କନ୍ଧମାଳ

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ ଉତ୍ସବ

ଭଞ୍ଜନଗର,୧୫।୮(ବାବୁଲା ପ୍ରଧାନ):ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଶୁକ୍ରବାର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ରୂପେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଡ. କମ୍ବୁପାଣି ସାମନ୍ତ ଏବଂ ଯୁଗ୍ମ ସମ୍ପାଦକ ଗଙ୍ଗାଧର ଦାସ ଯୋଗ ଦେଇଥିଲେ। ୫୧ଜଣ…

ଜାତୀୟ ପତାକା ଉତ୍ତୋଳନ କଲେ ୯୦ ବର୍ଷୀୟା ବୃଦ୍ଧା, ବଖାଣିଲେ ସ୍ବାଧୀନତା ପୂର୍ବର କାହାଣୀ

ଦାରିଙ୍ଗବାଡି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତାଜୁଙ୍ଗିଆ ପଞ୍ଚାୟତର ସିକରମାହା ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ୭୯ତମ ସ୍ବାଧୀନତା ଦିବସ ବଡ଼ ଧୂମଧାମରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ଥିଲେ ଉକ୍ତ ଅଞ୍ଚଳର…

ରାଇକିଆରେ ୭୯ତମ ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳିତ

ରାଇକିଆ,୧୫।୮(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆଠାରେ ଶୁକ୍ରବାର ୭୯ତମ ବ୍ଲକ ସ୍ତରୀୟ ସାଧୀନତା ଦିବସ ପାଳିତ ହୋଇଯାଇଛି । ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ ବିଡିଓ ଡଃ ସବ୍ୟସାଚୀ ସାହୁ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ବିଭିନ୍ନ ବିଦ୍ୟାଳୟର…

‘ଲୋକଙ୍କୁ ସବୁ ସମୟରେ ସେବା ଯୋଗାଇବା ପାଇଁ ସଂକଳ୍ପ’

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଅଗ୍ନିଶମ ବିଭାଗ ପକ୍ଷରୁ ୭୯ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ଅଗ୍ନିଶମ ବିଭାଗର ଗୋଷ୍ଠୀ ଅଧିକାରୀ ଧବଳେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜାତୀୟ ପତ୍ତାକା ଉତ୍ତୋଳନ ହୋଇଛି। ଜାତୀୟ ସଙ୍ଗୀତ ଗାନ…

କଂଗ୍ରେସ କାର୍ଯ୍ୟାଳୟ ଉତ୍ସବମୁଖର: ଫଳ ବାଣ୍ଟିଲେ କର୍ମକର୍ତ୍ତା

ଦାରିଙ୍ଗବାଡି,୧୫/୮(ଅରୁଣ ସାହୁ):ଦାରିଙ୍ଗବାଡି କଂଗ୍ରେସ ପକ୍ଷରୁ ୭୯ ତମ ସୱାଧୀନତା ଦିବସ ବଡ଼ ଧୂମଧାମ ରେ ପାଳିତ ହୋଇଯାଇଛି। ସକାଳ ୮ଟାରେ କଂଗ୍ରେସ କାର୍ଯ୍ୟାଳୟ ସମ୍ମୁଖରେ ସମସ୍ତ କଂଗ୍ରେସ କର୍ମକର୍ତ୍ତା ଏକତ୍ରିତ ହୋଇଥିଲେ। ସେଠାରେ ମୁଖ୍ୟ ଅତିଥିଭାବେ ଦଳର ବରିଷ୍ଠ ନେତା ତଥା…

ପତାକା ଉତ୍ତୋଳନ କଲେ ବିଧାୟକ: ସ୍ବାଧୀନତା ସଂଗ୍ରାମୀଙ୍କ ବଳିଦାନକୁ ସ୍ମରଣ

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ ଶୁକ୍ରବାର ବ୍ଲକସ୍ତରୀୟ ୭୯ତମ ସ୍ବାଧୀନତା ଦିବସ ବଡ଼ ଧୂମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ଜି. ଉଦୟଗିରି ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦାନ କରି ଜାତୀୟ ପତ୍ତାକା ଉତ୍ତୋଳନ କରିଥିଲେ।…

ଗାଁଠୁ ସହର ସବୁଠି କମ୍ପି ଉଠୁଛି ଜାତୀୟ ସଙ୍ଗୀତ

ଦାରିଙ୍ଗବାଡି, ୧୫।୮ (ଅରୁଣ ସାହୁ): ୭୯ତମ ସ୍ବାଧୀନତା ଦିବସ ଅବସରରେ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକର ୨୫ ପଞ୍ଚାୟତର ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡିକରେ ଏହି ଦିବସ ବଡ଼ ଧୂମଧାମରେ ପାଳିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ଭୋର ସମୟରୁ…

ଅଶ୍ଳିଳ କମେଣ୍ଟ ପରେ କେହି ନ ଥିବାର ସୁଯୋଗ ନେଇ ମହିଳାଙ୍କୁ ବଳାତ୍କାର, ବନ୍ଧା ହେଲେ SI

ଫୁଲବାଣୀ, ୧୪।୮(ରାକେଶ କୁମାର ରାଉତ)-ଖାକିରେ ଲାଗିଛି ଦାଗ। ମହିଳାଙ୍କୁ ବଳାତ୍କାର କରିବା ଅଭିଯୋଗରେ କନ୍ଧମାଳ ଜିଲା କୋଟଗଡ ଥାନାରେ କାର୍ଯ୍ୟରତ ଜଣେ ପୋଲିସ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ଗୁରୁବାର ଗିରଫ ହୋଇଛନ୍ତି। ସେ ହେଲେ ସ୍ମୃତି ସାଗର ସାମଲ। ତାଙ୍କ ଘର କଟକରେ।…

ସଜେଇ ହେଉଛି କଫି ବଗିଚା: ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ସେଲ୍ଫି ପଏଣ୍ଟ

ଦାରିଙ୍ଗବାଡି, ୧୪।୮ (ଅରୁଣ ସାହୁ): ଦାରିଙ୍ଗବାଡିକୁ ସ୍ବତନ୍ତ୍ର ପରିଚୟ ଦେଇଥିବା କଫି ବଗିଚାକୁ ଏବେ ବିଭାଗ ଦୃଷ୍ଟି ଦେବା ଆରମ୍ଭ କରିଛି। ଯେଉଁ ବଗିଚାକୁ ଦେଖିବାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଏବଂ ବିଦେଶୀ ପର୍ଯ୍ୟଟକ ଦାରିଙ୍ଗବାଡିକୁ ଆସନ୍ତି। ତାର ରକ୍ଷଣବେକ୍ଷଣ…

ବଢୁଛି ସେଲ୍‌ଫି ପଏଣ୍ଟ ପ୍ରତି ଆଗ୍ରହ, ଡୁଲୁରୀ ପାଇନବଣରେ ପର୍ଯ୍ୟଟକଙ୍କ ପାଇଁ ହୋଇଛି…

ଦାରିଙ୍ଗବାଡ଼ି,୧୪ା୮(ଅରୁଣ ସାହୁ): ସେପ୍ଟେମ୍ବରଠାରୁ ପର୍ଯ୍ୟଟକଙ୍କ ଦାରିଙ୍ଗବାଡ଼ି ଆଗମନ ହେବ। ଏଥିପାଇଁ ପର୍ଯ୍ୟଟକମାନେ ବିଭିନ୍ନ ହୋଟେଲ, ଲଜ, କଟେଜ, ରିସର୍ଟ ଆଦି ବୁକିଂ ଆରମ୍ଭ କଲେଣି। ଦାରିଙ୍ଗବାଡ଼ି ବୁଲି ଆସିବାକୁ ପର୍ଯ୍ୟଟକ ଯେତିକି ବ୍ୟାକୁଳ ଏବେ ତାହା ଠାରୁ ଅଧିକ ଦାରିଙ୍ଗବାଡ଼ିର ଜନସାଧାରଣ…

ସ୍ବାଧୀନତା ଦିବସ ପାଳନ ପାଇଁ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ତଦାରଖ କଲେ ବିଡିଓ

ଦାରିଙ୍ଗବାଡ଼ି,୧୪ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳନ କରାଯିବାକୁ ରହିଥିବା ବେଳେ ସ୍ଥାନୀୟ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ନେତୃତ୍ୱରେ ବିଭିନ୍ନ କାର୍ଯ୍ୟକ୍ରମର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିସାରିଛି। ତେବେ ଅଞ୍ଚଳରେ ବାରମ୍ବାର ବର୍ଷା ଲାଗି…

ଦେଶାତ୍ମକ ଭାବନାରେ ଭାଇଚାରାର ବାର୍ତ୍ତା, ହାତରେ ତ୍ରିରଙ୍ଗା ଧରି…

ଦାରିଙ୍ଗବାଡ଼ି,୧୪ା୮(ଅରୁଣ ସାହୁ): ଆଉ କିଛି ଘଣ୍ଟାର ଅପେକ୍ଷା ଦେଶ ପାଳିବ ୭୯ତମ ସ୍ବାଧୀନତା ଦିବସ। ଏହି ଅବସରରେ ଏହାର ଜୋରଦାର ପ୍ରଭାବ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ବିଦ୍ୟାଳୟର ଛାତ୍ରୀଛାତ୍ର ବିରାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?