କନ୍ଧମାଳ

ନୂଆଙ୍କୁ ସ୍ବାଗତ ପୁରୁଣାଙ୍କୁ ବିଦାୟ ସମ୍ବର୍ଦ୍ଧନା: ତହସିଲରେ ନିଆରା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୦।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ନୂତନ ତହସିଲଦାର ଧୀରୋଜ ପାତ୍ରଙ୍କୁ ସ୍ବାଗତ କରାଯାଇଥିବାବେଳେ ତତ୍କାଳ ତହସିଲଦାର ଶରତ ଶବରଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ନୂଆ ଏବଂ ପୁରୁଣା ତହସିଲଦାର ଉପସ୍ଥିତ…

ଦୋକାନ ଘର ଟିଣ ଭାଙ୍ଗି କଂସା-ବାସନ ସହ ନଗଦ ଟଙ୍କା ନେଇଗଲେ ଦୁର୍ବୃତ୍ତ

ବାଲିଗୁଡ଼ା,୧୯ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନସ୍ଥିତ ହାଟପଦା ମାର୍କେଟରୁ ବୁଧବାର ବିଳମ୍ବିତ ରାତିରେ ନିତ୍ୟାନନ୍ଦ ନାୟକଙ୍କ କଂସା ବାସନ ଦୋକାନରୁ ଏକ ଦୁର୍ବୃତ୍ତ ଦୋକାନ ଗୃହର ଉପର ଟିଣ ଛପର ଭାଙ୍ଗି ଦୋକାନରେ ପଶି ଶୋ’କେସ୍‌ ଡ୍ର’ରେ ଥିବା…

ସରକାରୀ ଅର୍ଥ ଆତ୍ମସାତ: ବନ୍ଧାହେଲେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ

ଦାରିଙ୍ଗବାଡି,୧୯।୬ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକରେ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସରକାରୀ ଅର୍ଥକୁ ବେଧଡକ ବ୍ୟାଙ୍କରୁ ଉଠାଣ କରି ଆତ୍ମସାତ କରିବା ଘଟଣାରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଗିରଫ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ହେଲେ ଅକ୍ରୁର…

କାମ ସାରି ଘରକୁ ଫେରିବା ବାଟରେ ଅଘଟଣ: ମଇଁଷି ଚାଲି ଆସିବାରୁ ସ୍ବାମୀସ୍ତ୍ରୀ…

ଦାରିଙ୍ଗବାଡି, ୧୮।୬ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ୫୯ ନଂ ରାଜପଥର ସିମନବାଡିର ସାରୁମାହା ସାହି ନିକଟରେ ବୁଧବାର ସଂନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିଛି। ବାଇକ ଆଗକୁ ମଇଁଷି ଚାଲି ଆସିବା ଫଳରେ ବାଇକରେ ଯାଉଥିବା ଚାଳକ ଓ…

ବିଭିନ୍ନ ସମସ୍ୟାକୁ ନେଇ ତାତିଲେ ଲୋକେ: ବୃଦ୍ଧାଙ୍କ ମୃତ୍ୟୁରୁ ଉତ୍ତେଜନା, ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି,୧୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତରେ ମଙ୍ଗଳବାର ଜଣେ ବୃଦ୍ଧା ନାଳରେ ପଡ଼ି ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ଉକ୍ତ ଅଞ୍ଚଳର ଶାନ୍ତି ବଳିୟାର ସିଂ। ସ୍ଥାନୀୟ ଲୋକେ ତାଙ୍କୁ ନାଳରୁ ଉଦ୍ଧାର କରି…

ସିମନବାଡ଼ି-ରାଇକିଆ ରାସ୍ତାରେ ଗାଡ଼ିମୋଟର ଚଳାଚଳ ବନ୍ଦ, ଲୋକେ ହଟହଟା

ଦାରିଙ୍ଗବାଡ଼ି,୧୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଏକ ନିର୍ମାଣାଧୀନ ପୋଲ ନିକଟ ଡାଇଭର୍ସନ ରାସ୍ତା କର୍ଦ୍ଦମାକ୍ତ ଯୋଗୁ ଗୋଟିଏ ଟ୍ରକ୍‌ କାଦୁଅରେ ଫସିଯିବା ପରେ ସେହି ରାସ୍ତାରେ ଯାତାୟାତ କରୁଥିବା ଅନ୍ୟ ଗାଡ଼ିମୋଟର ଅଟକି…

ନିର୍ଯାତନା ସହ ପରକୀୟା ପ୍ରୀତି ସହି ନ ପାରି ସ୍ବାମୀଙ୍କୁ ଟାଙ୍ଗିଆରେ ହାଣିଦେଇଥିଲେ, ଆଖି ବୁଜିଲେ…

ଖଜୁରିପଡ଼ା,୧୭ା୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅଞ୍ଚଳରେ ସୋମବାର ସ୍ତ୍ରୀଙ୍କ ଟାଙ୍ଗିଆ ଚୋଟରେ ଗୁରୁତର ସ୍ବାମୀଙ୍କ ରାତିରେ ମୃତ୍ୟୁ ଘଟିଛି। ନିର୍ଯାତନା ଅସହ୍ୟ ହେବାରୁ ସ୍ତ୍ରୀ ଟାଙ୍ଗିଆରେ ଝାମ୍ଫି ଗାଁର ସ୍ବାମୀ ପ୍ରଶାନ୍ତ କହଁରଙ୍କୁ ଆକ୍ରମଣ କରିଥିଲେ। ମଙ୍ଗଳବାର ମୃତଦେହ…

ମୋବାଇଲ ଲୁଟେରାଙ୍କୁ ମାଡ଼ିବସିଲା ପୋଲିସ: ୧୩ ମୋବାଇଲ ଜବତ

ଦାରିଙ୍ଗବାଡି, ୧୭।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଦ୍ୱାରା ଜଣେ ମୋବାଇଲ ଲୁଟେରା ଯୁବକ ଗିରଫ ହୋଇଛନ୍ତି। ଗିରଫ ଯୁବକ ହେଲେ ଉକ୍ତ ଥାନା ପ୍ଳିହେରୀର ସୂରିୟା ପ୍ରଧାନ (୧୯) ବୋଲି ଡିଏସପି ତଥା ଦାରିଙ୍ଗବାଡି ଥାନା ଇନଚାର୍ଜ କନକ…

ବିଦ୍ୟୁତ ବିଭ୍ରାଟ ବୃଦ୍ଧି: ସବଷ୍ଟେଶନ ନିର୍ମାଣରେ ବିଳମ୍ବ

ଦାରିଙ୍ଗବାଡି, ୧୭।୬ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ଫିଡ଼ରରେ ଦିନକୁ ଦିନ ବିଦ୍ୟୁତ ବିଭ୍ରାଟ ବଢୁଛି। ତୁହାକୁ ତୁହା ବିଦ୍ୟୁତ କାଟ ଯୋଗୁ ଉପଭୋକ୍ତାମାନେ ହଟହଟା ଭୋଗୁଛନ୍ତି । ବିଦ୍ୟୁତ ବିଭ୍ରାଟକୁ ନଜରରେ ରଖି ବିଦ୍ୟୁତ ବିଭାଗ ପକ୍ଷରୁ…

ବିକାଶ ବାହାନ ରଥକୁ ସ୍ବାଗତ କଲେ ସରପଞ୍ଚ

ତୁମୁଡ଼ିବନ୍ଧ,୧୬।୬(ଦୀପକ କୁମାର ପରାସେଠ): ବର୍ଷ ଏକ ଉପଲବ୍ଧି ଅନେକ ବାର୍ତ୍ତା ନେଇ ବିକାଶ ବାହନ ସଚେତନ ରଥ କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଳକ ତୁମଡ଼ିବନ୍ଧ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସୋମବାର ପହଞ୍ଚିଛି। ଏହି ଅବସରରେ ରଥକୁ ସରପଞ୍ଚ ପ୍ରିୟଙ୍କା ପଡରା, ପଞ୍ଚାୟତ…

ପରିତ୍ୟକ୍ତ ଅବସ୍ଥାରେ ବୃହଦାଗାର ବହୁମୁଖୀ ସମବାୟ ସମିତିର ଗୋଦାମ ଗୃହ

ଦାରିଙ୍ଗବାଡ଼ି,୧୬ା୬(ଅରୁଣ ସାହୁ): ସରକାରଙ୍କ ସାଧାରଣ ବଣ୍ଟନ ଦାୟିତ୍ୱରେ ଦାରିଙ୍ଗବାଡ଼ି ବୃହଦାକାର ବହୁମୁଖୀ ସମବାୟ ସମିତି ଦାୟିତ୍ୱ ନେଇଛି। ଉକ୍ତ ସମିତି ୧୭ଟି ପଞ୍ଚାୟତରେ ସାଧାରଣ ସାମଗ୍ରୀ ତଥା ଚାଉଳ, ଗହମ, କିରୋସିନି ଆଦି ବଣ୍ଟନ କରୁଥିବା ବେଳେ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ…

ସନ୍ଧ୍ୟା ହେଲେ ରାଜପଥରେ ଗୋରୁପଲ, ବଢୁଛି ଦୁର୍ଘଟଣା

ଦାରିଙ୍ଗବାଡ଼ି,୧୫ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥ ଉପରେ ଗୋରୁପଲଙ୍କ ଉପଦ୍ରବ ବୃଦ୍ଧି ପାଇଛି। ପ୍ରକାଶ ଯେ, ରାଇପୁରଠାରୁ ଗୋପାଳପୁରକୁ ସଂଯୋଗ କରୁଥିବା ଏହି ରାଜପଥରେ ଏବେ ଗାଡ଼ିସଂଖ୍ୟା ବୃଦ୍ଧିପାଇଛି। ବ୍ରହ୍ମପୁରଠାରୁ ଭବାନୀପାଟଣା, ବାଲିଗୁଡ଼ା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?