କନ୍ଧମାଳ

୬ରେ ଗଜପତି ବନ୍ଦ ଡାକରା

ପାରଳାଖେମୁଣ୍ଡି,୪।୧୧(ଡି.ଏନ୍‌.ଏ.): ଆସନ୍ତା ୬ ତାରିଖ  ଗଜପତି ଜିଲା ବନ୍ଦ ଡାକରା ଦିଆଯାଇଛି। ରାଜ୍ୟ ଭାଜପାର ଆହ୍ବାନ କ୍ରମେ ୧୨ ଘଣ୍ଟିଆ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି। ଏ…

3 years ago

ଲାଞ୍ଚ ନେଇ ଧରାପଡିଲେ ମୁଖ୍ୟ କିରାଣି: ଘରୁ ମିଳିଲା ୧୩ ଲକ୍ଷରୁ ଅଧିକ ନଗଦ ଟଙ୍କା

ବାଲିଗୁଡ଼ା,୪।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ଆଇଟିଡିଏ ଅଫିସ ମୁଖ୍ୟ କିରାଣି ବସନ୍ତ ପାଣିଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ୨ ଲକ୍ଷ ଟଙ୍କା ସୁରକ୍ଷା ଜମା ରିଲିଜ…

3 years ago

କାର ଉପରକୁ ପଥରମାଡ଼: ଭୟରେ ଗଛରେ ଗାଡି ପିଟିଦେଲେ ଡ୍ରାଇଭର

ଦାରିଙ୍ଗବାଡ଼ି,୧।୧୧(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଜାତୀୟ ରାଜପଥର ଗୁଡ଼ିବାଲି ଛକଠାରେ ଦୁର୍ବୃତ୍ତମାନେ ଏକ କାର ଉପରକୁ ପଥରମାଡ଼ କରିଥିବା ଜଣାପଡ଼ିଛି। ଫଳରେ କାର ଚାଳକ ଭାରସାମ୍ୟ…

3 years ago

ମନ୍ତ୍ରୀଙ୍କ କାର୍ଯ୍ୟକ୍ରମର ୩ଦିନ ପରେ ମଧ୍ୟ ପଡିଛି ଅଇଁଠା ପ୍ଲେଟ୍‌

ଦାରିଙ୍ଗବାଡ଼ି,୩୧।୧୦(ଡି.ଏନ୍‌.ଏ): ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଗତ ଗୁରୁବାର ଓ ଶୁକ୍ରବାର ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମଗୁଡ଼ିକରେ ଦଳୀୟ ନେତା ଓ…

3 years ago

ପୁଣି ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ: କରାଗଲା ଏୟାରଲିଫ୍ଟ

ଫୁଲବାଣୀ ଅଫିସ/ଦାରିଙ୍ଗବାଡ଼ି,୩୧ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଗସ୍ତରେ ଆସିଥିବାବେଳେ ପଞ୍ଚାୟତିରାଜ ତଥା ପାନୀୟଜଳ, ଆଇନମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ ହୋଇପଡ଼ିଛନ୍ତି। ସେ ଥଣ୍ଡା କାଶରେ ପୀଡ଼ିତ ହେବା ସହ…

3 years ago

ବିପୁଳ ପରିମାଣର ମଦ, ଗୁଟ୍‌ଖା ଜବତ: ୪ ଗିରଫ

ପାରଳାଖେମୁଣ୍ଡି,୩୧।୧୦: ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିଠାରେ ଶନିବାର ଆନ୍ଧ୍ର-ଓଡ଼ିଶା ପୋଲିସ ଓ ଅବକାରୀ ବିଭାଗ ମିଳିତ ଚଢ଼ାଉ କରିଥିଲେ। ଚଢ଼ାଉ ବେଳେ ରାଣିପେଣ୍ଠା ନିକଟରୁ ବିପୁଳ…

3 years ago

ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡିର ୨ ଗୋଷ୍ଠୀ ମୁହାଁମୁହିଁ

କନ୍ଧମାଳ,୩୦।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ବିଜେଡିର ଦୁଇଗୋଷ୍ଠୀ ମଧ୍ୟରେ ଶନିବାର ମୁହାଁମୁହିଁ ହୋଇଛି। ମନ୍ତ୍ରୀ ପ୍ରତାପ ଜେନା ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଯାଇଥିବା ବେଳେ ତାଙ୍କ…

3 years ago

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଦାରିଙ୍ଗବାଡ଼ି ଗସ୍ତକୁ ବିରୋଧ ଭୟ, କଂଗ୍ରେସ-ଭାଜପା କର୍ମୀଙ୍କୁ ନଜରବନ୍ଦୀ ରଖିଛି ପୋଲିସ

ଦାରିଙ୍ଗବାଡ଼ି,୨୯ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ ଦୁଇଦିନିଆ ଗସ୍ତରେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟଜଳ ଯୋଗାଣ ବିଭାଗୀୟ ମନ୍ତ୍ରୀ ପ୍ରତାପ ଜେନା ଆସିଛନ୍ତି ା ମନ୍ତ୍ରୀ…

3 years ago

ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ ଅଫିସ,୨୭ା୧୦: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଗିରଫ କରି  ବୁଧବାର…

3 years ago

ଦାରିଙ୍ଗବାଡ଼ିରେ ପହିଲି ଶୀତ, ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ

ଦାରିଙ୍ଗବାଡ଼ି,୨୩ା୧୦: ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଚଳିତ ବର୍ଷ ପହିଲିଶୀତ ଅନୁଭୂତ ହୋଇଛି। ଅଞ୍ଚଳରେ ସର୍ବନିମ୍ନ ତାପମାତ୍ର ୧୧ ଡିଗ୍ରୀ ରହିଥିବା ପ୍ରଶାସନ ପକ୍ଷରୁ…

3 years ago