କନ୍ଧମାଳ

ଦେଶୀ ପିସ୍ତଲ ସହ ନମ୍ବରବିହୀନ କାର ଜବତ, ଜଣେ ଗିରଫ

କ.ନୂଆଗଁ।,୧୩ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା କ.ନୂଆଗଁ। ଥାନା ଓଆଇସି ପ୍ରକାଶ ଚନ୍ଦ୍ର ପ୍ରଧାନ ପାଟ୍ରୋଲିଂ କରୁଥିବାବେଳେ କୁଡୁତୁଲି ପଞ୍ଚାୟତ ନିକଟରେ ଏକ ନମ୍ବରବିହୀନ କାର ଦେଖି ଅଟକାଇଥିଲେ। ଯାଞ୍ଚବେଳେ…

7 years ago

ଧାର ଟଙ୍କା ମାଗିବାକୁ ଯାଇ ବଳାତ୍କାରର ଶିକାର ହେଲେ ମହିଳା: ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି,୧୨।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ଜଣେ ମହିଳା ତାଙ୍କ ପଡ଼ିଶା ଘରକୁ ଧାର ଦେଇଥିବା ଟଙ୍କା ମାଗିବାକୁ ଯାଇ ବଳାତ୍କାରର ଶିକାର ହୋଇଥିବା ଗୁରୁବାର…

7 years ago

ଓଡ଼ିଶାକୁ ସ୍ବତନ୍ତ୍ର ପାହ୍ୟା ଦାବିରେ ସତ୍ୟବ୍ରତଙ୍କ ପଦଯାତ୍ରା

ଦାରିଙ୍ଗବାଡ଼ି/ ରାଇକିଆ,୧୨୩(ଡି.ଏନ.ଏ) ଓଡ଼ିଶାକୁ ସ୍ବତନ୍ତ୍ର ପାହ୍ୟା ଘୋଷଣା ସହ ମହାନଦୀର ଜଳ ଆବଣ୍ଟନ ସମସ୍ୟା ସମାଧାନ ଏବଂ ପୋଲାଭରମ୍‌ ପ୍ରକଳ୍ପ ବନ୍ଦ କରିବା ଦାବିରେ ଜଗତ୍‌ସିଂହପୁର ଜିଲା…

7 years ago

୭ ଗାଁରେ ସରକାରୀ ଯୋଜନା ଅପହଞ୍ଚ

ଫୁଲବାଣୀ ଅଫିସ, ୧୨ା୩:   କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକରେ ବହୁ ଦୁର୍ଗମ ଅଞ୍ଚଳ ରହିଛି। ସେସବୁ ଅଞ୍ଚଳରେ ଥିବା ଅଧିକାଂଶ ଗ୍ରାମବାସୀ ମୌଳିକ ସୁବିଧା ପାଇବାରୁ ବଞ୍ଚିତ…

7 years ago

ମାଛରୁ ପୋକ ବାହାରିବା ଭିଡିଓ ଭାଇରାଲ

ଦାରିଙ୍ଗବାଡ଼ି,୧୨।୩(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ଜଣେ ପ୍ରତିଷ୍ଠିତ ବ୍ୟବସାୟୀ ଦାରିଙ୍ଗବାଡି ମାର୍କେଟରୁ ମାଛ କିଣିନେବା ପରେ ତାକୁ ମସଲା ଆଦି ଦେଇ ମ୍ୟାରିନେଟ କରି ରଖିଥିଲେ। କିଛି ସମୟ…

7 years ago

ଅଟୋ-ବାଇକ୍‌ ମୁହାଁମୁହିଁ, ଯୁବକ ମୃତ

ଫିରିଙ୍ଗିଆ, ୧୧ା୩- ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତ ଉରକିଆ ଛକ ନିକଟରେ ବୁଧବାର ବାଇକ ଓ ଅଟୋରିକ୍ସା ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ ଚାଳକଙ୍କ ମୃତ୍ୟୁ…

7 years ago

କରୋନା ଭୟ, ଫିକା ପଡ଼ିଲା ହୋଲି: ଶୁଭେଚ୍ଛା ବାର୍ତ୍ତାରେ ଅଟକିଲା

ଦାରିଙ୍ଗବାଡ଼ି,୧୦।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଙ୍ଗଳବାର ହୋଲିପର୍ବ କେବଳ ଶୁଭେଚ୍ଛା ବାର୍ତ୍ତାରେ ଅଟକି ରହିଛି ।  ଜଣେ ଜଣକୁ ଶୁଭେଚ୍ଛା ବାର୍ତ୍ତାକୁ ସୋସିଆଲ ମିଡିଆରେ…

7 years ago

ଶାଳଗଣ୍ଡି ସହ ମିନି ଟ୍ରକ୍‌ ଜବତ, ୪ ଗିରଫ

ଦାରିଙ୍ଗବାଡ଼ି,୯।୩(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ବନାଞ୍ଚଳରେ ସୋମବାର ଚୋରାଚାଲାଣ ହେଉଥିବା ୧୫ ଖଣ୍ଡ ଶାଳକାଠ ସହ ଏକ ମିନିଟ୍ରକକୁ ବନ ବିଭାଗ ଜବତ କରିଛି। ଏଥିରେ ସମ୍ପୃକ୍ତ…

7 years ago

ଯୁବକଙ୍କୁ ନିଶାଦେଇ ୨୦ ହଜାର ଲୁଟ୍‌

ଫୁଲବାଣୀ ଅଫିସ, ୮ା୩- କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ରେବିଙ୍ଗିଆ ପଞ୍ଚାୟତ ଦୁଲିକିଆ ଗ୍ରାମର ଜଣେ ଯୁବକ ଲୁଟ୍‌ର ଶିକାର ହୋଇଛନ୍ତି। ସେ ହେଲେ ସୁରୁଡି ଦିଗାଲ।…

7 years ago

୨୧୯ ଛାତ୍ରୀଛାତ୍ରଙ୍କୁ ୩ ଶିକ୍ଷକ

ଫିରିଙ୍ଗିଆ, ୮ା୩ - ସରକାର ଶିକ୍ଷାର ବିକାଶ ପାଇଁ ବହୁ ଯୋଜନା ପ୍ରଣୟନ କରୁଛନ୍ତି। ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ପ୍ରଚେଷ୍ଟା ମଧ୍ୟ ଜାରି ରଖିଛନ୍ତି। କିନ୍ତୁ…

7 years ago