କନ୍ଧମାଳ

ଓଲଟିଲା ହିଟାଚି ବୋଝେଇ ଗାଡ଼ି

ବ୍ରାହ୍ମଣୀଗାଁ,୧୪ା୬ (ମନୋରଞ୍ଜନ ରଣା): ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କଡମ୍ବା ଛକ ନିକଟ ବାଡୁନୁ ଘାଟି ବୁଲାଣିରେ ଭାରସାମ୍ୟ ହରାଇ ହିଟାଚି ବୋଝେଇ ଗାଡ଼ି ଓଲଟି ପଡ଼ିଛି। ଦୁର୍ଘଟଣାରୁ ଗାଡ଼ି ଚାଳକ ଓ ୩ ଯାତ୍ରୀ ଅଳ୍ପକେ…

ବିଦ୍ୟୁତ ତାର ଉପରେ ଗଛ ପକାଇଲେ ଦୁର୍ବୁତ୍ତ

ଦାରିଙ୍ଗବାଡି,୧୪ା୬ (ଅରୁଣ ସାହୁ): ଦାରଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ି ନୂତନ ସବଷ୍ଟେସନ ଶନିବାର କାର୍ଯ୍ୟ ଚାଲିଥିବାରୁ ଦିନବେଳେ ବିଦ୍ୟୁତ୍‌ କାଟି ଦିଆଯାଇଥିଲା। ଅପରାହ୍ନରେ ବିଦ୍ୟୁତ ସ୍ବାଭାବିକ ହେବାର ମାତ୍ର କିଛି ସମୟ ମଧ୍ୟରେ ସୁଲୁମାହା ଗ୍ରାମ ନିକଟ ଜଙ୍ଗଲରେ କେହି ଅଜଣା ଦୁର୍ବୁତ୍ତ…

ଲୋକାଭିମୁଖୀ ହେଉଛି ଗରିବ କଲ୍ୟାଣ ଯୋଜନା:ଜନସାଧାରଣଙ୍କ ବଢୁଛି ଆସ୍ଥା

ରାଇକିଆ,୧୪/୬(ପ୍ରଦୀପ ବେହେରା): ଦେଶରେ ମୋଦି ସରକାରଙ୍କ ୧୧ ବର୍ଷ ଏବଂ ରାଜ୍ୟରେ ମୋହନ ସରକାରଙ୍କ ବର୍ଷେ ପୂର୍ତ୍ତୀ ହୋଇଛି । ଏହି ଅମୃତ କାଳରେ ଉତ୍ତମ ସେବା, ସୁଶାସନ ଓ ଗରିବ କଲ୍ୟାଣ ଯୋଜନା ଜନସାଧାରଣଙ୍କ ସରକାରଙ୍କ ପ୍ରତି ଆସ୍ଥା ବଢ଼ାଇଛି…

ଦୃଷ୍ଟି ଆଢୁଆଳରେ ପର୍ଯ୍ୟଟନ କ୍ଷେତ୍ର: ମୁକୁଳା ପଡ଼ିଛି ଡୁଲୁରୀ ପାଇନବଣ, ରାଜସ୍ବ ହରାଉଛି ପ୍ରଶାସନ

ଦାରିଙ୍ଗବାଡ଼ି,୧୪ା୬(ଅରୁଣ ସାହୁ): ଦୈନିକ ଶହଶହ ପର୍ଯ୍ୟଟକ ଦାରିଙ୍ଗବାଡ଼ି ବୁଲୁଛନ୍ତି। ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ଖରାଛୁଟିରେ ଛାତ୍ରୀଛାତ୍ର ପରିବାର ସହ ଦାରିଙ୍ଗବାଡ଼ିର ବିଭିନ୍ନ ପର୍ଯ୍ୟଟନକ୍ଷେତ୍ର ଏହି ପରିପ୍ରେକ୍ଷୀରେ ଉକ୍ତ ବ୍ଲକର ପର୍ଯ୍ୟଟନକ୍ଷେତ୍ର ହିଲ୍‌ଭିୟୁ ପାର୍କ ସମେତ ନେଚର ପାର୍କ, କଫି ବଗିଚା, ମିଡିୟୁବାନ୍ଦା…

ଲକ୍ଷପତି ଦିଦି ଝରଣାଙ୍କୁ ସାବାସ ଜଣାଉଛି ଦାରିଙ୍ଗବାଡ଼ି, ରାଜ୍ୟର ବିଭିନ୍ନ ସ୍ଥାନକୁ ଯାଇ SHG ମହିଳାଙ୍କୁ ଦେଉଛନ୍ତି…

ଦାରିଙ୍ଗବାଡ଼ି,୧୩ା୬(ଅରୁଣ ସାହୁ): କନ୍ଧମାଳର ଝିଅ ତଥା ପ୍ରଥମ ଲକ୍ଷପତି ଦିଦି ଝରଣା ସାହୁ ଏବେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ କାର୍ଯ୍ୟ କରିବା ସହ ଏସ୍‌ଏଚ୍‌ଜିମାନଙ୍କୁ ମସଲା ଜାତୀୟ ସାମଗ୍ରୀ ପ୍ରସ୍ତୁତି ସହ ହଳଦୀ, ତେନ୍ତୁଳି, ଅଦା, ଅଁଳା ଭଳି ଜଙ୍ଗଲଜାତୀୟ…

ଖତ ଖାଉଛି ଭ୍ରାମ୍ୟମାଣ ପ୍ରସବ ଯାନ: ଦୁର୍ଗମ ଅଞ୍ଚଳରେ ବଢୁଛି ଜନନୀ ଯନ୍ତ୍ରଣା

ଦାରିଙ୍ଗବାଡି, ୧୩।୬ (ଅରୁଣ ସାହୁ)- ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା। ବଢୁଛି ଶିଶୁ ଓ ପ୍ରସୂତିଙ୍କ ମୃତ୍ୟୁ ହାର। ନୀରବି ଯାଇଛି ଜିଲା ପ୍ରଶାସନ। ଏଭଳି ଦୁଖଃଦ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳରେ। ପ୍ରକାଶ…

ଖୁଣ୍ଟ ଅଛି, ଷ୍ଟିଟ ଲାଇଟ ନାହିଁ

ବ୍ରାହ୍ମଣୀଗାଁ,୧୨ା୬(ମନୋରଞ୍ଜନରଣା):ଷ୍ଟିଟ୍‌ ଲାଇଟି ଲଗା ଯାଉ ନ ଥିବାରୁ ବ୍ରହ୍ମଣୀଗାଁ ମୁଖ୍ୟ ବଜାର ଅନ୍ଧାର ହେଇଯାଉଛି। ପ୍ରାୟ ବର୍ଷେ ପରେ ହେବ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ଗୁଡ଼ିକୁ ରାସ୍ତା ସମ୍ପ୍ରସାରଣ କରିବା ପାଇଁ ପୁରୁଣା ଖୁଣ୍ଟ ଘୁଞ୍ଚା ଯାଇ ରାସ୍ତା…

ତୁମୁଡିବନ୍ଧରେ ସଚେତନ ରଥ ବିକାଶ ବାହାନ

ତୁମୁଡିବନ୍ଧ,୧୨।୬,(ଦିପକ କୁମାର ପରାସେଠ): ମୋହନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବିଭିନ୍ନ ଜନହିତ କାର୍ଯ୍ୟ କରାଯାଇଛି ସେହି କାର୍ଯ୍ୟ ଗୁଡିକକୁ ସହରଠାରୁ ଆରମ୍ଭ କରି ଗାଁ ପର୍ଯ୍ୟନ୍ତ ପହଞ୍ଚି ଲୋକଙ୍କୁ ସଚେତନ କରିବା ମୂଳ ଲକ୍ଷ ଅଟେ। ସେହି ପରି…

ଦାରିଙ୍ଗବାଡିରେ ଗଡ଼ିଲା ବିକାଶ ବାହନ: ୨୫ ପଞ୍ଚାୟତରେ ସରକାରଙ୍କ ଯୋଜନା ପହଞ୍ଚାଇବାକୁ ଲକ୍ଷ୍ୟ

ଦାରିଙ୍ଗବାଡି, ୧୨।୬(ଅରୁଣ ସାହୁ): ଗୁରୁବାର ରାଜ୍ୟରେ ବିକାଶ ବାହନ ଗଡିଛି। ଏହାକୁ ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାାଟନ କରିଛନ୍ତି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ବିକାଶ ବାହନ ଗଡିଛି। ଏହାକୁ ବିଡ଼ିଓ ପ୍ରୀତିରଞ୍ଜନ ରଥ,…

ବ୍ରାହ୍ମଣୀଗାଁ ମୁଖ୍ୟ ରାସ୍ତାରେ ଡ୍ରେନ୍‌ ଜାମ୍‌, ବର୍ଷା ହେଲେ ରାସ୍ତାରେ ଭାସୁଛି ଆବର୍ଜନା

ଦାରିଙ୍ଗବାଡ଼ି,୧୨ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ପଞ୍ଚାୟତର ମୁଖ୍ୟ ବଜାରରେ ଡ୍ରେନ୍‌ ଜାମ୍‌ ହୋଇ ବର୍ଷାଜଳ ନିଷ୍କାସନ ହୋଇପାରୁନି। ଫଳରେ ବର୍ଷାଜଳ ମୁଖ୍ୟ ପିଚୁ ରାସ୍ତା ଉପରେ ଯାଉଥିବା ବେଳେ ଅଳିଆ ଆବର୍ଜନା, ଅଇଁଠା ଖଲିପତ୍ର, ପ୍ଲାଷ୍ଟିକ ବୋତଲ,…

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥମୁନି ପ୍ରସୂତି-ଶିଶୁ ମୃତ୍ୟୁ ସଂଖ୍ୟା, ଚିକିତ୍ସାରେ ଅବହେଳା ଅଭିଯୋଗ ଆଣି…

ଦାରିଙ୍ଗବାଡ଼ି,୧୨ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପୁଣି ଜଣେ ଶିଶୁକନ୍ୟାଙ୍କ ଚିକିତ୍ସା ଅବହେଳାରୁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଚିକିତ୍ସାରେ ଅବହେଳା କରିଥିବା ଡାକ୍ତରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ମୃତ ଶିଶୁକନ୍ୟାଙ୍କ ବାପା ହନି ସିମନ…

ବ୍ରାହ୍ମଣୀଗାଁକୁ ବ୍ଲକ ଗଠନ ଦାବି ଜୋର ଧରିଲା

ଦାରିଙ୍ଗବାଡି, ୧୧।୬ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବ୍ରାହ୍ମଣୀଗାଁ ଥାନା ଅଞ୍ଚଳକୁ ନୂତନ ବ୍ଲକ ଭାବେ ଘୋଷଣା କରାଯିବାକୁ ଦାବି ଜୋର ଧରିଛି। ଏନେଇ ବୁଧବାର ବ୍ରାହ୍ମଣୀଗାଁ ପଞ୍ଚାୟତ ରାଜୀବଗାନ୍ଧୀ ସେବାକେନ୍ଦ୍ରଠାରେ ଆଞ୍ଚଳିକ ବ୍ଲକ ଗଠନ ଅଭିଯାନ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?