ବାଲିଗୁଡ଼ା,୧୯।୧୦(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଖମନଖୋଲ ଛକରେ ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି। ଏଥିରେ ଉଲ୍ଲେଖ ଅଛି, ଗ୍ରାମବାସୀ ଭାଇମାନେ ଜାଣନ୍ତୁ, ପୋଲିସମାନେ କହୁଛନ୍ତି,…
ଦାରିଙ୍ଗବାଡ଼ି,୧୯।୧୦(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟର ନୂତନ କୋଠାକୁ ଶୁକ୍ରବାର କନ୍ଧମାଳ ଏମ୍ପି ଡ.ଅଚ୍ୟୁତାନନ୍ଦ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଛନ୍ତି…
ଫୁଲବାଣୀ ଅଫିସ/ଫିରିଙ୍ଗିଆ,୧୯ା୧୦-କନ୍ଧମାଳ ଜିଲା ଗସ୍ତରେ କେନ୍ଦ୍ରର ଏକ ୮ ଜଣିଆ ଟିମ୍ ଆସି ଶୁକ୍ରବାର ପହଞ୍ଚତ୍ଛନ୍ତି। ଏହି ଟିମ୍ ୪ ଦିନଧରି ଜିଲାର ବାଲିଗୁଡ଼ା, ତୁମୁଡ଼ିବନ୍ଧ, ବାରଖମା,…
ଦାରିଙ୍ଗବାଡ଼ି,୧୯।୧୦(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତରେ ଶୁକ୍ରବାର ସଂନ୍ଧ୍ୟା ୭ଟାରେ ବିଏସ୍ଏନ୍ଏଲ୍ ମୋବାଇଲ ସେବାର ଶୁଭାରମ୍ଭ ହୋଇଯାଇଛି। ଏହି ସେବା ତିଲୋରୀର ପ୍ରାୟ ୫ହଜାରରୁ ଉର୍ଦ୍ଧ୍ୱ ଲୋକ ପାଇବେ।…
ଦାରିଙ୍ଗବାଡ଼ି,୧୮।୧୦(ଡି.ଏନ୍.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ନୂତନ କୋଠାକୁ ଶୁକ୍ରବାର ମିଳିତ ଭାବେ କନ୍ଧମାଳ ଏମ୍ପି ଡ.ଅଚ୍ୟୁତାନନ୍ଦ ସାମନ୍ତ,ବିଧାୟକ…
ବାଲିଗୁଡା/କ.ନୂଆଗାଁ,୧୫ା୧୦(ଡି.ଏନ୍.ଏ.)- ବାଲିଗୁଡା ବନଖଣ୍ଡ ଅଧୀନ କିରିକୁଟି ପଞ୍ଚାୟତ ୫୯ନଂ. ଜାତୀୟ ରାଜପଥ କ.ନୂଆଗାଁ ବନ ବିଭାଗ ତରଫରୁ ସୋମବାର ରାତ୍ରକାଳୀନ ପାଟ୍ରୋଲିଙ୍ଗ ଚାଲିଥିଲା। କିରିକୁଟି ଗ୍ରାମକୁ ଯାଉଥିବା…
ବାଲିଗୁଡ଼ା,୧୫ା୧୦(ଡି.ଏନ୍.ଏ.)-ବାଲିଗୁଡ଼ା ଏନ୍ଏସିରେ କର୍ମଚାରୀଙ୍କ ଅନୁପସ୍ଥିତି ନେଇ ସୋମବାର କାଉନ୍ସିଲରମାନେ କାର୍ଯ୍ୟାଳୟରେ ତାଲା ପକାଇଛନ୍ତି। ବିଭିନ୍ନ କାର୍ଯ୍ୟନେଇ ଲୋକମାନେ ଏନ୍ଏସିକୁ ଆସୁଥିଲେ। କିନ୍ତୁ ସେଠାରେ ନିୟମିତ କାର୍ଯ୍ୟନିର୍ବାହୀ ଅଧିକାରୀ…
ଫୁଲବାଣୀ ଅଫିସ, ୧୩ା୧୦-କନ୍ଧମାଳ ଜିଲା ମଙ୍ଗଳ ବିଭାଗ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ବିଭାଗ ଅଧୀନରେ ଚାଲିଥିବା ଦୁଇଟି ହଷ୍ଟେଲର ୨ ଛାତ୍ରୀଛାତ୍ରଙ୍କ ଗତ ମାସରେ ମୃତ୍ୟୁ…
ଫୁଲବାଣୀ ଅଫିସ, ୧୩ା୧୦-ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କ ଏକ ସଭାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଯେଉଁଥିରେ ସେ କହୁଛନ୍ତି, ଯେଉଁମାନେ ତାଙ୍କୁ ଭୋଟ ଦେଇନାହାନ୍ତି…
ଦାରିଙ୍ଗବାଡ଼ି,୧୨।୧୦(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପର୍ଯ୍ୟଟନ କ୍ଷେତ୍ରର ସୌନ୍ଦର୍ଯ୍ୟ ଦିନକୁ ଦିନ ହରାଇବାକୁ ବସିଛି। ସରକାରଙ୍କ ପକ୍ଷରୁ ପଲିଥିନ୍ ବେଆଇନ ଘୋଷଣା ପରେ ବି ଲୋକେ ପ୍ରତିବନ୍ଧକକୁ…