ଫିରିଙ୍ଗିଆ,୧୬ା୧୧: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ପୋଲିସ ପଲାବ୍ରୁଡି ପଞ୍ଚାୟତ ମୁସେଲିପାଂଗା ରାସ୍ତା ମାଝିପଡା ଗ୍ରାମରେ ଚଢ଼ାଉ କରି ଏକ ପିକ୍ଅପ ଭ୍ୟାନରୁ ୧୦୩ କେଜି ଗଞ୍ଜେଇ…
ଫିରିଙ୍ଗିଆ,୧୬ା୧୧: ଫିରିଙ୍ଗିଆ ଥାନା ଅଞ୍ଚଳରେ ଶନିବାର ୧୩୦ ଏକର ଜମିରେ ହୋଇଥିବା ଗଞ୍ଜେଇ ଗଛ କାଟି ନଷ୍ଟ କରାଯାଇଛି। ଯାହାର ଆନୁମାନିକ ମୁଲ୍ୟ ୧୩୦ କୋଟି ଟଙ୍କା…
ବାଲିଗୁଡ଼ା,୧୬।୧୧(ଡି.ଏନ୍.ଏ.) : କନ୍ଧମାଳ ଜିଲା ବାଲିଗୁଡ଼ା ଏନ୍ଏସିର ଅଧ୍ୟକ୍ଷା ମମତା ବେହେରା ଓ ଉପାଧ୍ୟକ୍ଷ ଲୋକନାଥ ପାଢ଼ୀଙ୍କ ବିରୋଧରେ ବିଜେଡିର ୭ କାଉନସିଲର ଅନାସ୍ଥା ପ୍ରସ୍ତାବ ଆଣିଥିଲେ।…
ଶଙ୍କରାଖୋଲ,୧୬।୧୧(ଡି.ଏନ୍.ଏ.)-ଚକାପାଦ ବ୍ଲକ ଶଙ୍କରାଖୋଲ ଗ୍ରାମରେ ୩୩ କେଭି ତାର ସ୍ଥାନାନ୍ତର ପାଇଁ ଖୁଣ୍ଟରେ ଚଢି ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ଆହତ ହୋଇଥିବା ଶ୍ରମିକଙ୍କ ଶୁକ୍ରବାର ମୃତ୍ୟୁ…
ବାଲିଗୁଡ଼ା,୧୪।୧୧(ଡି.ଏନ୍.ଏ.): ବିଶିଷ୍ଟ ରାଷ୍ଟ୍ର ନାୟକ ତଥା ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୦ତମ ଜୟନ୍ତୀ ଅବସରରେ ଶିଶୁଦିବସ ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଥିବା ବିଭିନ୍ନ…
ଦାରିଙ୍ଗବାଡ଼ି,୧୪।୧୧(ଡି.ଏନ୍.ଏ.) -ଦାରିଙ୍ଗବାଡ଼ିରେ ଶୀତ ଅନୁଭୂତ ହୋଇଛି। ଚଳିତ ବର୍ଷ ବିଳମ୍ବରେ ଶୀତ ହୋଇଥିବାରୁ ପାଣିପାଗରେ ଅନିୟମିତତା ଯୋଗୁ ଏପରି ହୋଇଥିବା କୁହାଯାଉଛି। ବାରମ୍ବାର ଲଘୁଚାପ ସହ ବାତ୍ୟା…
ଫୁଲବାଣୀ ଅଫିସ, ୧୩ା୧୧- ସୋନି ଟିଭିରେ ପ୍ରସାରିତ ରିୟଲିଟି ଶୋ’ କୌନ ବନେଗା କରୋଡପତି (କେବିସି)ରେ କନ୍ଧମାଳ ଏମ୍ପି ଡ. ଅଚ୍ୟୁତ ସାମନ୍ତ ଭାଗ ନେଇଛନ୍ତି। ଆସନ୍ତା…
ଦାରିଙ୍ଗବାଡ଼ି,୧୩।୧୧(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୀତ ଅନୁଭୂତ ହୋଇଛି। ମଙ୍ଗଳବାର ଅପରାହ୍ନରେ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ରହିଥିବାବେଳେ ବୁଧବାର ସକାଳ ୮ଟା ସୁଦ୍ଧା…
ଦାରିଙ୍ଗବାଡ଼ି, ୧୩।୧୧(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଗତ ଏକ ବର୍ଷରୁ ଉର୍ଦ୍ଧ୍ୱ ସମୟଧରି ଫେରାର ଥିବା ଅଭିଯୁକ୍ତକୁ ପୋଲିସ ମଙ୍ଗଳବାର ଗିରଫ କରି କୋର୍ଟଚାଲାଣ…
ଦାରିଙ୍ଗବାଡ଼ି,୧୩ା୧୧(ଡି.ଏନ.ଏ)-ଜମିକୁ କେନ୍ଦ୍ର କରି ଗଣ୍ଡଗୋଳ ବେଳେ ଜଣେ ଗର୍ଭବତୀଙ୍କୁ ଆକ୍ରମଣ କରାଯିବାରୁ ମୃତଶିଶୁ ଜନ୍ମ ହେବା ଘଟଣାରେ ଦାରିଙ୍ଗବାଡ଼ି ପୋଲିସ ମଙ୍ଗଳବାର ୩ ଜଣଙ୍କୁ ଗିରଫ କରିଛି।…