କନ୍ଧମାଳ

ଝିପିଝିପି ବର୍ଷାରେ ବିଦ୍ୟୁତ କାଟ: ଘଣ୍ଟାଘଣ୍ଟା ଧରି ଅନ୍ଧାରରେ ଅଞ୍ଚଳବାସୀ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ ): ସାମାନ୍ୟ ଝିପିଝିପି ବର୍ଷାରେ ଘଣ୍ଟାଘଣ୍ଟା ଧରି ବିଦ୍ୟୁତ୍‌ କାଟ। ଏଭଳି ଘଟଣା ଦେଖିବାକୁ ମିଳିଛି  କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ଫିଡ଼ରରେ…

8 months ago

ଭାଜପା ପକ୍ଷରୁ ଆମ୍ବେଡକରଙ୍କ ଜୟନ୍ତୀ ପାଳିତ

ରାଇକିଆ,୧୪।୪(ପ୍ରଦୀପ ବେହେରା):କନ୍ଧମାଳ ଜିଲା ରାଇକିଆ ଭାଜପା ତରଫରୁ ବନ ଦୁର୍ଗା କଲ୍ୟାଣ ମଣ୍ଡପଠାରେ ସୋମବାର ବାବା ସାହେବ ଭୀମରାଓ ଆମ୍ବେଡକରଙ୍କର ଜୟନ୍ତୀ ପାଳିତ ହୋଇଯାଇଛି। ମଣ୍ଡଳ ସଭାପତି…

8 months ago

ଜିଲାପାଳଙ୍କୁ ଝୁରୁଛନ୍ତି ଦୁର୍ଗମ ଅଞ୍ଚଳବାସୀ: ସ୍କୁଟିରେ ବୁଲି ଲୋକଙ୍କ ବୁଝୁଥିଲେ ସମସ୍ୟା

ଦାରିଙ୍ଗବାଡି, ୧୪।୪ (ଅରୁଣ ସାହୁ):କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କୁ ଝୁରୁଛନ୍ତି ଦାରିଙ୍ଗବାଡିର ଏକାଧିକ ଦୁର୍ଗମ ଅଞ୍ଚଳବାସୀ। ସେ ଆଉ ଅଞ୍ଚଳରେ ଜଣେ ସାଧାରଣ ମଣିଷ ଭଳି ସ୍କୁଟିରେ…

8 months ago

ହନୁମାନ ଜୟନ୍ତୀ ଉତ୍ସବ, ମହାବିଷୁବ ପଣା ସଂକ୍ରାନ୍ତି ପାଳିତ

ବାଲିଗୁଡା,୧୪।୦୪,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ପ୍ରଭୁ ଶ୍ରୀରାମଙ୍କ ପରମଭକ୍ତ ହନୁମାନଙ୍କ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣାସଂକ୍ରାନ୍ତି ମହାସମାରୋହରେ…

8 months ago

ବିଶ୍ବ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ପକ୍ଷରୁ ପଣା ବଣ୍ଟନ

ରାଇକିଆ,୧୪।୪,(ପ୍ରଦୀପ ବେହେରା): ମହା ବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ପାଳନ ପାଇଁ କନ୍ଧମାଳ ଜିଲା ରାଇକିଆ ବିଶ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ…

8 months ago

ପଣା ସଂକ୍ରାନ୍ତିରେ ସ୍କୁଲ ପିଲା ବାଣ୍ଟିଲେ ପାଣି ସହ ପାରମ୍ପରିକ ପଣା

ଦାରିଙ୍ଗବାଡି, ୧୪।୪, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ନୀଳକନ୍ଦର ସାହିର ଛାତ୍ରୀଛାତ୍ରମାନେ ସ୍ଥାନୀୟ ଅଞ୍ଚଳବାସୀଙ୍କୁ ପଣା ସଂକ୍ରାନ୍ତି ଅବସରରେ ପାରମ୍ପରିକ ପଣା ଏବଂ…

8 months ago

‘ଆମେ ବି ହେବୁ କୁନି ବୈଜ୍ଞାନିକ’, କେଏମଆରଏସରେ ବିଜ୍ଞାନ ଓ ଗବେଷଣାକୁ ନେଇ କର୍ମଶାଳା

ରାଇକିଆ,୧୪।୪,(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ କଳିଙ୍ଗ ମଡେଲ ରେଶିଡେନ୍ସିଆଲ ସ୍କୁଲରେ ବିଜ୍ଞାନ ଓ ଗବେଷଣାକୁ ନେଇ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ଛାତ୍ରୀଛାତ୍ରମାନଙ୍କ…

8 months ago

ଶାଗୁଆନ କାଠ ଚୋରା ଚାଲାଣ ଉଦ୍ୟମ, ଜବତ କଲା ଜଙ୍ଗଲ ଓ ପରିବେଶ ବିଭାଗ

ରାଇକିଆ,୧୪।୪,(ପ୍ରଦୀପ ବେହେରା): କନ୍ଧମାଳ ଜିଲା କରଡ଼ା ରେଞ୍ଜ ଅଧୀନରେ ଥିବା ରଣବା ସେକ୍ସନର ଘାଟି ଖାରିଗୁଡ଼ା ଅଞ୍ଚଳରେ ଚାଲାଣ ପାଇଁ ଉଦ୍ୟମ ହେଉଥିବା ୨୭ଖଣ୍ଡ ଶାଗୁଆନ କାଠକୁ…

8 months ago

୧୩ ଦିନିଆ ଯାତ୍ରା ସାରି ମନ୍ଦିର ଫେରିଲେ ମା’ ଦକ୍ଷିଣକାଳୀ

ବାଲିଗୁଡା,୧୩ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ତଥା ଆଖପାଖ ଅଞ୍ଚଳରେ ଚଳିତ ମାସ ୧ ତାରିଖ ଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ ମେରୁ…

8 months ago

କନ୍ଧମାଳର ଟୁଇଟର ମ୍ୟାନ ହେଲେ ସମ୍ମାନିତ

ଜି.ଉଦୟଗିରି,୧୨ା୪(ଚିନ୍ମୟ କୁମାର ସେଠୀ)-ଓଡ଼ିଶାର ଏକ ସାମାଜିକ ସଂଗଠନ ଆସୋସିଏଶନ ଅଫ ଟୁଇଟର ଆକ୍ଟିଭିଷ୍ଟ (ଏଟିଏ) ତରଫରୁ ପୁରୀଠାରେ ଚତୁର୍ଥ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ…

8 months ago