ଆମ୍ବଟାକୁଆ ଜାଉ ଖାଇବା ଘଟଣା: ପୀଡ଼ିତା କହିଲେ ପଛ କଥା ଆଉ ମନେ ପଡୁନି, ଏବେ ଦୁର୍ବଳ ଲାଗୁଛି
ଦାରିଙ୍ଗବାଡ଼ି,୧୦ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କାରେ ଆମ୍ବଟାକୁଆ ଖାଇ ଏବେ ମଧ୍ୟ ୩ ଜଣ ଚିକିତ୍ସାଧୀନ ରହିଥିବା ବେଳେ ଆଉ ୩ ଜଣ ଘରକୁ ଫେରିଛନ୍ତି। ସେମାନେ ସାମାନ୍ୟ ସୁସ୍ଥ ଅନୁଭବ କରୁଥିବା କହିଥିଲେ। ତେବେ ତିନିଜଣଙ୍କ...
କଥା ଦେଇ କଥା ରଖିଲେ ଜିଲାପାଳ: ମାଣ୍ଡିପଙ୍କାରେ ସୋଲାର ୱାଟର ପମ୍ପ କାର୍ଯ୍ୟ ଆରମ୍ଭ
ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ମାଣ୍ଡିପଙ୍କାରେ ଆମ୍ବ ଟାକୁଆ ଯାଉଖାଇ ୨ ଜଣଙ୍କ ମତ୍ୟୁ ଓ ୬ ଗୁରୁତର ଘଟଣା ପରେ ଜିଲାପାଳ ସୋମବାର ମାଣ୍ଡିପଙ୍କା ଗସ୍ତ କରିଥିଲେ। ସେଠାରେ ପିଡିଏସ୍ ଚାଉଳ ବଣ୍ଟନ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେବାସହ...
ଖମନଖୋଲ ସ୍ବାସ୍ଥ୍ୟକେନ୍ଦ୍ରକୁ ଆମ୍ବୁଲାନ୍ସ ଯୋଗାଇବା ଦେବାକୁ ଉଠିଲା ଦାବି
ବାଲିଗୁଡ଼ା,୯ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ଖମନଖୋଲ ପଞ୍ଚାୟତରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରକୁ ଆମ୍ବୁଲାନ୍ସ ଯୋଗାଇଦେବାକୁ ଦାବି କରିଛନ୍ତି ଅଞ୍ଚଳବାସୀ। ବାଲିଗୁଡ଼ା ବ୍ଳକ ତଥା କନ୍ଧମାଳ ଜିଲାର ସୀମାନ୍ତ ପଞ୍ଚାୟତ ହେଉଛି ଖମନଖୋଲ ଓ ଲଣ୍ଡାଗାଁ। ଖମନଖୋଲ...
ଆମ୍ବଟାକୁଆ ଜାଉ ଖାଇ ଗୁରୁତରଙ୍କ ମଧ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଲେ ୩
ଦାରିଙ୍ଗବାଡ଼ି,୯ା୧୧(ଅରୁଣ ସାହୁ): ରାଜ୍ୟରେ ଚହଳ ପକାଇଥିବା ମାଣ୍ଡିପଙ୍କାରେ ଆମ୍ବଟାକୁଆ ଜାଉ ଖାଇବା ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୬ ଜଣ ବ୍ରହ୍ମପୁର ଓ କଟକରେ ଚିକିତ୍ସାଧୀନ ଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣ ସୁସ୍ଥ ହୋଇ...
ମାଣ୍ଡିପଙ୍କାରେ ପରିସ୍ଥିତି ଭୟାବହ: ବିଜୟ ମହାପାତ୍ର
ଦାରିଙ୍ଗବାଡି, ୯।୧୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କାକୁ ଶନିବାର ରାଜ୍ୟର ବରିଷ୍ଠ ନେତା ବିଜୟ ମହାପାତ୍ର ଗସ୍ତ କରିଛନ୍ତି। ସେ ମୃତକଙ୍କ ପରିବାର ଲୋକଙ୍କୁ ଭେଟିବା ସହ ଅସୁସ୍ଥ ଥିବା ପରିବାର ଲୋକଙ୍କୁ ଭେଟିଛନ୍ତି। ମାଣ୍ଡିପଙ୍କାରେ...
ବନ୍ଧୁଙ୍କ ଅନ୍ତିମ ସଂସ୍କାର ଯାଉଥିଲେ, ଓଲଟିଲା ଅଟୋ: ଜଣେ ମୃତ ୪ ଆହତ
ଜି.ଉଦୟଗିରି,୯।୧୧(ଚିନ୍ମୟ କୁମାର ସେଠୀ):ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ କାନବାଗେରି ଗ୍ରାମ ନିକଟରେ ଅଟୋ ଓଲଟି ଜଣଙ୍କର ମୃତ୍ୟୁ ଘଟିଛି ଏବଂ ପାଞ୍ଚ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତ ଙ୍କୁ ଜି.ଉଦୟଗିରି ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ...
କଚ୍ଛପ ଗତିରେ ଚାଲିଛି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର
ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୯।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା): ସ୍ବାସ୍ଥ୍ୟସେବାରେ ସୁଧାର ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରୁଛନ୍ତି। ଉପସ୍ବାସ୍ଥ୍ୟକେନ୍ଦ୍ରରେ ପରିବର୍ତ୍ତନ ଆଣି ରୋଗୀଙ୍କ ପାଇଁ ଅଧିକା ସୁବିଧା କରାଯାଉଛି। ହେଲେ ସରକାର କରୁଥିବା ଯୋଜନା ସଠିକ ଭାବେ ତୃଣମୂଳ ସ୍ତରରେ...
ଦାରିଙ୍ଗବାଡିରେ ଡମ୍ପିଂୟାର୍ଡ ନଥିବା ଘଟଣା: ଖବର ପ୍ରକାଶ ପରେ ବର୍ଯ୍ୟବସ୍ତୁ ପରିଚାଳନା କେନ୍ଦ୍ରପାଇଁ ପଡ଼ିଲା ଭିତ୍ତିପ୍ରସ୍ତର
ଦାରିଙ୍ଗବାଡି,୮ା୧୧(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡି ଓଡ଼ିଶାର କଶ୍ମୀର ଭାବେ ପରିଚିତ। ଶୀତ ଋତୁରେ ଏଠାକୁ ପର୍ଯ୍ୟଟକଙ୍କ ଭିଡ ଲାଗିଥାଏ। ତେବେ ଦାରିଙ୍ଗବାଡ଼ି ବଜାର ସମେତ ପର୍ଯ୍ୟଟନକ୍ଷେତ୍ର ଆଦିରେ କୁଢ଼କୁଢ଼ ଅଳିଆ ଯୋଗୁ ଦାରିଙ୍ଗବାଡକୁ ଆସୁଥିବା ପର୍ଯ୍ୟଟକ ନାକ ଟେକୁଛନ୍ତି।...
ବିଦ୍ୟୁତତାର ସଂସ୍ପର୍ଶରେ ଆସି ୩ ଛାତ୍ର ଆହତ
ବ୍ରାହ୍ମଣୀଗାଁ,୮ା୧୧(ମନୋରଞ୍ଜନ ରଣା): ବିଦ୍ୟୁତତାର ସଂସ୍ପର୍ଶରେ ଆସି ୩ ଛାତ୍ର ଆହତ ହୋଇଛନ୍ତି। କନ୍ଧମାଳ ଜିଲା ସୀମାନ୍ତ ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ କଟାମା ପଞ୍ଚାୟତର ଡନିଗାଁରେ ଏପରି ଘଟଣା ଘଟିଥିବା ଦେଖିବାକୁ ମିଳିଛି। ଆହତ ଛାତ୍ରମାନେ ହେଲେ ଉକ୍ତ...
ଠେଙ୍ଗାବାଡ଼ି ଧରି ଦେଶୀ ମଦଭାଟି ଭାଙ୍ଗିଲେ ମହିଳା, ଶୋଇ ରହିଛି ଅବକାରୀ ବିଭାଗ
ଜି.ଉଦୟଗିରି,୮ା୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି କକଟୀ ପଦାସାହିର ଉଦୟଜ୍ୟୋତି ମହିଳା ମହାସଂଘ ତରଫରୁ ତୃତୀୟ ଦିନରେ ମଦ ବିରୋଧୀ ଆନ୍ଦୋଳନକୁ ଉଗ୍ର ରୂପ ସହ ଜୋରଦାର କରାଯାଇଛି। ଶୋଇ ରହିଛି ଅବକାରୀ ବିଭାଗ। ମହାସଂଘ ମହିଳାମାନେ ପୂର୍ବ...
ଆମ୍ବଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା: ସପ୍ତାହକ ପରେ ମାଣ୍ଡିପଙ୍କାରେ ଭାଜପା କର୍ମୀ
ଦାରିଙ୍ଗବାଡି,୭।୧୧ (ଅରୁଣ ସାହୁ ):ଦାରିଙ୍ଗବାଡି ଭାଜପା ପକ୍ଷରୁ ଗୁରୁବାର ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ପହଞ୍ଚି ମୃତକ ଓ ଗୁରୁତର ପରିବାରକୁ ଭେଟିଛନ୍ତି । ସେମାନଙ୍କ ପରିବାର ସହ ଘଟଣା ସମ୍ପର୍କରେ ଆଲୋଚନା କରିବା ସହ ଶୋକ ସନ୍ତପ୍ତ ପରିବାର...
୬୪୦ ହେକ୍ଟର ଜମିରେ ୨ ଲକ୍ଷ ୭୫ ହଜାର ଗଛ ଲଗାଇବାକୁ ନିଆଯିବ ପଦକ୍ଷେପ
ଦାରିଙ୍ଗବାଡି,୭।୧୧ (ଅରୁଣ ସାହୁ )-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦନେକବାଡି ପଞ୍ଚାୟତ କାର୍ଯ୍ୟାଳୟ ପରିସର ମଧ୍ୟରେ ଗୁରୁବାର କାର୍ବନ କ୍ରେଡିଟ ପ୍ରୋଜେକ୍ଟର ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍ବେଚ୍ଛାସେବୀ ଅନୁଷ୍ଠାନର ଥିମେଟିକ ମ୍ୟାନେଜର ଅନୁରାଗ ଶର୍ମାଙ୍କ ଅଧ୍ୟକ୍ଷତା କାର୍ଯ୍ୟକ୍ରମରେ...
Archives


