେ କାଶିନିପଦର ପଞ୍ଚାୟତ ତଳପଡା ଗ୍ରାମର ବିମଳ କହଁରଙ୍କୁ ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି…

6 years ago

ଶିକ୍ଷୟିତ୍ରୀଙ୍କୁ ନିର୍ଯାତନା ଘଟଣା: ପ୍ରଧାନ ଶିକ୍ଷକ ଗିରଫ

କ.ନୂଆଗାଁ,୨୦ା୯(ଡ଼ି.ଏନ.ଏ.): କ.ନୂଆଗାଁ ଥାନା କୁଡୁତୁଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁନୀତା ପ୍ରଧାନଙ୍କୁ ନିର୍ଯାତନା ଦେବା ଘଟଣାରେ ଗୁରୁବାର କ.ନୂଆଗାଁ ପୋଲିସ ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର ମହାରଣାଙ୍କୁ…

6 years ago

ଆଖିରେ ରାଉଣ୍ଡର ବାଜି ଛାତ୍ର ଗୁରୁତର ହେବା ପ୍ରତିବାଦ: ଶିକ୍ଷକଙ୍କ ଅବହେଳାକୁ ନେଇ ସ୍କୁଲରେ ତାଲା ପକାଇଲେ ଅଭିଭାବକ

ତୁମୁଡ଼ିବନ୍ଧ,୧୯।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ମୁଣ୍ଡିଗଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ଛାତ୍ରଙ୍କ ଆଖିରେ ରାଉଣ୍ଡର ବାଜି ଗୁରୁତର ହେବା ଘଟଣା ପ୍ରତିବାଦରେ ଗୁରୁବାର ମୁଣ୍ଡିଗଡ଼…

6 years ago

ଧରିତ୍ରୀ ପ୍ରଭାବ: ତାରରେ ନଦୀ ପାର ହେବା ଘଟଣା; ଗଦାପୁର ନଦୀ କୂଳରେ ପହଞ୍ଚିଲେ ବିଡିଓ, ସହକାରୀ ଯନ୍ତ୍ରୀ

ଚନ୍ଦ୍ରଗିରି,୧୯ା୯(ଡି.ଏନ.ଏ.)-ମୋହନା ବ୍ଲକର ଅତି ଦୁର୍ଗମ ଇଲାକାରେ ଅବସ୍ଥିତ ଗରଡମା ପଞ୍ଚାୟତର ରାଜଖମା ଗ୍ରାମ ନିକଟସ୍ଥ ଗଦାପୁର ନଦୀ। ଏହି ନଦୀରେ ପୋଲ ନାହିଁ। ଖରାଦିନେ ଏହା ଶୁଖିଲା…

6 years ago

ସ୍କୁଲରେ ପଢ଼ାଇଲେ ଜିଲାପାଳ

ଫିରିଙ୍ଗିଆ, ୧୯ା୯-ଫିରିଙ୍ଗିିଆ ବ୍ଲକର ଦୁର୍ଗମ ଅଞ୍ଚଳ ପାଙ୍ଗା ଉପରସାହି ଏବଂ ସାଡିଙ୍ଗିଆ ପଞ୍ଚାୟତକୁ କନ୍ଧମାଳ ଜିଲାପାଳ ଡା.ବୃନ୍ଦା ଡି. ପରିଦର୍ଶନରେ ଯାଇ ସେଠାର ବିଭିନ୍ନ ସମସ୍ୟା ଉପରେ…

6 years ago

ଗଣବଳାତ୍କାର ମାମଲା: ଜଣେ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ

ଫୁଲବାଣୀ ଅଫିସ, ୧୯ା୯-କନ୍ଧମାଳ ଜିଲା ଖଜୁରିପଡା ଥାନା ଅଞ୍ଚଳରେ ୨୦୧୫ରେ ହୋଇଥିବା ଏକ ଗଣବଳାତ୍କାର ମାମଲାର ରାୟ ବୁଧବାର ପ୍ରକାଶ ପାଇଛି ା ଫୁଲବାଣୀ ଅତିରିକ୍ତ ଦୌରାଜଜ୍‌…

6 years ago

ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଠାରୁ ୨ଲକ୍ଷ ଝାମ୍ପିନେଲେ ଦୁର୍ବୃତ୍ତ

ଦାରିଙ୍ଗବାଡ଼ି,୧୮।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବା ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ଷ୍ଟେଟ ବ୍ୟାଙ୍କ ନିକଟରୁ ବୁଧବାର ପୂର୍ବାହ୍ନରେ ୨ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା ଥାନାରେ ଅଭିଯୋଗ ହୋଇଛି ।…

6 years ago

୨ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ରାଇକିଆ,୧୮ା୯(ଡ଼ି.ଏନ.ଏ)- ବିଭିନ୍ନ ପ୍ରଲୋଭନ ଦେଖାଇ ଦୁଇ ନାବାଳିକାଙ୍କୁ ପୃଥକ ସମୟରେ ବଳାତ୍କାର କରିଥିବା ଅଭିଯୋଗରେ କନ୍ଧମାଳ ଜିଲା ରାଇକିଆ ଥାନା ପୋଲିସ ଜଣେ ଯୁବକଙ୍କୁ ମଙ୍ଗଳବାର ଗିରଫ…

6 years ago

ସ୍କୁଲ ବନ୍ଦ କରିଦେଲେ, ପାଠ ଛାଡ଼ିଲେ ଛାତ୍ରୀଛାତ୍ର

ଫୁଲବାଣୀ ଅଫିସ, ୧୮ା୯ -ବଣ ପାହାଡଘେରା କନ୍ଧମାଳ ଜିଲାର ଅନେକ ସ୍ଥାନକୁ ଏବେ ବି ଯାତାୟାତ ସୁବିଧା ନାହିଁ। ରାସ୍ତା ଘାଟ ଅଭାବରୁ ସର୍ବଦା ଶିକ୍ଷା, ସ୍ବାସ୍ଥ୍ୟ…

6 years ago