ବ୍ରାହ୍ମଣୀଗାଁ ବନାଞ୍ଚଳ ପକ୍ଷରୁୁ ‘ଅରଣ୍ୟ ଯୋଗ’ର ଆୟୋଜନ
ବ୍ରାହ୍ମଣୀଗାଁ,୨୧।୬(ମନୋରଞ୍ଜନ ରଣା): ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବ୍ରାହ୍ମଣୀଗାଁ ବନାଞ୍ଚଳ ପକ୍ଷରୁ ଅରଣ୍ୟ ଯୋଗର ଆୟୋଜନ କରାଯାଇଥିଲା । ଏହି ଅବସରରେ ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀଗାଁ ବନାଞ୍ଚଳ ପକ୍ଷରୁ ବନାଞ୍ଚଳ ଅଧିକାରୀ ହରିହର ବେହେରାଙ୍କ ନେତୃତ୍ୱରେ ସ୍ଥାନୀୟ ବନ…
ତୁମୁଡିବନ୍ଧରେ ଅନ୍ତର୍ଜାତୀୟ ଯୋଗ ଦିବସ: କ’ଣ ରହିଛି ଯୋଗର ଆବଶ୍ୟକତା
ତୁମୁଡିବନ୍ଧ,୨୧।୬:(ଦୀପକ କୁମାର ପରାସେଠ): ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ ସୁସ୍ଥତା ପାଇଁ ଯୋଗର ପୂରା ଆବଶ୍ୟକତା ରହିଛି। ଯାହାକି ଉତ୍ତମ ସ୍ବାସ୍ଥ୍ୟ ସହିତ ସୁସ୍ଥ ଜୀବନଯାପନ କାରବାର ଏକ ମାର୍ଗ । ଏହି ବାର୍ତ୍ତା ସାର୍ବଜନୀନ ପାଇଁ ଶନିବାର ପୂର୍ବାହ୍ନରେ କନ୍ଧମାଳ…
ଖାରିଗୁଡାଠାରୁ କାଟିଙ୍ଗିଆ ରାସ୍ତା ପାଲଟିଛି ମରଣଯନ୍ତା: ଯାତାୟାତ ବାଧାପ୍ରାପ୍ତ
ଦାରିଙ୍ଗବାଡି, ୨୧।୬ (ଅରୁଣ ସାହୁ): ଦୁର୍ଗମ ଅଞ୍ଚଳରେ ଲୋକଙ୍କ ଯାତାୟାତରେ ସୁବିଧା ସହ ଯୋଗାଯୋଗର ସୁବିଧା ହେଲେ ଅଞ୍ଚଳର ବିକାଶ ହୋଇପାରିବ। ଏହି ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ମାଧ୍ୟମରେ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ…
ବିଏସଏନଏଲ ଟାୱାର ଅଛି, ମିଳୁନି ସେବା:ଗ୍ରାମବାସୀ ନେଟୱାର୍କରୁ ବଞ୍ଚିତ
ଦାରିଙ୍ଗବାଡି,୨୧।୬(ଅରୁଣ ସାହୁ):ଆଶା ଥିଲା ଗାଁରେ ମୋବାଇଲ ଟାୱାର ବସିଲା ଏବେ କମ୍ୟୁନେକେସନର କୌଣସି ଅସୁବିଧା ହେବନି। ଗାଁରେ ଛାତ୍ରୀଛାତ୍ର ଅନଲାଇନରେ ପାଠ ପଢ଼ିପାରିବେ ଆଉ କ୍ଷୁଦ୍ର ବ୍ୟାଙ୍କ ସେବା ମିଳିପାରିବ। ୟୁପିଆଇରେ ଅର୍ଥ କାରବାର ନିଜ ମୋବାଇଲରେ କରିହେବ। କୃଷକ ସ୍ମାର୍ଟଫୋନରେ…
ରୋଗପ୍ରତିଷେଧକ ଶକ୍ତି ବଢାଇବ ଯୋଗ: ଦାରିଙ୍ଗବାଡିରେ ଯୋଗାଭ୍ୟାସ
ଦାରିଙ୍ଗବାଡି, ୨୧।୬ (ଅରୁଣ ସାହୁ):ନିୟମିତ ଯୋଗାଭ୍ୟାସ ଦ୍ୱାରା ମାନବଜାତି ସୁସ୍ଥ ରହିବ ମାନସିକ, ଶାରୀରିକ ସ୍ତରରେ ଉର୍ନ୍ନତି ଘଟିବା ସହ ମନରେ ଶାନ୍ତି ଫେରିବ। ଆଉ ବିପଦ ପୂର୍ଣ୍ଣ ରୋଗବ୍ୟାଧିରୁ ଦୁରେଇ ରହିବ ଶରୀରର ରୋଗପ୍ରତିଷେଧକ ଶକ୍ତି ବୃଦ୍ଧି ପାଇବ ଏହାଦ୍ୱାରା…
ବିଦ୍ୟୁତ ନାହିଁ ବୋଲି ଖୋଲୁନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ:ନୂଆ କୋଠାରେ ଝୁଲୁଛି ତାଲା
ଦାରିଙ୍ଗବାଡି, ୨୦।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟ ଅଧୀନରେ ରହିଥିବା ଗ୍ରୀନବାଡି ରାଜସ୍ବ ନିରୀକ୍ଷକଙ୍କ ନୂତନ କୋଠା ନିର୍ମାଣ ବହୁତ ଦିନ ବିତିଯାଇଥିଲେ ମଧ୍ୟ ତାହା ଲୋକଙ୍କ କାର୍ଯ୍ୟରେ ଆସିନାହିଁ। ଗ୍ରୀନବାଡି ପଞ୍ଚାୟତବାସୀ ଜମି ମାମଲା ସହ ବିଭିନ୍ନ…
ନୂଆଙ୍କୁ ସ୍ବାଗତ ପୁରୁଣାଙ୍କୁ ବିଦାୟ ସମ୍ବର୍ଦ୍ଧନା: ତହସିଲରେ ନିଆରା କାର୍ଯ୍ୟକ୍ରମ
ଦାରିଙ୍ଗବାଡି, ୨୦।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ନୂତନ ତହସିଲଦାର ଧୀରୋଜ ପାତ୍ରଙ୍କୁ ସ୍ବାଗତ କରାଯାଇଥିବାବେଳେ ତତ୍କାଳ ତହସିଲଦାର ଶରତ ଶବରଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ନୂଆ ଏବଂ ପୁରୁଣା ତହସିଲଦାର ଉପସ୍ଥିତ…
ଦୋକାନ ଘର ଟିଣ ଭାଙ୍ଗି କଂସା-ବାସନ ସହ ନଗଦ ଟଙ୍କା ନେଇଗଲେ ଦୁର୍ବୃତ୍ତ
ବାଲିଗୁଡ଼ା,୧୯ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନସ୍ଥିତ ହାଟପଦା ମାର୍କେଟରୁ ବୁଧବାର ବିଳମ୍ବିତ ରାତିରେ ନିତ୍ୟାନନ୍ଦ ନାୟକଙ୍କ କଂସା ବାସନ ଦୋକାନରୁ ଏକ ଦୁର୍ବୃତ୍ତ ଦୋକାନ ଗୃହର ଉପର ଟିଣ ଛପର ଭାଙ୍ଗି ଦୋକାନରେ ପଶି ଶୋ’କେସ୍ ଡ୍ର’ରେ ଥିବା…
ସରକାରୀ ଅର୍ଥ ଆତ୍ମସାତ: ବନ୍ଧାହେଲେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
ଦାରିଙ୍ଗବାଡି,୧୯।୬ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକରେ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସରକାରୀ ଅର୍ଥକୁ ବେଧଡକ ବ୍ୟାଙ୍କରୁ ଉଠାଣ କରି ଆତ୍ମସାତ କରିବା ଘଟଣାରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଗିରଫ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ହେଲେ ଅକ୍ରୁର…
କାମ ସାରି ଘରକୁ ଫେରିବା ବାଟରେ ଅଘଟଣ: ମଇଁଷି ଚାଲି ଆସିବାରୁ ସ୍ବାମୀସ୍ତ୍ରୀ…
ଦାରିଙ୍ଗବାଡି, ୧୮।୬ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ୫୯ ନଂ ରାଜପଥର ସିମନବାଡିର ସାରୁମାହା ସାହି ନିକଟରେ ବୁଧବାର ସଂନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିଛି। ବାଇକ ଆଗକୁ ମଇଁଷି ଚାଲି ଆସିବା ଫଳରେ ବାଇକରେ ଯାଉଥିବା ଚାଳକ ଓ…
ବିଭିନ୍ନ ସମସ୍ୟାକୁ ନେଇ ତାତିଲେ ଲୋକେ: ବୃଦ୍ଧାଙ୍କ ମୃତ୍ୟୁରୁ ଉତ୍ତେଜନା, ରାସ୍ତା ଅବରୋଧ
ଦାରିଙ୍ଗବାଡ଼ି,୧୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତରେ ମଙ୍ଗଳବାର ଜଣେ ବୃଦ୍ଧା ନାଳରେ ପଡ଼ି ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ଉକ୍ତ ଅଞ୍ଚଳର ଶାନ୍ତି ବଳିୟାର ସିଂ। ସ୍ଥାନୀୟ ଲୋକେ ତାଙ୍କୁ ନାଳରୁ ଉଦ୍ଧାର କରି…
ସିମନବାଡ଼ି-ରାଇକିଆ ରାସ୍ତାରେ ଗାଡ଼ିମୋଟର ଚଳାଚଳ ବନ୍ଦ, ଲୋକେ ହଟହଟା
ଦାରିଙ୍ଗବାଡ଼ି,୧୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଏକ ନିର୍ମାଣାଧୀନ ପୋଲ ନିକଟ ଡାଇଭର୍ସନ ରାସ୍ତା କର୍ଦ୍ଦମାକ୍ତ ଯୋଗୁ ଗୋଟିଏ ଟ୍ରକ୍ କାଦୁଅରେ ଫସିଯିବା ପରେ ସେହି ରାସ୍ତାରେ ଯାତାୟାତ କରୁଥିବା ଅନ୍ୟ ଗାଡ଼ିମୋଟର ଅଟକି…

