ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…
ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ରହିଥିବା ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର…
ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର
ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି ଗ୍ରାମ ରହିଛି, ଯାହା ସ୍ବାଧୀନତାର ୮୦ ବର୍ଷ ବିତିଯାଇଥିଲେ ମଧ୍ୟ ମୌଳିକ ସୁବିଧାରୁ…
ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…
ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା ଏବଂ ବିଭିନ୍ନ ଶିକ୍ଷାନୁଷ୍ଠାନ ତରଫରୁ ହର୍ ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…
ଦାରିଙ୍ଗବାଡିରେ ହର୍ ଘର୍ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର
ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମଧ୍ୟ ସାମିଲ ହୋଇଛି। ଏହି ଦିବସ ପାଳନ…
ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ
ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମରେ କଳିଙ୍ଗ ମହାବିଦ୍ୟାଳୟ,ଇନ୍ଦିରା ପ୍ରିୟଦର୍ଶିନୀ ଉଚ୍ଚ ମାଧ୍ୟମିକ…
ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା
ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ ଏ. ସୱର୍ଣ୍ଣଲତା ପାତ୍ରଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ନିଶାମୁକ୍ତ ଓଡ଼ିଶା, ପକ୍ସୋ ଆଇନ…
ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରୀଛାତ୍ର ପୁରସ୍କୃତ
ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନିଶାମୁକ୍ତ…
କୋର୍ଟରେ ମାମଲା ଲଢୁଥିବାବେଳେ ଅସୁସ୍ଥ ହୋଇପଡ଼ିଲେ ଓକିଲ, ସାଥୀ ଓକିଲଙ୍କୁ ମାମଲା ଆଗକୁ ନେବାକୁ କହି…
ଦାରିଙ୍ଗବାଡ଼ି,୧୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ କର୍ତ୍ତବ୍ୟରତ ବରିଷ୍ଠ ଓକିଲ କୋର୍ଟରେ ମାମଲା ଲଢ଼ୁଥିବାବେଳେ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ। ସେ ବିଚାରପତିଙ୍କୁ ଚିକିତ୍ସା ପାଇଁ ଅନୁମତି ମାଗିବା ସହ ତାଙ୍କ ସାଥୀ…
ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର
ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ବୁଧବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର…
ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର
ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ବ୍ଲକ ଅଧ୍ୟକ୍ଷା ରୀନା ପ୍ରଧାନ ପତାକା ଉତ୍ତୋଳନ କରିବା ପାଇଁ…
ସଂରକ୍ଷିତ ଜଙ୍ଗଲରେ ଗଞ୍ଜେଇ ଗୋଦାମ: ଅଡ଼ବା ପୁଲିସର ଚଢ଼ାଉରେ …
ମୋହନା, ୧୧।୮ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣକାରୀଙ୍କ ବିରୋଧରେ ଅଡ଼ବା ପୋଲିସକୁ ମିଳିଛି ବଡ଼ ସଫଳତା। କେଶରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଲୁଚାଇ ରଖାଯାଇଥିବା ପ୍ରାୟ ୨୦୦ କିଲୋଗ୍ରାମ ଗଞ୍ଜେଇକୁ ପୋଲିସ ଜବତ କରିଛି। ବିଶେଷ ସୂତ୍ରରୁ…
ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍
ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେଉଛି। ମଙ୍ଗଳବାର ଟୁର୍ଣ୍ଣାମେଣ୍ଟର ବିଭିନ୍ନ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ପ୍ରଥମ ମ୍ୟାଚ୍ରେ…

