କନ୍ଧମାଳ

ସ୍ବାମୀଙ୍କୁ ଟାଙ୍ଗିଆରେ ହାଣି ଜେଲ ଗଲେ ସ୍ତ୍ରୀ

ଶଙ୍କରାଖୋଲ/ଟିକାବାଲି, ୮ା୯(ଡି.ଏନ୍‌.ଏ.)-ଚକାପାଦ ଥାନା ପସରା ପଞ୍ଚାୟତର ଗୋଚ୍ଛାବାରି ଗ୍ରାମରେ ଜଣେ ମହିଳାଙ୍କ ସହ ଅନୈତିକ ସମ୍ପର୍କ ରଖିଥିବା ସନ୍ଦେହ କରି ଗୁରୁବାର ରାତିରେ ସ୍ବାମୀଙ୍କୁ ଟାଙ୍ଗିଆରେ ହାଣିଛନ୍ତି…

6 years ago

ପୁଷ୍ଟି ବଗିଚା ସମ୍ପର୍କିତ କର୍ମଶାଳା

ଜି.ଉଦୟଗିରି,୮ା୯(ଡି.ଏନ.ଏ.): ଜି.ଉଦୟଗିରିର ସମନ୍ବିତଠାରେ ଓଡ଼ିଶା ଜୀବନ ଜୀବିକା ମିଶନ କନ୍ଧମାଳ ପକ୍ଷରୁ ପୁଷ୍ଟି ବଗିଚା ସମ୍ପର୍କିତ ୩ ଦିନିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କନ୍ଧମାଳ ଜିଲା ଜୀବିକା…

6 years ago

ନକଲି ନମ୍ବରରେ ବୁଲୁଛି ବାଇକ୍‌

ଦାରିଙ୍ଗବାଡ଼ି,୮।୯(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ସୁଶାନ୍ତ ସାହୁଙ୍କ ମୋବାଇଲ ଫୋନକୁ ଶନିବାର ଗଞ୍ଜାମ ଆର୍‌ଟିଓଙ୍କଠାରୁ ଏକ ମେସେଜ ଆସିଲା। ସେଥିରେ ତାଙ୍କ ନାମରେ ୬ ହଜାର ଟଙ୍କାର ଚାଲାଣ…

6 years ago

ଖୋଜାପଲ୍ଲୀରେ ଗୁଳିମାଡ଼, କାରଣ ଅସ୍ପଷ୍ଟ

ଖଲ୍ଲିକୋଟ,୭।୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଖୋଜାପଲ୍ଲୀ ଗ୍ରାମରେ ଶନିବାର ସନ୍ଧ୍ୟାରେ ପୂର୍ବ ଶତ୍ରୁତାରୁ ଗୁଳିମାଡ଼ ହୋଇଛି। ଏଥିରେ ଗ୍ରାମର ନୀଳକଣ୍ଠ ପରିଡ଼ା (୩୬) ଗୁରୁତର ଆହତ…

6 years ago

ଅଧାରୁ ଛୁଟି ହେଲା ବିଦ୍ୟାଳୟ : ମଧ୍ୟାହ୍ନଭୋଜନ ପରେ ଘରକୁ ଫେରିଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡ଼ି,୭।୯(ଡି.ଏନ୍‌.ଏ.) : କନ୍ଧମାଳ ଜିଲାରେ ଏବେ ବର୍ଷା ଲାଗିରହିଛି। ଛାତ୍ରୀଛାତ୍ରଙ୍କ ସୁରକ୍ଷା ଦୃଷ୍ଟିରୁ ଶନିବାର ମଧ୍ୟ ଜିଲା ପ୍ରଶାସନ ପକ୍ଷରୁ ବିଦ୍ୟାଳୟକୁ ବନ୍ଦ ରଖିବାକୁ ଜିଲାପାଳ ଡ.ବୃନ୍ଦା…

6 years ago

କନ୍ଧମାଳ ଜିଲାରେ ଲଗାଣ ବର୍ଷା : କ.ନୂଆଗାଁ ବ୍ଲକରେ ସର୍ବାଧିକ ୧୪୩ ମିମି

ଦାରିଙ୍ଗବାଡ଼ି,୭।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲାରେ ଶନିବାର ସକାଳ ୮ଟା ସୁଦ୍ଧା ୧୨ଟି ବ୍ଲକ ମଧ୍ୟରୁ କ.ନୂଆଗାଁ ବ୍ଲକରେ ସର୍ବାଧିକ ୧୪୩ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ବାଲିଗୁଡ଼ାରେ…

6 years ago

ଲଗାଣ ବର୍ଷା: ଗଞ୍ଜାମ, କନ୍ଧମାଳ ଜିଲାର ସବୁ ସ୍କୁଲ, ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ

ବ୍ରହ୍ମପୁର ଅଫିସ/କନ୍ଧମାଳ, ୬।୯(ଡି.ଏନ୍‌.ଏ.): ପ୍ରବଳ ବର୍ଷା ଯୋଗୁ କନ୍ଧମାଳ ଓ ଗଞ୍ଜାମ ଜିଲାର ସ୍ଥିତି ବେହାଲ ହୋଇପଡ଼ିଛି। କେଉଁଠି ରାସ୍ତାରେ ଜଳ ପ୍ରବାହିତ ହେଉଛି ତ କେଉଁଠି…

6 years ago

ବର୍ଷେ ନ ପୂରୁଣୁ କୋଟଗଡ, ତୁମୁଡିବନ୍ଧ ରାସ୍ତା ଶୋଚନୀୟ: ଯାତାୟାତ ବାଧାପ୍ରାପ୍ତ

କୋଟଗଡ଼,୬।୯(ଡି.ଏନ୍‌.ଏ): କନ୍ଧମାଳ ଜିଲା କୋଟଗଡ଼ ବ୍ଲକଠାରୁ୧୫ କି.ମି ତୁମୁଡିବନ୍ଧ ପର୍ଯ୍ୟନ୍ତ ୫ ନଂ. ରାଜ୍ୟ ରାଜପଥ କାମ ହେବାର ବର୍ଷେ ପୂରିନି। ହେଲେ ରାସ୍ତାରୁ ପିଚୁ ଉଠି…

6 years ago

ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା: ପ୍ରତାରଣା ଯୋଗୁ ଆତ୍ମହତ୍ୟା, ଜଣେ ଗିରଫ

ଜି.ଉଦୟଗିରି,୬ା୯(ଡି.ଏନ.ଏ.)- ଜି.ଉଦୟଗିରି ଥାନା ପେଟାଗୁଡ଼ା ଜଙ୍ଗଲରୁ ମଙ୍ଗଳବାର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ମିଳିଥିଲା। ବିବାହ ପ୍ରଲୋଭନ ଦେଖାଇ ୨ବର୍ଷ ଶାରିରୀକ ସମ୍ପର୍କ ରଖିବା ପରେ ବିବାହ…

6 years ago

ବାଟ ହୁଡୁଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା

ଚନ୍ଦ୍ରଗିରି,୫ା୯(ଡି.ଏନ.ଏ.)-ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ସେଥି ମଧ୍ୟରୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ଅନ୍ୟତମ। ହେଲେ…

6 years ago