ତୁମୁଡ଼ିବନ୍ଧରେ ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
ତୁମୁଡ଼ିବନ୍ଧ,୧୫।୪(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ସଭାଗୃହରେ ମଙ୍ଗଳବାର ପୂର୍ବାହ୍ନରେ କନ୍ଧମାଳ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ତୁମୁଡିବନ୍ଧ ବ୍ଳକର ୧୧ ଗୋଟି ପଞ୍ଚାୟତରୁ ଲୋକମାନେ ଆସି ଜିଲାପାଳ ଅମୃତ…
ତାଣ୍ଡବ ରଚିଲା କାଳବୈଶାଖୀ: ଏକାଧିକ ଘର ଛପର ଉଡିଲା
ଦାରିଙ୍ଗବାଡି, ୧୫।୪ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ରେ ପ୍ରବଳ ଝଡ଼ ତୋଫାନ ସହ ବିଜୁଳି ଏବଂ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି।ଫଳରେ ଏକାଧିକ ସ୍ଥାନରେ ଘର ଛପର ଉଡିବା ସହ ଦୋକାନ ଗୃହ ଭାଙ୍ଗିଛି।…
ସେବାଶ୍ରମ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ: ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ କାମୁଡିଲା, ୪ ଗୁରୁତର
ଦାରିଙ୍ଗବାଡି, ୧୫।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତରେ ଥିବା ସେବାଶ୍ରମରେ ମହୁମାଛି ଆକ୍ରମଣରେ ପ୍ରାୟ ୪୦ରୁ ଉର୍ଦ୍ଧ ଛାତ୍ରୀଛାତ୍ର ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି ବୋଲି ଚିକିତ୍ସା କରୁଥିବା…
ମେରୁ ଯାତ୍ରା ଦେଖି ଫେରୁଥିବାବେଳେ ଦୁର୍ଘଟଣା: ୭ ଗୁରୁତର
ଦାରିଙ୍ଗବାଡି, ୧୫।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କିରିକୁଟି ପଞ୍ଚାୟତ ମୁଣ୍ଡାନାଜୁ ଗ୍ରାମର ଜାତୀୟ ରାଜପଥ ଉପରେ ଏକ ଯାତ୍ରୀବାହୀ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇ ପ୍ରାୟ ୧୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରାୟ ୭ ଜଣ ଗୁରୁତର…
ଝିପିଝିପି ବର୍ଷାରେ ବିଦ୍ୟୁତ କାଟ: ଘଣ୍ଟାଘଣ୍ଟା ଧରି ଅନ୍ଧାରରେ ଅଞ୍ଚଳବାସୀ
ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ ): ସାମାନ୍ୟ ଝିପିଝିପି ବର୍ଷାରେ ଘଣ୍ଟାଘଣ୍ଟା ଧରି ବିଦ୍ୟୁତ୍ କାଟ। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ଫିଡ଼ରରେ ଯୋଗାଣ ହେଉଥିବା ବିଦ୍ୟୁତ ସେବାରେ। ଉକ୍ତ ଫିଡର ଉପରେ ଶ୍ରାନିକେତା ପଞ୍ଚାୟତ ସମେତ…
ଭାଜପା ପକ୍ଷରୁ ଆମ୍ବେଡକରଙ୍କ ଜୟନ୍ତୀ ପାଳିତ
ରାଇକିଆ,୧୪।୪(ପ୍ରଦୀପ ବେହେରା):କନ୍ଧମାଳ ଜିଲା ରାଇକିଆ ଭାଜପା ତରଫରୁ ବନ ଦୁର୍ଗା କଲ୍ୟାଣ ମଣ୍ଡପଠାରେ ସୋମବାର ବାବା ସାହେବ ଭୀମରାଓ ଆମ୍ବେଡକରଙ୍କର ଜୟନ୍ତୀ ପାଳିତ ହୋଇଯାଇଛି। ମଣ୍ଡଳ ସଭାପତି ସନ୍ତୋଷ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥି ଭାବେ ଏମ୍ପି ପ୍ରତିନିଧି ସନ୍ତୋଷ…
ଜିଲାପାଳଙ୍କୁ ଝୁରୁଛନ୍ତି ଦୁର୍ଗମ ଅଞ୍ଚଳବାସୀ: ସ୍କୁଟିରେ ବୁଲି ଲୋକଙ୍କ ବୁଝୁଥିଲେ ସମସ୍ୟା
ଦାରିଙ୍ଗବାଡି, ୧୪।୪ (ଅରୁଣ ସାହୁ):କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କୁ ଝୁରୁଛନ୍ତି ଦାରିଙ୍ଗବାଡିର ଏକାଧିକ ଦୁର୍ଗମ ଅଞ୍ଚଳବାସୀ। ସେ ଆଉ ଅଞ୍ଚଳରେ ଜଣେ ସାଧାରଣ ମଣିଷ ଭଳି ସ୍କୁଟିରେ ବୁଲୁନାହାନ୍ତି। ଲୋକଙ୍କ ସମସ୍ୟା ଶୁଣୁଥିଲେ ସିଧା ଲୋକଙ୍କ ନିକଟକୁ ଯାଉଥିଲେ ହେଲେ ଗତ…
ହନୁମାନ ଜୟନ୍ତୀ ଉତ୍ସବ, ମହାବିଷୁବ ପଣା ସଂକ୍ରାନ୍ତି ପାଳିତ
ବାଲିଗୁଡା,୧୪।୦୪,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ପ୍ରଭୁ ଶ୍ରୀରାମଙ୍କ ପରମଭକ୍ତ ହନୁମାନଙ୍କ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣାସଂକ୍ରାନ୍ତି ମହାସମାରୋହରେ ପାଳିତ ହୋଇଯାଇଛି। ସଦର ମହକୁମା ପାଟଖଣ୍ଡା ମନ୍ଦିର ପରିସରରେ ଥିବା, ରାମେଶ୍ୱର ମନ୍ଦିର…
ବିଶ୍ବ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ପକ୍ଷରୁ ପଣା ବଣ୍ଟନ
ରାଇକିଆ,୧୪।୪,(ପ୍ରଦୀପ ବେହେରା): ମହା ବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ପାଳନ ପାଇଁ କନ୍ଧମାଳ ଜିଲା ରାଇକିଆ ବିଶ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସକାଳୁ ବିଭିନ୍ନ ପୂଜାର୍ଚ୍ଚନା କାର୍ଯ୍ୟକ୍ରମ ପରେ ରାଇକିଆ…
ପଣା ସଂକ୍ରାନ୍ତିରେ ସ୍କୁଲ ପିଲା ବାଣ୍ଟିଲେ ପାଣି ସହ ପାରମ୍ପରିକ ପଣା
ଦାରିଙ୍ଗବାଡି, ୧୪।୪, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ନୀଳକନ୍ଦର ସାହିର ଛାତ୍ରୀଛାତ୍ରମାନେ ସ୍ଥାନୀୟ ଅଞ୍ଚଳବାସୀଙ୍କୁ ପଣା ସଂକ୍ରାନ୍ତି ଅବସରରେ ପାରମ୍ପରିକ ପଣା ଏବଂ ପାଣି ବଣ୍ଟନ କରିଛନ୍ତି । ଏଭଳିକି ରାସ୍ତାରେ ଯାଉଥିବା ଯାତ୍ରୀ ଏବଂ ଅଞ୍ଚଳବାସୀଙ୍କୁ…
‘ଆମେ ବି ହେବୁ କୁନି ବୈଜ୍ଞାନିକ’, କେଏମଆରଏସରେ ବିଜ୍ଞାନ ଓ ଗବେଷଣାକୁ ନେଇ କର୍ମଶାଳା
ରାଇକିଆ,୧୪।୪,(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ କଳିଙ୍ଗ ମଡେଲ ରେଶିଡେନ୍ସିଆଲ ସ୍କୁଲରେ ବିଜ୍ଞାନ ଓ ଗବେଷଣାକୁ ନେଇ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ପଦାର୍ଥ ବିଜ୍ଞାନ ଓ ଏହାର ଗବେଷଣା ପ୍ରତି ବିଦ୍ୟାଳୟ ସ୍ତରରୁ କିପରି…
ଶାଗୁଆନ କାଠ ଚୋରା ଚାଲାଣ ଉଦ୍ୟମ, ଜବତ କଲା ଜଙ୍ଗଲ ଓ ପରିବେଶ ବିଭାଗ
ରାଇକିଆ,୧୪।୪,(ପ୍ରଦୀପ ବେହେରା): କନ୍ଧମାଳ ଜିଲା କରଡ଼ା ରେଞ୍ଜ ଅଧୀନରେ ଥିବା ରଣବା ସେକ୍ସନର ଘାଟି ଖାରିଗୁଡ଼ା ଅଞ୍ଚଳରେ ଚାଲାଣ ପାଇଁ ଉଦ୍ୟମ ହେଉଥିବା ୨୭ଖଣ୍ଡ ଶାଗୁଆନ କାଠକୁ ଜବତ କରିଛି ଜଙ୍ଗଲ ଓ ପରିବେଶ ବିଭାଗ । ଘଞ୍ଚ ଜଙ୍ଗଲ ମଧ୍ୟରେ…

