କନ୍ଧମାଳ

ନିର୍ଯାତନା ସହ ପରକୀୟା ପ୍ରୀତି ସହି ନ ପାରି ସ୍ବାମୀଙ୍କୁ ଟାଙ୍ଗିଆରେ ହାଣିଦେଇଥିଲେ, ଆଖି ବୁଜିଲେ…

ଖଜୁରିପଡ଼ା,୧୭ା୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅଞ୍ଚଳରେ ସୋମବାର ସ୍ତ୍ରୀଙ୍କ ଟାଙ୍ଗିଆ ଚୋଟରେ ଗୁରୁତର ସ୍ବାମୀଙ୍କ ରାତିରେ ମୃତ୍ୟୁ ଘଟିଛି। ନିର୍ଯାତନା ଅସହ୍ୟ ହେବାରୁ ସ୍ତ୍ରୀ ଟାଙ୍ଗିଆରେ ଝାମ୍ଫି ଗାଁର ସ୍ବାମୀ ପ୍ରଶାନ୍ତ କହଁରଙ୍କୁ ଆକ୍ରମଣ କରିଥିଲେ। ମଙ୍ଗଳବାର ମୃତଦେହ…

ମୋବାଇଲ ଲୁଟେରାଙ୍କୁ ମାଡ଼ିବସିଲା ପୋଲିସ: ୧୩ ମୋବାଇଲ ଜବତ

ଦାରିଙ୍ଗବାଡି, ୧୭।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଦ୍ୱାରା ଜଣେ ମୋବାଇଲ ଲୁଟେରା ଯୁବକ ଗିରଫ ହୋଇଛନ୍ତି। ଗିରଫ ଯୁବକ ହେଲେ ଉକ୍ତ ଥାନା ପ୍ଳିହେରୀର ସୂରିୟା ପ୍ରଧାନ (୧୯) ବୋଲି ଡିଏସପି ତଥା ଦାରିଙ୍ଗବାଡି ଥାନା ଇନଚାର୍ଜ କନକ…

ବିଦ୍ୟୁତ ବିଭ୍ରାଟ ବୃଦ୍ଧି: ସବଷ୍ଟେଶନ ନିର୍ମାଣରେ ବିଳମ୍ବ

ଦାରିଙ୍ଗବାଡି, ୧୭।୬ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ଫିଡ଼ରରେ ଦିନକୁ ଦିନ ବିଦ୍ୟୁତ ବିଭ୍ରାଟ ବଢୁଛି। ତୁହାକୁ ତୁହା ବିଦ୍ୟୁତ କାଟ ଯୋଗୁ ଉପଭୋକ୍ତାମାନେ ହଟହଟା ଭୋଗୁଛନ୍ତି । ବିଦ୍ୟୁତ ବିଭ୍ରାଟକୁ ନଜରରେ ରଖି ବିଦ୍ୟୁତ ବିଭାଗ ପକ୍ଷରୁ…

ବିକାଶ ବାହାନ ରଥକୁ ସ୍ବାଗତ କଲେ ସରପଞ୍ଚ

ତୁମୁଡ଼ିବନ୍ଧ,୧୬।୬(ଦୀପକ କୁମାର ପରାସେଠ): ବର୍ଷ ଏକ ଉପଲବ୍ଧି ଅନେକ ବାର୍ତ୍ତା ନେଇ ବିକାଶ ବାହନ ସଚେତନ ରଥ କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଳକ ତୁମଡ଼ିବନ୍ଧ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସୋମବାର ପହଞ୍ଚିଛି। ଏହି ଅବସରରେ ରଥକୁ ସରପଞ୍ଚ ପ୍ରିୟଙ୍କା ପଡରା, ପଞ୍ଚାୟତ…

ପରିତ୍ୟକ୍ତ ଅବସ୍ଥାରେ ବୃହଦାଗାର ବହୁମୁଖୀ ସମବାୟ ସମିତିର ଗୋଦାମ ଗୃହ

ଦାରିଙ୍ଗବାଡ଼ି,୧୬ା୬(ଅରୁଣ ସାହୁ): ସରକାରଙ୍କ ସାଧାରଣ ବଣ୍ଟନ ଦାୟିତ୍ୱରେ ଦାରିଙ୍ଗବାଡ଼ି ବୃହଦାକାର ବହୁମୁଖୀ ସମବାୟ ସମିତି ଦାୟିତ୍ୱ ନେଇଛି। ଉକ୍ତ ସମିତି ୧୭ଟି ପଞ୍ଚାୟତରେ ସାଧାରଣ ସାମଗ୍ରୀ ତଥା ଚାଉଳ, ଗହମ, କିରୋସିନି ଆଦି ବଣ୍ଟନ କରୁଥିବା ବେଳେ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ…

ସନ୍ଧ୍ୟା ହେଲେ ରାଜପଥରେ ଗୋରୁପଲ, ବଢୁଛି ଦୁର୍ଘଟଣା

ଦାରିଙ୍ଗବାଡ଼ି,୧୫ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥ ଉପରେ ଗୋରୁପଲଙ୍କ ଉପଦ୍ରବ ବୃଦ୍ଧି ପାଇଛି। ପ୍ରକାଶ ଯେ, ରାଇପୁରଠାରୁ ଗୋପାଳପୁରକୁ ସଂଯୋଗ କରୁଥିବା ଏହି ରାଜପଥରେ ଏବେ ଗାଡ଼ିସଂଖ୍ୟା ବୃଦ୍ଧିପାଇଛି। ବ୍ରହ୍ମପୁରଠାରୁ ଭବାନୀପାଟଣା, ବାଲିଗୁଡ଼ା,…

ଓଲଟିଲା ହିଟାଚି ବୋଝେଇ ଗାଡ଼ି

ବ୍ରାହ୍ମଣୀଗାଁ,୧୪ା୬ (ମନୋରଞ୍ଜନ ରଣା): ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କଡମ୍ବା ଛକ ନିକଟ ବାଡୁନୁ ଘାଟି ବୁଲାଣିରେ ଭାରସାମ୍ୟ ହରାଇ ହିଟାଚି ବୋଝେଇ ଗାଡ଼ି ଓଲଟି ପଡ଼ିଛି। ଦୁର୍ଘଟଣାରୁ ଗାଡ଼ି ଚାଳକ ଓ ୩ ଯାତ୍ରୀ ଅଳ୍ପକେ…

ବିଦ୍ୟୁତ ତାର ଉପରେ ଗଛ ପକାଇଲେ ଦୁର୍ବୁତ୍ତ

ଦାରିଙ୍ଗବାଡି,୧୪ା୬ (ଅରୁଣ ସାହୁ): ଦାରଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ି ନୂତନ ସବଷ୍ଟେସନ ଶନିବାର କାର୍ଯ୍ୟ ଚାଲିଥିବାରୁ ଦିନବେଳେ ବିଦ୍ୟୁତ୍‌ କାଟି ଦିଆଯାଇଥିଲା। ଅପରାହ୍ନରେ ବିଦ୍ୟୁତ ସ୍ବାଭାବିକ ହେବାର ମାତ୍ର କିଛି ସମୟ ମଧ୍ୟରେ ସୁଲୁମାହା ଗ୍ରାମ ନିକଟ ଜଙ୍ଗଲରେ କେହି ଅଜଣା ଦୁର୍ବୁତ୍ତ…

ଲୋକାଭିମୁଖୀ ହେଉଛି ଗରିବ କଲ୍ୟାଣ ଯୋଜନା:ଜନସାଧାରଣଙ୍କ ବଢୁଛି ଆସ୍ଥା

ରାଇକିଆ,୧୪/୬(ପ୍ରଦୀପ ବେହେରା): ଦେଶରେ ମୋଦି ସରକାରଙ୍କ ୧୧ ବର୍ଷ ଏବଂ ରାଜ୍ୟରେ ମୋହନ ସରକାରଙ୍କ ବର୍ଷେ ପୂର୍ତ୍ତୀ ହୋଇଛି । ଏହି ଅମୃତ କାଳରେ ଉତ୍ତମ ସେବା, ସୁଶାସନ ଓ ଗରିବ କଲ୍ୟାଣ ଯୋଜନା ଜନସାଧାରଣଙ୍କ ସରକାରଙ୍କ ପ୍ରତି ଆସ୍ଥା ବଢ଼ାଇଛି…

ଦୃଷ୍ଟି ଆଢୁଆଳରେ ପର୍ଯ୍ୟଟନ କ୍ଷେତ୍ର: ମୁକୁଳା ପଡ଼ିଛି ଡୁଲୁରୀ ପାଇନବଣ, ରାଜସ୍ବ ହରାଉଛି ପ୍ରଶାସନ

ଦାରିଙ୍ଗବାଡ଼ି,୧୪ା୬(ଅରୁଣ ସାହୁ): ଦୈନିକ ଶହଶହ ପର୍ଯ୍ୟଟକ ଦାରିଙ୍ଗବାଡ଼ି ବୁଲୁଛନ୍ତି। ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ଖରାଛୁଟିରେ ଛାତ୍ରୀଛାତ୍ର ପରିବାର ସହ ଦାରିଙ୍ଗବାଡ଼ିର ବିଭିନ୍ନ ପର୍ଯ୍ୟଟନକ୍ଷେତ୍ର ଏହି ପରିପ୍ରେକ୍ଷୀରେ ଉକ୍ତ ବ୍ଲକର ପର୍ଯ୍ୟଟନକ୍ଷେତ୍ର ହିଲ୍‌ଭିୟୁ ପାର୍କ ସମେତ ନେଚର ପାର୍କ, କଫି ବଗିଚା, ମିଡିୟୁବାନ୍ଦା…

ଲକ୍ଷପତି ଦିଦି ଝରଣାଙ୍କୁ ସାବାସ ଜଣାଉଛି ଦାରିଙ୍ଗବାଡ଼ି, ରାଜ୍ୟର ବିଭିନ୍ନ ସ୍ଥାନକୁ ଯାଇ SHG ମହିଳାଙ୍କୁ ଦେଉଛନ୍ତି…

ଦାରିଙ୍ଗବାଡ଼ି,୧୩ା୬(ଅରୁଣ ସାହୁ): କନ୍ଧମାଳର ଝିଅ ତଥା ପ୍ରଥମ ଲକ୍ଷପତି ଦିଦି ଝରଣା ସାହୁ ଏବେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ କାର୍ଯ୍ୟ କରିବା ସହ ଏସ୍‌ଏଚ୍‌ଜିମାନଙ୍କୁ ମସଲା ଜାତୀୟ ସାମଗ୍ରୀ ପ୍ରସ୍ତୁତି ସହ ହଳଦୀ, ତେନ୍ତୁଳି, ଅଦା, ଅଁଳା ଭଳି ଜଙ୍ଗଲଜାତୀୟ…

ଖତ ଖାଉଛି ଭ୍ରାମ୍ୟମାଣ ପ୍ରସବ ଯାନ: ଦୁର୍ଗମ ଅଞ୍ଚଳରେ ବଢୁଛି ଜନନୀ ଯନ୍ତ୍ରଣା

ଦାରିଙ୍ଗବାଡି, ୧୩।୬ (ଅରୁଣ ସାହୁ)- ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା। ବଢୁଛି ଶିଶୁ ଓ ପ୍ରସୂତିଙ୍କ ମୃତ୍ୟୁ ହାର। ନୀରବି ଯାଇଛି ଜିଲା ପ୍ରଶାସନ। ଏଭଳି ଦୁଖଃଦ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳରେ। ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?