କନ୍ଧମାଳ

ଥରୁଛି କନ୍ଧମାଳ, ଫୁଲବାଣୀରେ ୬ ଡିଗ୍ରୀ

ଫୁଲବାଣୀ ଅଫିସ,୫।୨: କିଛି ଦିନର ବ୍ୟବଧାନ ପରେ ପୁଣି କନ୍ଧମାଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଜିଲାର ଫୁଲବାଣୀରେ ରବିବାର ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀରେ ପହଞ୍ଚିଛି।…

1 year ago

ଜିଲାସ୍ତରୀୟ କ୍ରୀଡ଼ା ମହୋତ୍ସବ: ଭାଗନେଲେ ୧୧ଶହ ପ୍ରତିଯୋଗୀ

ଫୁଲବାଣୀ ଅଫିସ,୩।୨: ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଆନୁକୂଲ୍ୟରେ ଶୁକ୍ରବାର ଫୁଲବାଣୀସ୍ଥିତ ବଇଡା ଦିନାରା ସିଂ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜିଲାସ୍ତରୀୟ କ୍ରୀଡ଼ା ମହୋତ୍ସବ…

1 year ago

୧୫ ଦିନ ହେଲା ମିଳୁନି ପାଣି, ଲୋକେ ହନ୍ତସନ୍ତ

ଫୁଲବାଣୀ ଅଫିସ, ୩ା୨: ୧୫ ଦିନ ହେଲା ମିଳୁନି ପାଣି। ଲୋକେ ବାଧ୍ୟ ହୋଇ ରାଜରାସ୍ତାକୁ ଓହ୍ଳାଇଛନ୍ତି। ଏଭଳି ଘଟଣା କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଗୁମାଗଡ…

1 year ago

ଥରୁଛି ଜି.ଉଦୟଗିରି

ଜି.ଉଦୟଗିରି,୩ା୨(ଡି.ଏନ୍‌.ଏ.): କିଛିଦିନର ବ୍ୟବଧାନ ପରେ ଜି.ଉଦୟଗିରି ସହର ସମେତ ଆଖପାଖ ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଜି ଉଦୟଗିରି ଠାରେ ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରୀ…

1 year ago

ବାଇକ୍‌-କାର୍‌ ମୁହାଁମୁହିଁ ଧକ୍କା: ୨ ମୃତ, ଜଣେ ଆହତ

ଦାରିଙ୍ଗବାଡି,୨।୨(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ୫୯ନଂ ଜାତୀୟ ରାଜପଥ ର ଡବେରୀ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବାଇକ୍‌-କାର୍‌ ମୁହାଁମୁହିଁ ଧକ୍କା ହେବା…

1 year ago

୫୯ ନଂ ଜାତୀୟ ରାଜପଥ ଉପରେ ଗଛକାଟି ରାସ୍ତା ଅବରୋଧ: ୟାତାୟତ ବାଧାପ୍ରାପ୍ତ

ଦାରିଙ୍ଗବାଡି,୨।୨(ଡି.ଏନ.ଏ): କନ୍ଧମାଳ-ଗଞ୍ଜାମ ସୀମାବର୍ତ୍ତୀ ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିର ୧୩ ନଂ ବୁଲାଣିରେ କେହି ଦୁର୍ବୁତ୍ତ ବିରାଟକାୟ ଗଛ କାଟି ପକାଇଛନ୍ତି। ଫଳରେ ଗୁରୁବାର…

1 year ago

ସ୍କୁଲରେ ବିସ୍ଫୋରଣ: ୩ ଛାତ୍ର ଗୁରୁତର

ଫୁଲବାଣୀ ଅଫିସ,୧ା୨: କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ଋତୁଙ୍ଗିଆ ପଞ୍ଚାୟତରେ ଥିବା ଏକ ସ୍କୁଲରେ ବୁଧବାର ଅଘଟଣ ଘଟିଛି। ଜଣେ ଛାତ୍ର ଆଣିଥିବା ବିସ୍ଫୋରକ ବିସ୍ଫୋରଣ ହେବାରୁ…

1 year ago

ଗଉଡ଼ବାଟା, କିଲୁସୁଗାବାସୀଙ୍କୁ ମିଳୁନି ମୌଳିକ ସୁବିଧା

ଫୁଲବାଣୀ ଅଫିସ/ଟିକାବାଲି, ୧।୨: ଗ୍ରାମାଞ୍ଚଳର ଲୋକେ ଯେପରି ସମସ୍ତ ସୁବିଧା ପାଇପାରିବେ ସେଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁ ଯୋଜନା କରାଯାଉଛି ା ପ୍ରକୃତରେ ଯୋଜନାର ରୁପାୟନ…

1 year ago

ମହିଳାଙ୍କ ମୃତ୍ୟୁକୁ ନେଇ ମେଡିକାଲରେ ଉତ୍ତେଜନା

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୩୧ା୧: କନ୍ଧମାଳ ଜିଲା ଫିରିଙ୍ଗିଆ ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଆମ୍ବୁଲାନ୍ସ ଆସିବାରେ ବିଳମ୍ବ ହେବାରୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଛି।…

1 year ago

ଧନୀଙ୍କୁ ବାଦ୍‌ ଦେଇ ଗରିବଙ୍କୁ ସାମିଲ କର

ବଲସକୁମ୍ପା,୩୦ା୧(ଡି.ଏନ୍‌.ଏ.): ଖଜୁରିପଡ଼ା ବ୍ଲକରେ ଗରିବ ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରାଯାଇନାହିଁ। ଧନୀ ଶ୍ରେଣୀର ଲୋକଙ୍କ ନାମ ଆବାସ ଯୋଜନାରେ ସାମିଲ କରାଯାଇଥିବାରୁ ବ୍ଲକ କଂଗ୍ରେସ…

1 year ago