କନ୍ଧମାଳ

ଗଁ। ପୋଖରୀରେ ଗାଧୋଇଲେ ସୁରଟ ଫେରନ୍ତା: ରାସ୍ତା, ପୋଖରୀ ସାନିଟାଇଜ୍‌ କରିବାକୁ ଦାବି

ଖଜୁରିପଡା/ବଳସକୁମ୍ପା,୨୪ା୫(ଡି.ଏନ.ଏ.)- ସୁରଟରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଏକ ବସ୍‌ ଖଜୁରିପଡା ବ୍ଲକ ସମ୍ବେପଦର ଗ୍ରାମ ନିକଟସ୍ଥ ସମ୍ବେପାଦର ଘାଇଠାରେ ଶନିବାର ସକାଳ ପ୍ରାୟ ୭ଟାରେ ଅଟକିଥିଲା। ଗାଡିରେ ଥିବା ବ୍ୟକ୍ତିମାନେ ରାସ୍ତା କଡ଼ରେ ସ୍ନାନ ଶୌଚ ଆଦି କରିଥିଲେ।...

ଚଢ଼ା ଦରରେ କିରୋସିନ ବିକ୍ରି ନେଇ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୩।୫(ଡି.ଏନ୍‌.ଏ.): ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଚଢ଼ା ଦରରେ ପିଡିଏସ୍‌ କିରୋସିନ ବିକ୍ରିକୁ ନେଇ ଅସନ୍ତୋଷ ଦେଖାଯାଇଛି। ପୂର୍ବରୁ କିରୋସିନ ୩୦ ଟଙ୍କାରେ ବିକ୍ରି କରାଯାଉଥିବାବେଳେ ଏବେ ଲକ୍‌ଡାଉନ ଯୋଗୁ ରାଶନ କାର୍ଡ଼ ହିତାଧିକାରୀଙ୍କୁ ୧୮ଟଙ୍କାରେ ଏହା ଦିଆଯିବାକୁ ନିର୍ଦ୍ଦେଶ ରହିଛି।...

ନୂତନ ଶ୍ରମ ଆଇନକୁ ଆଇଏନ୍‌ଟିୟୁସିର ବିରୋଧ

ଫୁଲବାଣୀ ଅଫିସ,୨୩ା୫- କେନ୍ଦ୍ର ସରକାରଙ୍କ ଶ୍ରମ ଆଇନ ପରିବର୍ତ୍ତନ ନିଷ୍ପତ୍ତିକୁ ବିରୋଧ କରି ଶୁକ୍ରବାର ସାରା ଦେଶରେ ଆଇଏନ୍‌ଟିୟୁସି ପକ୍ଷରୁ ପ୍ରତିବାଦ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସଙ୍ଗଠନର କନ୍ଧମାଳ ଶାଖା ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।...

କଠୋର ହେଲା କର୍ଫ୍ୟୁ, ଅମାନ୍ୟ କଲେ ଦଣ୍ଡ

ଖଜୁରିପଡା,୨୨ା୫(ଡି.ଏନ୍‌.ଏ.)- ରାଜ୍ୟ ବାହାରେ ଥିବା ପ୍ରବାସୀ ଓଡ଼ିଆଙ୍କ ଘର ବାହୁଡା ପରେ ବର୍ତ୍ତମାନ କନ୍ଧମାଳ ଜିଲାରେ ୩ କରୋନା ଆକ୍ରାନ୍ତ ଚିହ୍ନଟ ହେଲେଣି। ଚତୁର୍ଥ ପର୍ଯ୍ୟାୟ ଲକଡାଉନ୍‌ରେ କଟକଣା ସାମାନ୍ୟ କୋହଳ ପରେ ଲୋକେ ବିନା କାମରେ ଘରୁ ବାହାରି...

ତେଲ ଟ୍ୟାଙ୍କରରୁ ଗଞ୍ଜେଇ ଜବତ, ଜଣେ ଗିରଫ

ରାଇକିଆ,୨୨।୫(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ପୋଲିସ ଏକ ତେଲ ଟ୍ୟାଙ୍କରରୁ ଗଞ୍ଜେଇ ଜବତ କରିବା ସହ ଚାଳକଙ୍କୁ ଗିରଫ କରିଛି। ସେ ହେଲେ ନୟାଗଡ ଜିଲାର ଗୋଲକ ବିହାରୀ ଦାସ। ଶୁକ୍ରବାର ଭୋରରେ ପେଟ୍ରୋଲିଂ ଟିମ୍‌ ତେଲ ଟ୍ୟାଙ୍କରକୁ ଅଟକାଇ...

ସଙ୍ଗୀତ ମାଧ୍ୟମରେ କରୋନା ସଚେତନ କଲେ ଶିକ୍ଷକ

ଦାରିଙ୍ଗବାଡ଼ି,୨୨।୫(ଡି.ଏନ.ଏ)-କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନତା ସୃଷ୍ଟି କରାଯାଉଛି। ଏହି ସମୟରେ କନ୍ଧମାଳ ଜିଲା ଚକାପାଦ ବ୍ଲକ ଲାଇନପଡ଼ା ସରକାରୀ ବିଦ୍ୟାଳୟର ଶିକ୍ଷକ ଅସିତ କୁମାର ନନ୍ଦ ସଙ୍ଗୀତ ମାଧ୍ୟମରେ କରୋନା ସଚେତନତା ସୃଷ୍ଟି...

ପାଣି ଯୋଗାଣରେ ବିଳମ୍ବ ଯୋଗୁ ସଂଗରୋଧ କେନ୍ଦ୍ରରେ ଭଙ୍ଗାରୁଜା: ୩ ପ୍ରବାସୀଙ୍କ ନାମରେ ଏତଲା

ଜି.ଉଦୟଗିରି, ୨୧।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଶ୍ରୀରାମପଦାସ୍ଥିତ ଅନ୍ବେସା ସଙ୍ଗରୋଧ କେନ୍ଦ୍ରରେ ରହିଥିବା ୩ ଜଣ ଅନ୍ତେବାସୀ ବୁଧବାର ସେଠାରେ କାର୍ଯ୍ୟରତ କର୍ମଚାରୀଙ୍କ ସହ ଗଣ୍ଡଗୋଳ କରିଛନ୍ତି। ଏଥିସହ ସେମାନେ କେନ୍ଦ୍ରର ପାଇପ୍‌ ଓ ପାଇଖାନା ଭାଙ୍ଗିଥିବା ନେଇ ଗ୍ରେସିଙ୍ଗିଆ...

ପଞ୍ଜୀକରଣ ପରେ ବି ପ୍ରବାସୀଙ୍କ ଫେରିବା ବାଟ ଫିଟୁନି: ଭୋକ ଉପାସରେ ପଡ଼ିରହିଛନ୍ତି ଆନ୍ଧ୍ରରେ

ବାଲିଗୁଡ଼ା,୨୧ା୫(ଡି.ଏନ୍‌.ଏ.): ସମଗ୍ର ବିଶ୍ୱରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଦିନକୁ ଦିନ ମୃତ ଓ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି l ଏଭଳି ସ୍ଥିତିରେ ପେଟପାଟଣା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ ଦାଦନ...

କନ୍ଧମାଳରେ ଆଉ ଜଣେ କରୋନା ପଜିଟିଭ

ଫୁଲବାଣୀ ଅଫିସ, ୨୧ା୫- କନ୍ଧମାଳ ଜିଲାରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ଏହି ସଂଖ୍ୟା ୩ରେ ପହଞ୍ଚିଛି। ପୂର୍ବ କରୋନା ଆକ୍ରାନ୍ତଦ୍ୱୟଙ୍କ ପରି ତୃତୀୟ ଜଣକ...

କାର୍‌ରୁ ଗଞ୍ଜେଇ ଜବତ, ଜଣେ ଗିରଫ

ଶଙ୍କରାଖୋଲ,୨୦ା୫(ଡି.ଏନ୍‌.ଏ.)- ଚକାପାଦ ଥାନା ଘୁଡକାପଦର ପୋଲଠାରେ ମଙ୍ଗଳବାର ଚକାପାଦ ପୋଲିସ ଏକ ଓଲା କାର୍‌ (ନଂ.ଓଡି-୦୨ଏ ଆର-୦୨୮୮)ରୁ ୧୫ କେଜି ଗଞ୍ଜେଇ ଜବତ କରି ଚାଳକଙ୍କୁ ଗିରଫ କରିଛି। ସେ ହେଲେ ଟିକାବାଲି ଥାନା ଡିମୁଣ୍ଡା ଗ୍ରାମର ଟଙ୍କଧର ଦିଗାଳ।...

ସାନିଟାଇଜ ହେଲା ରତଙ୍ଗ କ୍ୱାରାଣ୍ଟାଇନ ସେଣ୍ଟର

ଫୁଲବାଣୀ ଅଫିସ, ୧୯ା୫-ଗ୍ରୀନ ଜୋନ୍‌ କନ୍ଧମାଳ ଜିଲାରେ କରୋନା ପହଞ୍ଚିଛି। ତାମିଲନାଡୁରୁ ଫେରି କ୍ୱାରାଣ୍ଟାଇନ୍‌ରେ ଥିବା ୨ ପ୍ରବାସୀଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପରେ ରିପୋର୍ଟ ପଜିଟିଭ ଆସିଛି। ଉଭୟଙ୍କୁ ଜିଲା ପ୍ରଶାସନ ପକ୍ଷରୁ ରବିବାର ରାତିରେ ଭୁବନେଶ୍ୱର କିମ୍‌ସ୍‌...

ଗ୍ରୀନଜୋନ୍‌ କନ୍ଧମାଳରେ ୨ ପଜିଟିଭ: ସାନିଟାଇଜ ହେଲା ରତଙ୍ଗ କ୍ୱାରାଣ୍ଟାଇନ୍‌ ସେଣ୍ଟର

ଫୁଲବାଣୀ ଅଫିସ, ୧୮ା୫- ଗ୍ରୀନ ଜୋନ୍‌ କନ୍ଧମାଳ ଜିଲାରେ କରୋନା ପହଞ୍ଚିଛି। ତାମିଲନାଡୁରୁ ଫେରି କ୍ୱାରାଣ୍ଟାଇନ୍‌ରେ ଥିବା ୨ ପ୍ରବାସୀଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପରେ ରିପୋର୍ଟ ପଜିଟିଭ ଆସିଛି। ଉଭୟଙ୍କୁ ଜିଲା ପ୍ରଶାସନ ପକ୍ଷରୁ ରବିବାର ରାତିରେ ଭୁବନେଶ୍ୱର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri