କନ୍ଧମାଳ

ଦୁର୍ଗମ ଗାଁରେ ପରିବେଶ ଚିନ୍ତା: ପ୍ଲାଷ୍ଟିକ୍‌ ବର୍ଜନ ପାଇଁ ନେଲେ ଶପଥ

ଦାରିଙ୍ଗବାଡ଼ି,୫ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦନେକବାଡ଼ି ପଞ୍ଚାୟତ ଅଞ୍ଚଳରେ ଲୋକଙ୍କୁ ସଚେତନ କରାଇବା ଉଦ୍ଦେଶ୍ୟରେ ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଛି। ଗାଁ ଓ ଏହାର ଆଖପାଖ ଅଞ୍ଚଳର ପରିବେଶକୁ ସୁରକ୍ଷା ଦେବା ଗାଁରେ ଖାଲି ପଡ଼ିଥିବା ଚାଷଜମିରେ…

ଦାରିଙ୍ଗବାଡ଼ିରେ ବିଶ୍ୱ ପରିବେଶ ଦିବସ: ପ୍ଲାଷ୍ଟିକ୍‌ ବ୍ୟବହାର ନ କରିବାକୁ ଲୋକଙ୍କୁ ସଚେତନ

ଦାରିଙ୍ଗବାଡ଼ି,୫ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳ କାର୍ଯ୍ୟାଳୟ ପରିସର ମଧ୍ୟରେ ଗୁରୁବାର ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଛି। ଏହି ଅବସରରେ ବନାଞ୍ଚଳ ଅଧିକାରୀ ମାଧବ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟ, ଏପିଓ କେଦାର…

ଚିକିତ୍ସା ଅବହେଳାରୁ ଗର୍ଭବତୀଙ୍କ ମୃତ୍ୟୁ ଘଟଣା: ପରିବାର କଲ୍ୟାଣ ବିଭାଗର କଡ଼ା କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡି, ୫।୬ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ଚିକିତ୍ସା ଅବହେଳାରେ ଜଣେ ଗର୍ଭବତୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଥିଲା। ତେବେ ଘଟଣାକୁ ରାଜ୍ୟ ସରକାର ଗୁରୁତର ଭାବେ ନେଇଛନ୍ତି। ତେବେ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର…

ଦାରିଙ୍ଗବାଡ଼ିରେ ବାଜି ମାରିଲେ ଶକ୍ତିମୟୀ-ଶ୍ୱେତପଦ୍ମା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ

ଦାରିଙ୍ଗବାଡି, ୪।୬ (ଅରୁଣ ସାହୁ )- କନ୍ଧମାଳ ଜିଲା ଦାରିଙ୍ଗବାଡି ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟ ପରିସର ମଧ୍ୟରେ ବୁଧବାର ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ମେଳା ଓ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ଏଥିରେ ୨ ମହିଳା ସ୍ବୟଂ…

ବ୍ରାହ୍ମଣୀଗାଁ ପୋଲିସକୁ ବଡ଼ ସଫଳତା, ପିକ୍‌ଅପ୍‌ ଭ୍ୟାନ୍‌ ସହ ଜବତ କଲା ୧୨ ଲକ୍ଷ ଟଙ୍କାର…

ଦାରିଙ୍ଗବାଡି, ୪।୬ (ଅରୁଣ ସାହୁ )- କନ୍ଧମାଳ ଜଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ମଙ୍ଗଳବାର ବିଳମ୍ବିତ ରାତିରେ ପାଟ୍ରୋଲିଂ କରିବା ସମୟରେ ଗଞ୍ଜେଇ ଭର୍ତ୍ତି ମିନିଟ୍ରକକୁ ପୋଲିସ ଧରିଛି। ଘଟଣାସ୍ଥଳରୁ ପୋଲିସକୁ ଦେଖି ଚାଳକ ଚମ୍ପଟ…

ଘୋଷଣାରେ ଅଟକିଛି ରାଇକିଆକୁ ଏନ୍‌ଏସି ମାନ୍ୟତା: ନଗର ଉନ୍ନୟନ ମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ରାଇକିଆ ୪।୬(ପ୍ରଦୀପ ବେହେରା)- ଗତ ୨୦୨୪ ମାର୍ଚ୍ଚ ମାସରେ କନ୍ଧମାଳ ଜିଲା ରାଇକିଆ ସହରକୁ ଏନ୍‌ଏସି ଘୋଷଣା କରାଯାଇଥିଲା। ଇତି ମଧ୍ୟରେ ପ୍ରାୟ ଏକ ବର୍ଷରୁ ଊଦ୍ଧର୍‌ବ ସମୟ ବିତିଗଲାଣି। ଏହାକୁ ପ୍ରାଥମିକତା ଦେଇ ତୁରନ୍ତ କାର୍ଯ୍ୟକାରୀ ପାଇଁ ବୁଧବାର ନଗର…

ଘର ସମ୍ମୁଖରୁ ଟ୍ରାକ୍ଟର ନେଇଗଲେ ଦୁର୍ବୃତ୍ତ

ଦାରିଙ୍ଗବାଡ଼ି,୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଲିଗୁଡା ଥାନା ଜଗେରମାହା ଗ୍ରାମରୁ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଟ୍ରାକ୍ଟର ଚୋରି ଯାଇଥିବା ବାଲିଗୁଡ଼ା ଥାନାରେ ଲିଖିତ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ପୋଲିସ ତଦନ୍ତ ଆରମ୍ଭ କରିଛି। ପ୍ରକାଶ ଯେ,…

‘ଉତ୍ତମ ସ୍ବାସ୍ଥ୍ୟ ଗଠନରେ ପାରମ୍ପରିକ ଖାଦ୍ୟର ଆବଶ୍ୟକତା ରହିଛି’

ଦାରିଙ୍ଗବାଡ଼ି,୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟ ପରିସର ମଧ୍ୟରେ ବୁଧବାର ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ମେଳା ଓ ପ୍ରତିଯୋଗିତା ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଦାରିଙ୍ଗବାଡ଼ି…

ଡ୍ରେନ ସଫେଇ ଆଳରେ ମିଥ୍ୟା ବିଲ୍‌ ଅଭିଯୋଗ: ସାମାଜିକ ଗଣମାଧ୍ୟମରେ ଭର୍ତ୍ସନା

ଦାରିଙ୍ଗବାଡି, ୪।୬ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ପକ୍ଷରୁ ଗତ କିଛିଦିନ ତଳେ ଡ୍ରେନ ସଫେଇ ସହ ଦାରିଙ୍ଗବାଡି ବଜାରକୁ ସଫେଇ କରାଯାଇଥିଲା। ସ୍ଥାନୀୟ ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ନିର୍ଦ୍ଦେଶକ୍ରମେ ଏହି ସବୁ କାର୍ଯ୍ୟ କରାଯାଇଥିଲା। ସଫେଇ ପରେ…

ଚିକିତ୍ସା ଅବହେଳାରୁ ଗର୍ଭବତୀଙ୍କ ମୃତ୍ୟୁ ଅଭିଯୋଗ: ବଢୁଛି ଅସନ୍ତୋଷ

ଦାରିଙ୍ଗବାଡି, ୪ା୬ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ହୋଇଛି। ଚିକିତ୍ସାରେ ଅବହେଳା ଯୋଗୁ ସମ୍ପୃକ୍ତା ମହିଳାଙ୍କ ମୃତ୍ୟୁ ଘଟିଲା ବୋଲି ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ତେବେ ମୃତଦେହ ବ୍ୟବଚ୍ଛେଦରେ…

ସିଆଙ୍ଗବାଲିରେ କ୍ରିକେଟ ଟୁର୍ନାମେଣ୍ଟ ଆରମ୍ଭ; ପ୍ରଥମ ଦିନ ମ୍ୟାଚ୍‌ରେ ତରବାଡ଼ି-କେରକେବାଡି ବିଜୟୀ

ଦାରିଙ୍ଗବାଡି,୩ ା୬ (ଅରୁଣ ସାହୁ ): ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲି କାର୍ଗିଲ ଖେଳପଡିଆ ଠାରେ ମଙ୍ଗଳବାର କ୍ରିକେଟ ଟୁର୍ନାମେଣ୍ଟ ଆରମ୍ଭ ହୋଇଛି। ସିଆଙ୍ଗବାଲି ସରପଞ୍ଚ ଆନ୍ଦ୍ରୀୟ ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। ପ୍ରଥମ ମ୍ୟାଚ ସିଆଙ୍ଗବାଲି ଓ…

ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ବ୍ୟବଚ୍ଛେଦ ବିଳମ୍ବକୁ ନେଇ ଅସନ୍ତୋଷ

ଦାରିଙ୍ଗବାଡି,୩।୬(ଅରୁଣ ସାହୁ):ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅନ୍ତଃବିଭାଗରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ପରେ ମୃତଦେହ ବ୍ୟବଛେଦ କରାଇବାରେ ବିଳମ୍ବକୁ ନେଇ ଅସନ୍ତୋଷ ଦେଖାଯାଇଛି। ମୃତକଙ୍କ ପରିବାର ଲୋକ ଅସନ୍ତୋଷ ବ୍ୟକ୍ତ କରି ମୃତଦେହ ଧରି ସିଧା ଘରକୁ ପଳାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?