କନ୍ଧମାଳ

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ: ଦ୍ୱିତୀୟ ସଂନ୍ଧ୍ୟାରେ ଯୋଗଦେଲେ ଗଣଶିକ୍ଷା ମନ୍ତ୍ରୀ, ଗୋଟିଏ ମଞ୍ଚରେ…

ଦାରିଙ୍ଗବାଡି, ୯।୧ (ଅରୁଣ ସାହୁ ): ଦାରିଙ୍ଗବାଡି ଶୀତ ମହୋତ୍ସବର ଦ୍ୱିତୀୟ ସଂନ୍ଧ୍ୟା ଉଦଘାଟନୀ ଉତ୍ସବରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଓଡିଶା ସରକାରଙ୍କ ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ…

ଚିନ୍ତା ବଢ଼ାଉଛି କୁକୁରଙ୍କ ଦୌରାତ୍ମ୍ୟ, ଏଥିରୁ ରକ୍ଷା ପାଇବା ପାଇଁ…

ଦାରିଙ୍ଗବାଡ଼ି,୯ା୧(ଅରୁଣ ସାହୁ): ଘରେ ଘରେ କୁକୁର ପାଳନ ପାଇଁ ଆଗ୍ରହ ରହିଥାଏ। କୁହାଯାଏ, କୁକୁର ମଣିଷର ପ୍ରକୃତ ବିଶ୍ୱସ୍ତ ବନ୍ଧୁ। ପାଳିତ କୁକୁର କିମ୍ବା ବୁଲା କୁକୁର ମଣିଷକୁ ସୁରକ୍ଷା ଦେବାରେ କାମ କରିଥାଏ କିନ୍ତୁ ସେହି ବନ୍ଧୁ ଥରେ ଥରେ…

ପ୍ରବଳ ହସାଇଲେ ପ୍ରଜ୍ଞାନ-ଶଙ୍କର ଯୋଡି: ମନ ମୋହିଲା ମୋଦି-ନବୀନଙ୍କ ନକଲ

ଦାରିଙ୍ଗବାଡି,୯।୧(ଅରୁଣ ସାହୁ): ବ୍ୟସ୍ତମୟ ଜୀବନରେ ଟିକିଏ ହସିବା ପାଇଁ ସମୟ ନ ଥାଏ କି ଚାପଗ୍ରସ୍ତ ମନୁଷ୍ୟକୁ ଟିକିଏ ହସ ଆସି ନ ଥାଏ। କିନ୍ତୁ ଯେତେବେଳେ ଟିକିଏ ସମୟ ମିଳେ କିମ୍ବା ମନୋରଞ୍ଜନର ବ୍ୟବସ୍ଥା ଥାଏ ସେଠି ଆପେ ଆପେ…

ଥମୁନି ତୁଷାରପାତ: ଶୀତ ପ୍ରବଳ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡି,୯।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ ୩ ଦିନ ହେଲା ତୁଷାରପାତ ସହ ଜାଡ଼ ଜାରି ରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଆଭ୍ୟନ୍ତରୀଣ ଅଞ୍ଚଳରେ ଶୀତର ପ୍ରକୋପ ଅଧିକ ରହିଥିବାବେଳେ ବିଭିନ୍ନ ଜଳ ଉତ୍ସ ଓ ଖୋଲା ପଡିଆ,…

ଶୀତ ମହୋତ୍ସବ:ପ୍ରଥମ ଦିନରେ କଳାହାଣ୍ଡି କଟପ୍ପାଙ୍କ ପାରମ୍ପରିକ ନୃତ୍ୟ-ଶୋଭାଯାତ୍ରାରେ ଦର୍ଶକ ମୁଗ୍ଧ

ଦାରିଙ୍ଗବାଡି, ୮।୧ (ଅରୁଣ ସାହୁ ): ବହୁ ପ୍ରତିକ୍ଷିତ ଶୀତ ମହୋତ୍ସବ -୨୦୨୬ ଗୁରୁବାର ଉଦଘାଟିତ ହୋଇଯାଇଛି । କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥିଭାବେ ଜି. ଉଦୟଗିରି ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର…

ଚୂନଘାଟି ଜଙ୍ଗଲରେ ପଡ଼ିଛି ଯୁବକଙ୍କ ଦରପୋଡ଼ା ମୃତଦେହ, ପରିଚୟ ମିଳିବା ପରେ ପୋଲିସ… 

ବାଲିଗୁଡା, ୮।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ଚକାପାଦ ବ୍ଲକର ଲାଇନପଡ଼ା-ପସରା ଗ୍ରାମ ରାସ୍ତାରେ ଥିବା ଚୂନଘାଟି ଜଙ୍ଗଲରୁ ଜଣେ ଯୁବକଙ୍କ ଦରପୋଡ଼ା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଲେ ଖଜୁରୀପଡ଼ା…

ଶୀତ ମହୋତ୍ସବ ମଶାଲ ଶୋଭାଯାତ୍ରାରେ କଳାହାଣ୍ଡି କଟପ୍ପା, ଦେଖିବାକୁ ଶହଶହ ଦର୍ଶକଙ୍କ ଭିଡ଼

ଦାରିଙ୍ଗବାଡି, ୮/୧ (ଅରୁଣ ସାହୁ ): ବହୁ ପ୍ରତିକ୍ଷିତ ଶୀତ ମହୋତ୍ସବ -୨୦୨୬ ଗୁରୁବାର ସଂନ୍ଧ୍ୟାରେ ଉଦଘାଟନ ହେବାକୁ ଯାଉଛି । ଏହି ଅବସରରେ ଦାରିଙ୍ଗବାଡି ଶିବ ମନ୍ଦିର ପ୍ରାଙ୍ଗଣରୁ ମଶାଲ ବାହାରି ଶୀତ ମହୋତ୍ସବ ପଡିଆରେ ପହଞ୍ଚିଥିଲା । ଏହି…

ଜି ଉଦୟଗିରିରେ ହାଡ଼ଭଙ୍ଗା ଶୀତ: ସର୍ବନିମ୍ନ ତାପମାତ୍ରା ରହିଛି…

ଜି ଉଦୟଗିରି ୮।୧(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି ) : ଜି ଉଦୟଗିରି ସହରରେ କ୍ରମାଗତ ୪ ଦିନ ଧରି ହାଡ଼ଭଙ୍ଗା ଶୀତ ଅନୁଭୂତ ହେଉଛି। ଗୁରୁବାର ଦିନ ସର୍ବ ନିମ୍ନ ତାପମାତ୍ରା ୨. ୫ ଡିଗ୍ରୀ ସେଲସିୟସ ରହିଛି।…

ଜାତୀୟ ଖୋ ଖୋ ପ୍ରତିଯୋଗୀତାରେ ଭାଗ ନେବେ ୯ମ ଶେଣ୍ରୀ ଛାତ୍ରୀ ସୁଶାନ୍ତି ପ୍ରଧାନ, ଚାରିଆଡୁ ଆସୁଛି ଶୁଭେଚ୍ଛା

ରାଇକିଆ,୮।୧(ପ୍ରଦୀପ ବେହେରା): ଚଳିତ ମାସ ୧୬ ତାରିଖରୁ ରାଜସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା ୬୯ତମ ଜାତୀୟ ବିଦ୍ୟାଳୟ କ୍ରୀଡାରେ ଓଡ଼ିଶା ତରଫରୁ ପ୍ରତିନିଧିତ୍ୱ କରିବେ ରାଇକିଆ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ସୁଶାନ୍ତି ପ୍ରଧାନ । ବିଦ୍ୟାଳୟର…

ଶୀତ ମହୋତ୍ସବ, ସନ୍ଧ୍ୟାରେ ଦୁଲୁକିବ ମଞ୍ଚ: ଆଜି ଆସିବେ ଏହି ସବୁ କଳାକାର…

ଦାରିଙ୍ଗବାଡି, ୮ /୧ (ଅରୁଣ ସାହୁ): ଦାରିଙ୍ଗବାଡି ଶୀତ ମହୋତ୍ସବକୁ ନେଇ ଅପେକ୍ଷା ଶେଷ ହୋଇଛି। ଆଜି ଶୀତ ମହୋତ୍ସବର ଶୁଭାରମ୍ଭ ହେବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ସରିସାରିଛି। ଶୀତ ମହୋତ୍ସବକୁ ସଫଳ କରିବା ପାଇଁ ସ୍ଥାନୀୟ ପ୍ରଶାସନ ସମେତ…

ପ୍ରବଳ ଜାଡ଼ରେ ଅସ୍ତବ୍ୟସ୍ତ ଦାରିଙ୍ଗବାଡି: ପଡୁଛି ତୁଷାରପାତ, ଏହି ସବୁ ଅଞ୍ଚଳରେ…

ଦାରିଙ୍ଗବାଡି, ୮ /୧ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପୁଣି ଶୀତ ଲେଉଟିଛି । ଗତ ୨ ଦିନ ହେଲା ଦାରିଙ୍ଗବାଡି ସମେତ ସିମନବାଡି, ଶ୍ରାନିକେତା, ସିଆଙ୍ଗବାଲି, ଦାସିଙ୍ଗବାଡି, ସୋନପୁର, ସିର୍କାବର୍ଗ, ଦନେକବାଡି, କିରିକୁଟି, ବାଡାବାଙ୍ଗା ଆଦି ଅଞ୍ଚକରେ…

ଓଡ଼ିଶାର ‘କାଶ୍ମୀର’ରେ ସାଇକେଲ୍ ଧରି ବୁଲୁଛନ୍ତି ଜର୍ମାନ ଦମ୍ପତି, ବିଭୋର କରୁଛି ପ୍ରାକୃତିକ ସୌନ୍ଦର୍ଯ୍ୟ

ଦାରିଙ୍ଗବାଡି,୭।୧: କନ୍ଧମାଳ ଜିଲାର ପାହାଡ଼ିଆ ଅଞ୍ଚଳ ଦାରିଙ୍ଗବାଡ଼ି, ଯାହାକୁ ‘ଓଡ଼ିଶାର କାଶ୍ମୀର’ କୁହାଯାଏ, ସେଠାରେ ଏବେ ଜର୍ମାନୀର ଏକ ପର୍ଯ୍ୟଟକ ଦମ୍ପତି ସାଇକେଲ ଯାତ୍ରାର ମଜା ନେଉଛନ୍ତି। ପ୍ୟାଟ୍ରିକ୍ ଏବଂ ତାଙ୍କ ପତ୍ନୀ ଆନି ଓଡ଼ିଶାର ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ଗ୍ରାମୀଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri