କନ୍ଧମାଳ

ବିଜୁଳି, ଘଡଘଡି ସହ ଛେଚୁଛି ବର୍ଷା

ଦାରିଙ୍ଗବାଡ଼ି,୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନଠାରୁ ବର୍ଷା ଲାଗିରହିଛି। ଅଦିନିଆ ବର୍ଷା ଯୋଗୁଁ ଅସହ୍ୟ ତାତିରୁ ସାମାନ୍ୟ ଆସ୍ବସ୍ତି ମିଳିଛି।…

8 months ago

ସାଧାରଣ ଚଳଣି ସହ ସ୍ବାସ୍ଥ୍ୟ ଗଠନ ନେଇ ପାଠ ପଢାଇଲେ ଶିକ୍ଷକ, ଦିବ୍ୟାଙ୍ଗ ଓ ସାଧାରଣ ଛାତ୍ରୀଛାତ୍ରଙ୍କୁ ସମାନ ଶିକ୍ଷା ପ୍ରଦାନ ପାଇଁ ତାଲିମ

ଦାରିଙ୍ଗବାଡ଼ି, ୧୨।୪ (ଅରୁଣ ସାହୁ): ସାଧାରଣ ଚଳଣି ଓ ସ୍ବାସ୍ଥ୍ୟ ଗଠନ ରହିଥିବା ଛାତ୍ରୀଛାତ୍ରଙ୍କ ଭଳି ସହ ସମାନ ଦିବ୍ୟାଙ୍ଗ ଛାତ୍ରୀଛାତ୍ରମାନଙ୍କୁ ମଧ୍ୟ ଶିକ୍ଷା ପ୍ରଦାନ କରାଯିବା।…

8 months ago

୧୦ ଦିନ ହେଲା ନାହିଁ ମୋବାଇଲ ନେଟ୍‌ଓ୍ବର୍କ, ଉପଭୋକ୍ତା ହନ୍ତସନ୍ତ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ଭାବେ ପରିଚିତ ପର୍ତ୍ତମାହାରେ ଗତ ୧୦ଦିନ ହେଲା ବିଏସ୍‌ଏନ୍‌ଏଲ୍‌ର ମୋବାଇଲ ନେଟ୍‌ଓ୍ବର୍କ ଠପ୍‌ ହୋଇଯାଇଛି। ଗ୍ରାମବାସୀ…

8 months ago

ରାଜପଥରେ କିଏ ଛାଡ଼ିଗଲା ବାଇକ୍‌, ଲୋକେ ଭୟଭୀତ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ୫୯ ନଂ ଜାତୀୟରାଜପଥର କାରିପାଙ୍ଗାଠାରେ ଏକ ଅଜଣା ଲୋକ ବାଇକ୍‌ ଛାଡ଼ି ପଲାଇଯାଇଥିବା ନେଇ ବିଭିନ୍ନ…

8 months ago

ଶୁଦ୍ଧକ୍ରିୟାକୁ ବିତିଥିଲା ୩୭ ବର୍ଷ:  ମା’ କୋଳକୁ  ଫେରିଲା ହଜିଲା ପୁଅ, କୋଳେଇନେଇ…

ଦାରିଙ୍ଗବାଡ଼ି,୧୧।୪ (ଅରୁଣ ସାହୁ): ଶୁଦ୍ଧକ୍ରିୟାକୁ ୩୭ ବର୍ଷ ବିତିବା ପରେ ଜନ୍ମ ମାଟିକୁ ଫେରିଲେ ପୁଅ ଆଉ ପରିବାର ଗ୍ରାମବାସୀ ଦେଖି ହୋଇଗଲେ ଆଶ୍ଚର୍ଯ୍ୟ। ଏଭଳି ଘଟଣା…

8 months ago

୧୩୧ ବର୍ଷରେ ପହଞ୍ଚିଲା ବ୍ୟାଙ୍କ: ୧୬୦ ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ଋଣ ଦେଇ କଲା ରେକର୍ଡ

ଦାରିଙ୍ଗବାଡ଼ି,୧୧ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଥିବା ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ତା’ର ୧୩୧ବର୍ଷ ପ୍ରତିଷ୍ଠା ଦିବସ ପାଳନ କରିଛି। ଏହି ଅବସରରେ ଶାଖା ପରିଚାଳକ ଶାନ୍ତନୁ…

8 months ago

ଖବର ପ୍ରକାଶ ପରେ ତତ୍ପର ହେଲେ ପ୍ରକଳ୍ପ ପ୍ରଶାସକ: ବ୍ୟବସାୟୀଙ୍କୁ ଶୀଘ୍ର ହାଟ ଯୋଗାଇବାକୁ ଦେଲେ ନିର୍ଦ୍ଦେଶ

ଦାରିଙ୍ଗବାଡ଼ି,୧୧ା୪: କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ପଞ୍ଚାୟତରେ ରହିଥିବା ଜନଜାତି ହାଟ କାମରେ ଆସୁନଥିବା ଶୀର୍ଷକ ଖବର କେବଳ ‘ଧରିତ୍ରୀ’ରେ ପ୍ରକାଶ ପାଇଥିଲା। ଏହା ପରେ…

8 months ago

ରାଜ୍ୟ ରାଜପଥରେ ହାତୀ ଉପଦ୍ରବ

ଜି.ଉଦୟଗିରି,୧୦।୪,(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଠାରୁ କଳିଙ୍ଗା ଯିବା ରାଜ୍ୟ ରାଜପଥ ନିକଟ ରାଇପଦାଠାରେ ଗୁରୁବାର ସା ୮ ଘଣ୍ଟିକା ଠାରୁ ହାତୀପଲ ଉପଦ୍ରବ…

8 months ago

ଅଷ୍ଟଦଣ୍ଡ ମିଳନ କାର୍ଯ୍ୟକ୍ରମ ଉଦଯାପିତ: ମନ ମୋହିଲା ପାରମ୍ପରିକ ଦଣ୍ଡ ନୃତ୍ୟ

ରାଇକିଆ, ୫।୪(ପ୍ରଦୀପ ବେହେରା )-କନ୍ଧମାଳ ଜିଲା ରାଇକିଆ ପଞ୍ଚଦଣ୍ଡ ପରିଚାଳନା କମଟି ଆନୁକୁଲ୍ୟରେ ଗୁରବାର ଅଷ୍ଟମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆୟୋଜକ ପଞ୍ଚଦଣ୍ଡ କମିଟିର ୨୬ ବର୍ଷ…

8 months ago

ନିଜକୁ ନିଜେ ସୁରକ୍ଷା ଦେବାରେ ସିଦ୍ଧହସ୍ତ ହେବେ ଛାତ୍ରୀ: ଆତ୍ମସୁରକ୍ଷା ତାଲିମ ଶିବିର ଉଦଯାପିତ

ଦାରିଙ୍ଗବାଡି, ୧୦।୪ (ଅରୁଣ ସାହୁ )- କଲେଜ ପଢିବା ଛାତ୍ରୀମାନେ ନିଜ ସୁରକ୍ଷାକୁ କିଭଳି ସୁଦୃଢ଼ କରିବେ ସାମାଜିଜ ସୁରକ୍ଷା ପାଇଁ ସେମାନଙ୍କୁ ରାଜ୍ୟ ସରକାର ତାଲିମ…

8 months ago