କନ୍ଧମାଳ

ବି.ଡକେବାଡ଼ିରେ ଜ୍ୱର,ଝାଡ଼ାବାନ୍ତି: ୨୦ରୁ ଉର୍ଦ୍ଧ୍ୱ ପରିବାର ଆକ୍ରାନ୍ତ, କୋଭିଡ-୧୯ ପରୀକ୍ଷା କରାଯିବ

ଦାରିଙ୍ଗବାଡ଼ି,୨୯।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ପଞ୍ଚାୟତ ବି.ଡକେବାଡ଼ି ଗ୍ରାମରେ ଗତ ୧୦ ଦିନ ହେଲା ୨୦ରୁ ଉର୍ଦ୍ଧ୍ୱ ପରିବାରର ଲୋକଙ୍କୁ ଜ୍ୱର ଲାଗିରହିଛି। ଏବେ ସେମାନଙ୍କ ମଧ୍ୟରୁ କେତେଜଣଙ୍କୁ ଦୁଇଦିନ ହେଲା ଝାଡ଼ା ମଧ୍ୟ ହେଉଛି। ଡାକ୍ତରୀଦଳ ସୋମବାର ଉକ୍ତ ଗ୍ରାମକୁ ଯାଇ...

କୋଭିଡ୍‌ ନିୟମ ଉଲ୍ଲଘଂନ, ସିଲ୍‌ ହେଲା ଦୋକାନ

ଶଙ୍କରାଖୋଲ,୨୯ା୪(ଡି.ଏନ୍‌.ଏ)- ଚକାପାଦ ବ୍ଲକ ଶଙ୍କରାଖୋଲଠାରେ ବୁଧବାର ସକାଳେ ସାମାଜିକ ଦୂରତା ରକ୍ଷା ନକରିବା ଅଭିଯୋଗରେ ଏକ ଦୋକାନକୁ ସିଲ୍‌ କରାଯାଇଛି। ଏସ୍‌ପି ପ୍ରତୀକ ସିଂ ପରିଦର୍ଶନ କରିବା ପରେ ତାଙ୍କ ନିର୍ଦ୍ଦେଶକ୍ରମେ ଚକାପାଦ ତହସିଲଦାର ତଥା ମାଜିଷ୍ଟ୍ରେଟ ପ୍ରଣତୀ ପ୍ରିୟଦର୍ଶିନୀ...

ବ୍ଲକ ଅଧ୍ୟକ୍ଷଙ୍କ ଦାୟିତ୍ୱ ଗ୍ରହଣ

ଦାରିଙ୍ଗବାଡ଼ି,୨୯ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନଙ୍କ ସଭ୍ୟପଦକୁ କୋର୍ଟ ରଦ୍ଦ କରିବା ପରେ ବୁଧବାର ଉପାଧ୍ୟକ୍ଷ ରମାକାନ୍ତ ବଳିଆର ସିଂ ବ୍ଲକ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ା ସେ କନ୍ଧମାଳ ଜିଲାପାଳ ବୃନ୍ଦା...

କୋଭିଡ୍‌ ଫଣ୍ଡକୁ ୧୦ହଜାର ଦେଲେ ବ୍ଲକ ଅଧ୍ୟକ୍ଷ

ଖଜୁରିପଡ଼ା/ବଲସକୁମ୍ପା,୨୮ା୪(ଡି.ଏନ.ଏ.)- କରୋନା ମହାମାରୀର ମୁକାବିଲା ପାଇଁ ଖଜୁରିପଡ଼ା ବ୍ଲକ ଅଧ୍ୟକ୍ଷ ବିରେନ୍ଦ୍ର କୁମାର କହଁର ୧୦ ହଜାର ଟଙ୍କା କୋଭିଡ୍‌ ଫଣ୍ଡକୁ ଦାନ କରିଛନ୍ତି। ସେ ସୋମବାର କନ୍ଧମାଳ ଜିଲାପାଳ ଡ଼. ବୃନ୍ଦା ଡ଼ିଙ୍କୁ ସାକ୍ଷାତ କରି ଏହା ପ୍ରଦାନ...

ଅସହାୟଙ୍କୁ ନିଜ ଖାଦ୍ୟ ଦେଲେ କନେଷ୍ଟବଳ

ବାଲିଗୁଡା,୨୮ା୪(ଡି.ଏନ୍‌.ଏ.)- କରୋନା ପାଇଁ ଲକ୍‌ଡାଉନ ପରେ ବହୁ ଲୋକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଲୋକେ ଘରେ ରହିଥିବାବେଳେ ପୋଲିସ କର୍ମଚାରୀ ସେମାନଙ୍କ କାର୍ଯ୍ୟ ଜାରି ରଖି କୋଭିଡ୍‌ ଯୋଦ୍ଧା ପାଲଟିଛନ୍ତି। କର୍ତ୍ତବ୍ୟରତ କନେଷ୍ଟବଳ ଏପରି ସମୟରେ...

ମାସ୍କ ବ୍ୟବସାୟୀ ଦେଲେ ଜରିମାନା

ଦାରିଙ୍ଗବାଡ଼ି,୨୮।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମାସ୍କ ପିନ୍ଧି ନ ଥିବା ମୋଟ ୧୧ ଜଣଙ୍କ ଠାରୁ ୨୨ ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି। ସେମାନଙ୍କ ମଧ୍ୟରେ ବଜାରରେ ମାସ୍କ ବିକ୍ରି କରୁଥିବା ଜଣେ ବ୍ୟବସାୟୀ ରହିଛନ୍ତି। ସେ ମାସ୍କ...

ବୁଡାଗୁଡାରେ ଆଉ ୯ ଝାଡାବାନ୍ତିରେ ଆକ୍ରାନ୍ତ

ଦାରିଙ୍ଗବାଡ଼ି,୨୮।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ବୁଡାଗୁଡ଼ା ପଞ୍ଚାୟତ ଅଞ୍ଚଳର କଡ଼ଗାବାଲି ଏବଂ ପଡ଼ିକିଆରେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ମଙ୍ଗଳବାର ଆଉ ୨ଜଣଙ୍କୁ ବୁଡାଗୁଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପରେ ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଛି। ସେମାନେ...

ଦାରିଙ୍ଗବାଡି ବ୍ଲକ: ଅଧ୍ୟକ୍ଷାଙ୍କ ସଭ୍ୟପଦ ରଦ୍ଦ, ଦାୟିତ୍ୱରେ ଉପାଧ୍ୟକ୍ଷ

ଦାରିଙ୍ଗବାଡ଼ି,୨୮।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନଙ୍କ ସଭ୍ୟପଦ୍ଦକୁ କୋର୍ଟ ଅସିଦ୍ଧ ଘୋଷଣା ପରେ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ତାଙ୍କ ସଭ୍ୟପଦ୍ଦକୁ ରଦ୍ଦ କରିଛନ୍ତି। ବ୍ଲକ ଉପାଧ୍ୟକ୍ଷ ରମାକାନ୍ତ ବଳିଆରସିଂଙ୍କୁ ନିର୍ବାଚନ ପର୍ଯ୍ୟନ୍ତ ଅଧ୍ୟକ୍ଷ ଦାୟୀତ୍ୱରେ...

ବି.ଡକେବାଡ଼ିରେ ଜ୍ୱର ଆତଙ୍କ: ପହଞ୍ଚତ୍ଲେ ଡାକ୍ତରୀ ଦଳ

ଦାରିଙ୍ଗବାଡ଼ି,୨୮।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ପଞ୍ଚାୟତ ବି.ଡକେବାଡ଼ି ଗ୍ରମାରେ କିଛିଦିନ ହେଲା ଜ୍ୱର ଆତଙ୍କ ଦେଖାଦେଇଛି। ପ୍ରାୟ ୨୦ରୁ ଉର୍ଦ୍ଧ୍ୱ ଜ୍ୱରରେ ଆକ୍ରାନ୍ତ ହେବାପରେ ସୋମବାର ଦାରିଙ୍ଗବାଡ଼ି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରୁ ଏକ ଡାକ୍ତରୀ ଟିମ୍‌ ଗଁାରେ ପହଞ୍ଚତ୍ଛି। ଜ୍ୱରରେ ପୀଡିତ ବ୍ୟକ୍ତିଙ୍କ ରକ୍ତ...

ବୁଡାଗୁଡା, କଡଗାବାଲିରେ ବ୍ୟାପୁଛି ଝାଡାବାନ୍ତି: ପହଁଚିଲା ସ୍ବାସ୍ଥ୍ୟ ଟିମ୍‌, ମାସକରେ ୨ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡ଼ି,୨୭।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ କଡ଼ଗାବାଲି ଗ୍ରାମରେ ଝାଡ଼ାବାନ୍ତି ବ୍ୟାପୁଛି। ଡଙ୍ଗେଶ୍ୱର ପ୍ରଧାନ ଏବଂ ତାଙ୍କ ସ୍ତ୍ରୀ ସୁବାଜିନୀ ଏଥିରେ ଆକ୍ରାନ୍ତ ହୋଇଛନ୍ତି। ସୁବାଜିବୀ ଗର୍ଭବତୀ ଥିବାବେଳେ ଉଭୟଙ୍କ ଅବସ୍ଥା ଗୁରୁତର ରହିଛି। ଦାରିଙ୍ଗବାଡ଼ି ଭ୍ରାମ୍ୟମାଣ ଚିକିତ୍ସା ଦଳର ଡାକ୍ତର ଅମ୍ବିକା...

ମାସ୍କ ନ ପିନ୍ଧିବାରୁ ଜରିମାନା: ୩୮ ଜଣଙ୍କଠାରୁ ୮,୫୦୦ ଟଙ୍କା ଆଦାୟ

ରାଇକିଆ,୨୭।୪(ଡି.ଏନ୍‌.ଏ.): କରୋନା(କୋଭିଡ-୧୯)ରୁ ରକ୍ଷା ପାଇଁ ମାସ୍କ ପିନ୍ଧିବାକୁ ପ୍ରାଥମିକତା ଦିଆଯାଉଛି। ବାରମ୍ବାର ସଚେତନ କରାଯିବା ପରେ ମଧ୍ୟ କିଛି ଅମାନିଆ ଏହାକୁ ମାନୁ ନାହାନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ରାଇକିଆରେ କିଛି ଅମାନିଆ ଘରୁ ବାହାରୁଥିବା ବେଳେ ମାସ୍କ...

ସୀମା ପାର ହୋଇ ଚାଉଳ, ବହି ନେବାକୁ ଆସୁଥିବା ଛାତ୍ରୀଛାତ୍ରଙ୍କୁ ଫେରାଇଲା ପୋଲିସ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୬।୪(ଡି.ଏନ୍‌.ଏ.)- ଲକ୍‌ଡାଉନ ପରେ କନ୍ଧମାଳ ଜିଲାର ସବୁ ସୀମାକୁ ସିଲ୍‌ କରାଯାଇଛି। କନ୍ଧମାଳ-ଗଜପତି ଜିଲାର ସୀମା ବ୍ରାହ୍ମଣୀଗଁା ଥାନା ଝିଞ୍ଜିରିଗୁଡାଠାରେ ସଶସ୍ତ୍ର ପୋଲିସ ମୁତୟନ ହୋଇଛଡ଼୍‌ତି। ଗଜପତି ଜିଲା ଦମଦୁଆ ପଞ୍ଚାୟତ ଘାସପଦା ଗ୍ରାମର ୮ଜଣ ଛାତ୍ରୀଛାତ୍ର ଶନିବାର ଗୋଟିଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri