କନ୍ଧମାଳ

ସାଧାରଣତନ୍ତ୍ର ଦିବସ ପାଇଁ  ପ୍ରସ୍ତୁତି ଜୋରଦାର: ସାମୁହିକ ପରେଡ୍‌ରେ ବିଡିଓ, ଆଇଆଇସି ସାମିଲ

ଦାରିଙ୍ଗବାଡି, ୨୪ ।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ ସୋମବାର ବ୍ଲକସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯିବ। ଏ ନେଇ ବ୍ଲକ…

10 months ago

ପଲ୍ୟୁସନ ସାର୍ଟିଫିକେଟ ପାଇଁ ବାଧକ ସାଜିଛି ମୋବାଇଲ ନେଟୱାର୍କ: ଲୋକେ ହନ୍ତସନ୍ତ

ଦାରିଙ୍ଗବାଡି, ୨୪।୧ (ଅରୁଣ ସାହୁ ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଏବେ ଗାଡି ମାଲିକମାନେ ନିଜ ପଲ୍ୟୁସନ ସାର୍ଟିଫିକେଟ କରାଇବା ପାଇଁ ଲାଗିପଡ଼ିଛନ୍ତି। କିନ୍ତୁ ଏଥିରେ ବଡ଼…

10 months ago

ଗରିବଙ୍କ ପାଇଁ ନିୟମ କଡ଼ା, ଧନୀଙ୍କୁ ଦୟା: ଗାଡ଼ି ମାଲିକଙ୍କୁ କୋହଳ ଅଭିଯୋଗ

ଦାରିଙ୍ଗବାଡି,୨୪।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଜବରଦଖଲ ଉଚ୍ଛେଦ କରାଯିବା ଘଟଣାରେ ଏବେ ମଧ୍ୟ କିଛି ଅମାନିଆ ପ୍ରଭାଶାଳୀ ବ୍ୟକ୍ତି ସରକାରୀ ଜମିକୁ ଜବରଦଖଲ କରି ରଖିଛନ୍ତି। ପ୍ରକାଶ…

10 months ago

ମା’ ବରାଳଦେବୀ ମନ୍ଦିର ଉନ୍ନତି କରଣ ବାଟବଣା : ବର୍ଷବର୍ଷ ଧରି ସରୁନି କାମ

ଖଜୁରିପଡ଼ା,୨୩ା୧(ବିଦୁର ବେହେରା): ଅଧିଷ୍ଠାତ୍ରୀ ଦେବୀ ମା’ ବରାଳ ଦେବୀ କାହିଁ କେଉଁ ଅନାଦି କାଳରୁ କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପାଠାରେ ପୂଜା ପାଇ ଆସୁଛନ୍ତି।…

10 months ago

ଘାଟି ଜଙ୍ଗଲରେ ଧରାପଡିଲେ ଗଞ୍ଜେଇ ମାଫିଆ: ଶହେ କେଜି ଗଞ୍ଜେଇ ଜବତ

ଦାରିଙ୍ଗବାଡି, ୨୩।୧ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସକୁ ପାଟ୍ରୋଲିଂ ସମୟରେ ମିଳିଛି ବଡ଼ ସଫଳତା। ଗୋଟିଏ କୁଇଣ୍ଟାଲ ଗଞ୍ଜେଇ ଭର୍ତ୍ତି ବସ୍ତା ସହ ଅଟୋକୁ ଜବତ…

10 months ago

କାନ୍ଥ ଭାଙ୍ଗି ନିୟମିତ ଏହି କାର୍ଯ୍ୟ କରିବାକୁ ଛାତ୍ରାବାସରୁ ଚାଲି ଯାଉଥିଲେ ଛାତ୍ର, ପ୍ରଧାନଶିକ୍ଷକ ନେଲେ ଏମିତି କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡ଼ି,୨୩ା୧(ଅରୁଣ ସାହୁ): ସବୁ ମା-ବାପା ଚାହାନ୍ତି ତାଙ୍କ ପିଲାମାନେ ଉଚ୍ଚ ଶିକ୍ଷିତ ହୁଅନ୍ତୁ, ଭଲ ପାଠ ପଢନ୍ତୁ। ଏଥିପାଇଁ ଯେତେ ବାଧାବିଘ୍ନ ଆସିଲେ ବି ମା’ ବାପା…

10 months ago

ଖେଳକୁଦ ସମୟରେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ସହ ଘଟିଲା…

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ବିଦ୍ୟାଳୟରେ ଖେଳକୁଦ ସମୟରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଉକ୍ତ…

10 months ago

ପ୍ଲାଷ୍ଟିକ ନେଉଛି ଜୀବନ, ବିପଦରେ ପ୍ରାଣୀସମ୍ପଦ

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ କୁଢ଼ କୁଢ଼ ପ୍ଲାଷ୍ଟିକ, ଥର୍ମାକୋଲ ଥାଳି, ପଲିଥିନ ଏବେ ପ୍ରାଣୀସମ୍ପଦ ପାଇଁ ବିପଦ ସାଜିଛନ୍ତି। ଉକ୍ତ ବ୍ଲକର…

10 months ago

ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା ଦେଶୀ…

10 months ago

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ ଏବେ…

10 months ago