ଦାରିଙ୍ଗବାଡ଼ି,୨୪।୧୧(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନାର କାର୍ଯ୍ୟରତ ଏଏସ୍ଆଇ ଆର୍. ଭୀମ୍ମାରାଓ ରେଡ୍ଡୀଙ୍କ ଶନିବାର ସନ୍ଧ୍ୟା ସମୟରେ ବ୍ରହ୍ମପୁରର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଛି। ପ୍ରକାଶ…
ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ମୁତାବକ କନ୍ଧମାଳ ଜିଲାରେ ୨୦୧୧ ମସିହାରୁ ନିଯୁକ୍ତି ପାଇଥିବା ଶିକ୍ଷକମାନଙ୍କ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟା ଗତ ଜୁଲାଇ ମାସରୁ ଆରମ୍ଭ ହୋଇଛି। ସମସ୍ତ…
ଜି.ଉଦୟଗିରି,୨୪।୧୧(ଡି.ଏନ.ଏ.)-ରାଜ୍ୟ ସରକାର ରାଜ୍ୟ ମହିଳା କମିଶନର ସଦସ୍ୟା ଭାବେ ୪ ଜଣଙ୍କ ନାମ ଘୋଷଣା କରିଛନ୍ତି। ସେମାନଙ୍କ ମଧ୍ୟରେ ଜାଲିନା ପ୍ରିୟଦର୍ଶିନୀଙ୍କ ନାମ ମଧ୍ୟ ଘୋଷଣା କରାଯାଇଛି…
ଦାରିଙ୍ଗବାଡ଼ି,୨୩।୧୧(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କଡ଼ମ୍ବା ଛକରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି।…
ଦାରିଙ୍ଗବାଡ଼ି,୨୩।୧୧(ଡି.ଏନ୍.ଏ.): ଡିସେମ୍ବର ପହିଲାରୁ ମୋଟର ଯାନ ଆଇନ କଡ଼ାକଡ଼ି ହେବାକୁ ଥିବାବେଳେ କନ୍ଧମାଳ ଜିଲାପାଳ ବୃନ୍ଦା ଡି. ଆଞ୍ଚଳିକ ପରିବହନ ପ୍ରାଧିକରଣ ପକ୍ଷରୁ ଭ୍ରାମ୍ୟମାଣ ଗାଡ଼ିଚାଳନା ପ୍ରମାଣପତ୍ର…
ଦାରିଙ୍ଗବାଡ଼ି,୨୩।୧୧(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳକୁ କେରଳରୁ ଫେରୁଥିବା ଜଣେ ଶ୍ରମିକଙ୍କୁ ନିଶାଦେଇ ଦୁର୍ବୃତ୍ତମାନେ ଲୁଟ୍ କରିଛନ୍ତି। ଲୁଟର ଶୀକାର ହୋଇଥିବା ଶ୍ରମିକ ଦାରିଙ୍ଗବାଡ଼ି ଥାନା ସିର୍କାବର୍ଗ ପଞ୍ଚାୟତର…
ଫୁଲବାଣୀ ଅଫିସ, ୨୨ା୧୧- ଫୁଲବାଣୀ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (ଏନ୍ସିପିସିଆର) ଟିମ ପକ୍ଷରୁ ଜନଶୁଣାଣି ଶିବିର ଗୁରୁବାର ଅନୁଷ୍ଠିତ…
ଶଙ୍କରାଖୋଲ,୨୧ା୧୧(ଡି.ଏନ୍.ଏ.) - ଚକାପାଦ ବ୍ଲକ ଚାହାଳି ପଞ୍ଚାୟତରେ ହିତାଧିକାରୀ ୩ ମାସର ସାମଗ୍ରୀ ପାଇ ନ ଥିବା ଅଭିଯୋଗ ହୋଇଥିଲା। ସାମଗ୍ରୀ ହେରଫେର କରିଥିବା ନେଇ କାର୍ଯ୍ୟନିର୍ବାହୀ…
ଫୁଲବାଣୀ ଅଫିସ, ୨୧ା୧୧-କନ୍ଧମାଳ ଜିଲା କଂଗ୍ରେସ ପକ୍ଷରୁ ଗୁରୁବାର ଫୁଲବାଣୀରେ ବିଶାଳ ସମାବେଶ କରାଯାଇଛି । ବିଭିନ୍ନ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଫଳତା ଦର୍ଶାଇ ଦଳୀୟ କର୍ମୀମାନେ…
ଜି.ଉଦୟଗିର,୨୧।୧୧(ଡି.ଏନ୍.ଏ)- ଜି.ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷା ଦୀପ୍ତିରେଖା ପ୍ରଧାନଙ୍କ ବିରୋଧରେ ୧୩ ଜଣ ସଦସ୍ୟ ଅନାସ୍ଥା ପ୍ରସ୍ତାବ ନିମନ୍ତେ ବାଲିଗୁଡ଼ା ଉପଜିଲାପାଳଙ୍କ ନିକଟରେ ଆବେଦନ କରିଛନ୍ତି। ବାଲିଗୁଡ଼ା…