ସୁଭଦ୍ରା ଯୋଜନା ଆବେଦନ ହେବ ସହଜ, ଲୋକଙ୍କୁ ସମସ୍ତ ପ୍ରକାର…
ଦାରିଙ୍ଗବାଡ଼ି,୧୧ା୯(ଅରୁଣ ସାହୁ): ସାରା ରାଜ୍ୟରେ ଏବେ ସୁଭଦ୍ରା ଯୋଜନାକୁ ନେଇ ଅନେକ ଚର୍ଚ୍ଚା ହେଉଛି। ଏହି ଯୋଜନାକୁ ନେଇ ଲୋକଙ୍କ ମନରେ ବିଭିନ୍ନ ଆଶଙ୍କା ରହିଥିବା ବେଳେ ତାକୁ ଦୂର କରିବା ଲକ୍ଷ୍ୟ ଓ ମହିଳାମାନେ କିଭଳି ଏହି ଯୋଜନାରେ...
ଜଙ୍ଗଲ ଭିତରେ ଗଞ୍ଜେଇ ବସ୍ତା, ପାଟ୍ରୋଲିଂ ବେଳେ ଜବତ କଲା ପୋଲିସ
ଦାରିଙ୍ଗବାଡ଼ି,୧୧ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କୁମ୍ଭାରୀଗାଁ ପଞ୍ଚାୟତ ପାଡ଼ିକିଆ ଜଙ୍ଗଲରୁ ଗଞ୍ଜେଇ ଭର୍ତ୍ତି ବସ୍ତାକୁ ପୋଲିସ ଜବତ କରିଛି। ଗଞ୍ଜେଇର ଓଜନ କ୍ୱିଣ୍ଟାଲ ୩୫ କେଜି ବୋଲି ବ୍ରାହ୍ମଣୀଗାଁ ଥାନା ଅଧିକାରୀ ଚିରଞ୍ଜୀବ ବେହେରା...
ତିନି ଦୁର୍ବୁତ୍ତ ବାଇକରେ ଆସି ଯୁବକଙ୍କ ଠାରୁ ଛଡ଼ାଇ ନେଲେ ମୋବାଇଲ
ବାଲିଗୁଡ଼ା:୧୧।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହର ସମେତ ଥାନା ଅଞ୍ଚଳରେ ଦିନକୁ ଦିନ ଲୁଟ, ଡକାୟତି, ଚୋରି ବଢ଼ିବାରେ ଲାଗିଛି । ଘଟଣାକୁ ନେଇ ପୋଲିସର ପାରିବାପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ ପୁଣି ଏକ...
ଭିଟାମାଟିକୁ ଫେରିବେ ୩୮ ବିସ୍ଥାପିତ କୁଟିଆ ଆଦିବାସୀ ପରିବାର
ବାଲିଗୁଡା, ୯।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପ୍ରଶାସନ ଉପରେ ଭରସା କରି ପାହାଡ଼ ଉପର ଗାଁରୁ ତଳକୁ ଆସି ବସତି ସ୍ଥାପନ କଲେ। କିନ୍ତୁ ଏଠାରେ ଦୁର୍ଦ୍ଦଶାରେ ଏତେ ବଢ଼ିଗଲା ଯେ ଦିନ କାଟିବା ଅସମ୍ଭବ ହୋଇପଡ଼ିଲା। ସମସ୍ତ...
ଘରେ ପଶିଲା ଡ୍ରେନ୍ ପାଣି, ସିମନବାଡ଼ିରେ ସ୍ବଚ୍ଛ ମିଶନ ବିଫଳ
ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): ଲଘୁଚାପ ଜନିତ ବର୍ଷା ଯୋଗୁ କନ୍ଧମାଳ ଜିଲାରେ ରବିବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ସୋମବାର ସକାଳୁ ଏହି ବର୍ଷାର ପରିମାଣ ବୃଦ୍ଧି ପାଇଛି। ଧିରେ ଧିରେ ନଦୀ ଓ ନାଳ ଫୁଲିବାରେ ଲାଗିଛି।...
ହିଲ୍ ଭ୍ୟୁ’ରେ ଶିଶୁ ପର୍ଯ୍ୟଟକଙ୍କ ପାଇଁ ବଡ଼ ପଦକ୍ଷେପ, ଛୁଟି ଦିନରେ ବି କାର୍ଯ୍ୟ ତଦାରଖ କଲେ ବିଡିଓ
ଦାରିଙ୍ଗବାଡ଼ି,୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପର୍ଯ୍ୟଟନ କ୍ଷେତ୍ର ଏବେ ସଜେଇ ହେବାରେ ଲାଗିଛି। ଆସନ୍ତା ପୂଜା ଋତୁରେ ପର୍ଯ୍ୟଟକ ଦାରିଙ୍ଗବାଡ଼ିକୁ ସୁଅ ଛୁଟିବ। ପୂର୍ବରୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଅଞ୍ଚଳରେ ଥିବା ପର୍ଯ୍ୟଟନ କ୍ଷେତ୍ର ତଥା ଡୁଲୁରୀ ପାଇନବଣଠାରୁ...
ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି
ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ ଆରମ୍ଭ ହୋଇଯାଇଛି। ଏହି ଅବସରରେ ଗ୍ରାମ ଦେବତୀ, ମା ପାଟ୍ଟଖଣ୍ଡାଙ୍କୁ ପୂଜାର୍ଚ୍ଚନା କରାଯିବା...
ଜଙ୍ଗଲରୁ ମିଳିଲା କଲେଜ ଛାତ୍ରୀଙ୍କ ମୃତଦେହ: ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ
ଫିରିଙ୍ଗିଆ,୫ା୯(ବିମଳ ଦିଗାଲ): ଫିରିଙ୍ଗିଆ ବ୍ଲକ ମୁଖ୍ୟାଳୟଠାରେ ଥିବା ପଞ୍ଚାୟତ ମହାବିଦ୍ୟାଳୟ ସମ୍ମୁଖ କୁଶସରୁ ଜଙ୍ଗଲରେ ଥିବା ଏକ ଆମ୍ବ ଗଛରୁ ଜଣେ କଲେଜ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ବୁଧବାର ପୋଲିସ ଜବତ କରିଛି। ମୃତଦେହ ଛାତ୍ରୀଙ୍କ ବ୍ୟାଗ ଓ ମୋବାଇଲକୁ...
ସୁଭଦ୍ରା ଯୋଜନା ଆବେଦନ ପାଇଁ …
ଖଜୁରୀପଡ଼ା, ୫ା୯( ବିଦୁର ବେହେରା): ରାଜ୍ୟ ସରକାର ମହିଳାଙ୍କୁ ସଶକ୍ତୀକରଣ କରିବା ପାଇଁ ସୁଭଦ୍ରା ଯୋଜନା ମାଧ୍ୟମରେ ୫୦ ହଜାର ଟଙ୍କାର କ୍ୟାଶ୍ ଭାଉଚର୍ ଦେବା ପାଇଁ ଏବେ ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଆବେଦନ ପାଇଁ ସରକାରୀ ପୋର୍ଟାଲ...
ରାଇକିଆରେ ନିଅଣ୍ଟିଆ ବର୍ଷା, କ୍ଷତିରେ ପରିବା ଚାଷୀ
ରାଇକିଆ,୫।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା ହୋଇଛି । ଏହାର ପ୍ରଭାବ ବିଭିନ୍ନ ଚାଷ କାର୍ଯ୍ୟ ଉପରେ ଦେଖିବାକୁ ମିଳିଛି । ବିଶେଷ କରି ପନିପରିବା ଚାଷୀ କ୍ଷତି ସହିଛନ୍ତି ।...
ବିନା କୋଚିଂରେ ଗର୍ଜେଡିର ଲିନ୍ସା ଏବେ ଡାକ୍ତରୀ ଛାତ୍ରୀ
ଦାରିଙ୍ଗବାଡି,୫ା୯(ଅରୁଣ ସାହୁ):ଅକ୍ଳାନ୍ତ ପରିଶ୍ରମ କେବେ ବୃଥା ଯାଏନି, ଦିନେ ନା ଦିନେ ସଫଳତା ଆଣିଦେବ। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତ ଗର୍ଜେଡି ଗ୍ରାମର ଛାତ୍ରୀ ଲିନ୍ସା ପ୍ରଧାନଙ୍କ କ୍ଷେତ୍ରରେ। ସେ ଚଳିତ...
ଛାତ୍ରୀଛାତ୍ରଙ୍କ ଦକ୍ଷତା ବୃଦ୍ଧି ପାଇଁ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ
ଦାରିଙ୍ଗବାଡ଼ି,୪ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ରା଼ପଡାଡି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ-୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଛାତ୍ରୀଛାତ୍ରଙ୍କ ଦକ୍ଷତା ବୃଦ୍ଧି ପାଇଁ ବ୍ଲକ ସ୍ତରୀୟ ସାଧାରଣ...
Archives


