ଏନଏସି ଉପାଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲେ ୯ ଜଣ କାଉନସିଲର
ଜି.ଉଦୟଗିରି,୨୬।୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର ଉପାଧ୍ୟକ୍ଷ ସନ୍ତୋଷ କୁମାର ବାଘଙ୍କ ବିରୋଧରେ ୯ ଜଣ କାଉନସିଲର ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ମଙ୍ଗଳବାର ଅତିରିକ୍ତ ଜିଲାପାଳ ଅଶୋକ କୁମାର ଭୋଇଙ୍କ ମାଧ୍ୟମରେ ଜିଲାପାଳ ଅମ୍ରିତ ଋତୁରାଜଙ୍କୁ…
ମାଣ୍ଡିପଙ୍କାବାସୀଙ୍କ ଜୀବନଜୀବିକା ସ୍ବାବଲମ୍ବୀ ପାଇଁ ପ୍ରଶାସନର ବଡ଼ ପଦକ୍ଷେପ: ପ୍ରତି ପରିବାରକୁ ମିଳିଲା…
ଦାରିଙ୍ଗବାଡି,୨୬।୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଗରିବୀ ସୀମାରେଖା ତଳେ ଥିବା ପରିବାର ଲୋକଙ୍କୁ ଜୀବନଜୀବିକା ସ୍ବାବଲମ୍ବୀ କରିବାକୁ ଜିଲା ପ୍ରଶାସନ ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ମଙ୍ଗଳବାର…
କୁସଂସ୍କାର ବିରୋଧରେ ଲଢେଇ କରି ଚର୍ଚ୍ଚାକୁ ଆସିଥିବା ମହିଳାଙ୍କ ଦେହାନ୍ତ: ଖେଳିଗଲା ଶୋକର ଛାୟା
ଦାରିଙ୍ଗବାଡି, ୨୬।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାସିଙ୍ଗବାଡି ଗ୍ରାମର ବସ୍ତିନା ସିଂଙ୍କ ମଙ୍ଗଳବାର ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଯାଇଛି। ସେ ହୃଦଘାତରେ ମୃତ୍ୟୁବରଣ କରିଥିବା ତାଙ୍କ ପୁଅ ସଦାନନ୍ଦ କହିଛନ୍ତି। ସେ ରବିବାର ହଠାତ…
ଥରୁଛି ଦାରିଙ୍ଗବାଡି, ନିଆଁ ଭରସା
ଦାରିଙ୍ଗବାଡି, ୨୬।୧୧ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଗତ କିଛି ଦିନ ହେଲା ତାପମାତ୍ରା ହ୍ରାସ ପାଇବା ସହ ଶୀତର ପ୍ରକୋପ ବୃଦ୍ଧି ପାଇଛି। ମଙ୍ଗଳବାର ସକାଳ ୮ଟା ସୁଦ୍ଧା ତାପମାତ୍ରା ସର୍ବନିମ୍ନ…
ସିକକେତା ଗ୍ରାମରେ ନୂଆ ଚର୍ଚ୍ଚଗୃହ
ଦାରିଙ୍ଗବାଡି, ୨୫୧୧ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତ ସିକକେତା ଠାରେ କ୍ୟାଥୋଲିକ ମଣ୍ଡଳୀର ଏକ ଚର୍ଚ୍ଚ ଗୃହର ଶୁଭାରମ୍ଭ ହୋଇଛି। ଏହାକୁ ମୁଖ୍ୟ ଅତିଥି ଭାବେ କଟକ ଭୁବନେଶ୍ବର ଡାୟୋସେସର ଆର୍ଚ୍ଚ ବିଶୋପ ଯୋହନ ବାର୍ବା ଏହାର…
ବହୁଚର୍ଚ୍ଚିତ ଅଭିମନ୍ୟୁ ହତ୍ୟା ମାମଲା: ଆସିଲା ରାୟ…
ବାଲିଗୁଡା,୨୫।୧୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳର ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାର ସୋମବାର ରାୟ ଶୁଣାଇଛନ୍ତି ଗଞ୍ଜାମ ଜିଲା ଦୌରାଜଜ ରୂପଶ୍ରୀ ଚୌଧୁରୀ। ମାମଲାରେ ସମ୍ପୃକ୍ତ ୬ ଜଣ ଅଭିଯୁକ୍ତଙ୍କୁ ଦୋଷୀ…
ହୋଟେଲ ସଙ୍ଘକୁ ପାଠ ପଢ଼ାଇଲେ ନୂତନ ଆଇଆଇସି ସଠିକ ତଥ୍ୟ, ସିସି କ୍ୟାମେରା ଓ ଉତ୍ତମ ବ୍ୟବହାରକୁ ଗୁରୁତ୍ୱ
ଦାରିଙ୍ଗବାଡି, ୨୫।୧୧ (ଅରୁଣ ସାହୁ): କାନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ରବିବାର ହୋଟେଲ ସଙ୍ଘ ଓ ନୂତନ ଭାବେ ଥାନାରେ ଦାୟିତ୍ୱ ଗ୍ରହଣ କରିଥିବା ଆଇଆଇସି ଅଶୋକ କୁମାର ହାଁସଦାଙ୍କ ଏକ ଜରୁରୀକାଳୀନ ବୈଠକ ବସିଥିଲା। ଏହି ବୈଠକ ଥାନା ପରିସର…
‘ହିଂସା-ନିର୍ଯାତନା ମହିଳାମାନଙ୍କ ସ୍ବାଧୀନତାକୁ କ୍ଷୁଣ୍ଣ କରିଦିଏ’
ଦାରିଙ୍ଗବାଡ଼ି,୨୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଜାଗୃତି କାର୍ଯ୍ୟାଳୟ ପରିସରରେ ସୋମବାର କମଳା ଦିବସ ପାଳିତ ହୋଇଯାଇଛି। ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ରହ୍ମପୁର ମହିଳା ବିକାଶ ପ୍ରତିଷ୍ଠାନର ସମ୍ପାଦିକା ମିନତୀ ପାଢ଼ୀ, ଦାରିଙ୍ଗବାଡ଼ି…
୭୮ ଜଣଙ୍କୁ ଭୂ-ଲେଖ ରେକର୍ଡଭୁକ୍ତ ଜଙ୍ଗଲଜମି ପଟ୍ଟା ବଣ୍ଟନ, ତହସିଲଦାର କହିଲେ ଏଣିକି…
ଦାରିଙ୍ଗବାଡ଼ି,୨୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅନ୍ତର୍ଗତ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟରେ ତହସିଲଦାର ଶରତ ଶବରଙ୍କ ଅଧ୍ୟକ୍ଷତାରେ ରାଜସ୍ବ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ତଥା ଜମି ଜମା ସମ୍ପର୍କିତ ସୁବିଧା ସମ୍ପର୍କରେ…
ଗଞ୍ଜେଇ ସହ କାର୍ ଜବତ: ୨ ଗିରଫ
ବାଲିଗୁଡ଼ା,୨୩ା୧୧(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଅବକାରୀ ବିଭାଗ ଗଞ୍ଜେଇ ଚୋରାଚାଲାଣ ବେଳେ ଚଢାଉ କରି କାର୍ ସହ ଦୁଇଜଣଙ୍କୁ ଗିରଫ କୋର୍ଟଚାଲାଣ କରିଛି। ସୂଚନାନୁଯାୟୀ, ଅବକାରୀ ବିଭାଗ ଗଞ୍ଜେଇ ଚାଲାଣ ହେଉଥିବା କୌଣସି ପ୍ରକାରେ ସୂଚନା ପାଇ ସାରଙ୍ଗଡ଼ ଥାନା…
ଶୀତରେ ଥରୁଛି ଦାରିଙ୍ଗବାଡି: ଘରୁ ବାହାରିବା ମୁସ୍କିଲ
ଦାରିଙ୍ଗବାଡି, ୨୩ ।୧୧(ଅରୁଣ ସାହୁ):ସମଗ୍ର କନ୍ଧମାଳ ଜିଲାରେ ଏବେ ଅସହ୍ୟ ଜାଡ଼ ଅନୁଭୂତ ହେଉଛି। ଜିଲାର ଦାରିଙ୍ଗବାଡି ବ୍ଲକ ରେ ମଧ୍ୟ ଏହାର ଅଧିକା ପ୍ରଭାବ ଦେଖିବାକୁ ମିଳୁଛି। ତାପମାତ୍ରା ଦିନକୁ ଦିନ ତଳ ମୁହାଁ ହେଉଥିବା ବେଳେ ୧୦ ଡିଗ୍ରୀ…
ଦିଲ୍ଲୀ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଲେ ମୁଖ୍ୟମନ୍ତ୍ରୀ
ଦାରିଙ୍ଗବାଡି, ୨୨।୧୧ (ଅରୁଣ ସାହୁ )-ଦିଲ୍ଲୀ ପ୍ରଗତି ମଇଦାନରେ ଚାଲିଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଜିଲାରେ ଜୈବିକ ପଦ୍ଧତିରେ ଚାଷ କରାଯାଉଥିବା ହଳଦୀ କିଣିବା ସହ ଦାରିଙ୍ଗବାଡ଼ିକୁ ନେଇ ନିଜର…
Archives


