ଦାରିଙ୍ଗବାଡ଼ି,୨୩।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟରେ ନୂତନ ବିଡିଓ ଭାବେ ସୋମବାର ଡ.ଜଗଦୀଶ ଷଡ଼ଙ୍ଗୀ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ ପ୍ରଥମେ କରୋନା ପ୍ରତିହତ କାର୍ଯ୍ୟକୁ…
ବାଲିଗୁଡ଼ା,୨୨।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ରବିବାର ଜନତା କର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ବସଷ୍ଟାଣ୍ଡଠାରୁ ଆରମ୍ଭ କରି ବିଭିନ୍ନ ରାଜରାସ୍ତା ତଥା…
ରାଇକିଆ,୨୨।୩(ଡି.ଏନ୍.ଏ.): କରୋନା ଭାଇରସ୍ ସଂକ୍ରମଣ ରୋକିବାକୁ ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ନିବେଦନ କରାଯାଇ ଜନତା କର୍ଫ୍ୟୁ ପାଳନ ଲାଗି ନିର୍ଦ୍ଦେଶ ଦିଆଯାଇଥିଲା। ଏହାକୁ କନ୍ଧମାଳ ଜିଲା ରାଇକିଆରେ ରବିବାର…
ଦାରିଙ୍ଗବାଡି,୨୨।୩(ଡି.ଏନ୍.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଞ୍ଚଳରେ ରବିବାର ଜନତାକର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ଦାରିଙ୍ଗବାଡି ସମେତ ସିମନବାଡି, ବ୍ରାହ୍ମଣୀଗାଁ, ଗଦାପୁର ସମେତ ୨୫ ପଞ୍ଚାୟତରେ ଏହାର ପ୍ରଭାବ…
ଫୁଲବାଣୀ ଅଫିସ,୨୧ା୩: ରାସ୍ତା ଉପରେ କାର ରଖି ଛିଡା ହୋଇ କଥା ହେଉଥିବା କେତେଜଣ ବ୍ୟକ୍ତିଙ୍କୁ ପେପର ଗାଡି ଚାଳକ ସାଇଡ୍ ମାଗିବାରୁ ସେମାନେ ମାଡ ମାରିଥିବା…
ଦାରିଙ୍ଗବାଡ଼ି,୨୧।୩(ଡି.ଏନ୍.ଏ.): କନ୍ଧମାଳ ପ୍ରଶାସନ ପକ୍ଷରୁ କରୋନାକୁ ପ୍ରତିହତ କରିବା ପାଇଁ ଜିଲାରେ ୧୪୪ ଧାରା ଜାରି କରାଯାଇଛି। ଏଥିପାଇଁ ସମସ୍ତ ଦୋକାନବଜାର ବନ୍ଦ କରାଯିବା ସହ ସ୍ଥାନୀୟ…
ଦାରିଙ୍ଗବାଡ଼ି,୨୧।୩(ଡି.ଏନ୍.ଏ.): କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ଜିଲା ପ୍ରଶାସନ ଅଣ୍ଟା ଭିଡ଼ିଛି । ୧୪୪ ଧାରାକୁ ବଜାୟ ରଖିବା ସହ ଦୋକାନ ବଜାର ବନ୍ଦ ରଖିବା…
ଖଜୁରିପଡ଼ା,(ଡି.ଏନ.ଏ.)/ ବଲସକୁମ୍ପା,୨୧ା୩ ଖଜୁରିପଡ଼ା ବ୍ଲକ ବଲସକୁମ୍ପା ପଞ୍ଚାୟତ ସୁନ୍ଦରଗଡ଼ ଗ୍ରାମର ଅନିରୁଦ୍ଧ ଦିଗାଲଙ୍କ ଘର ଗତ ୧୬ରେ ଘରର କାନ୍ଥ ଭୁଶୁଡ଼ି ପଡ଼ଛି। ଫଳରେ ତାଙ୍କ ପରିବାର…
ଶଙ୍କରାଖୋଲ,୨୧ା୩(ଡି.ଏନ୍.ଏ.) କରୋନା ସଂକ୍ରମଣ ନିୟନ୍ତ୍ରଣ କରିବା ପାଇଁ କନ୍ଧମାଳ ଜିଲା ପ୍ରଶାସନ ୧୪୪ଧାରା ଜାରି କରିଥିବାବେଳେ ଚକାପାଦ ଓ ଟିକାବାଲି ବ୍ଲକର ବିଭିନ୍ନ ସ୍ଥାନରେ ସାପ୍ତାହିକ ହାଟ…
ଦାରିଙ୍ଗବାଡ଼ି,୨୦।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ହୋଇଥିବା ବର୍ଷା, ପବନ ଏବଂ କୁଆପଥର ବୃଷ୍ଟିରେ ଅଞ୍ଚଳ ବେହାଲ ହୋଇପଡ଼ିଛି । ଏଥିରେ ବହୁ…