କନ୍ଧମାଳ

୧୩ ଦିନିଆ ଯାତ୍ରା ସାରି ମନ୍ଦିର ଫେରିଲେ ମା’ ଦକ୍ଷିଣକାଳୀ

ବାଲିଗୁଡା,୧୩ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ତଥା ଆଖପାଖ ଅଞ୍ଚଳରେ ଚଳିତ ମାସ ୧ ତାରିଖ ଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ୧୩ ତାରିଖରେ ଉଦ୍‌ଯାପିତ ହୋଇଯାଇଛି। ବାଲିଗୁଡ଼ାର ମେରୁ ଯାତ୍ରା ସ୍ଥାନୀୟ ମା’…

କନ୍ଧମାଳର ଟୁଇଟର ମ୍ୟାନ ହେଲେ ସମ୍ମାନିତ

ଜି.ଉଦୟଗିରି,୧୨ା୪(ଚିନ୍ମୟ କୁମାର ସେଠୀ)-ଓଡ଼ିଶାର ଏକ ସାମାଜିକ ସଂଗଠନ ଆସୋସିଏଶନ ଅଫ ଟୁଇଟର ଆକ୍ଟିଭିଷ୍ଟ (ଏଟିଏ) ତରଫରୁ ପୁରୀଠାରେ ଚତୁର୍ଥ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ ଟୁଇଟର ମ୍ୟାନ ଆସି ଏକତ୍ରିତ ହୋଇଥିଲେ। ଯେଉଁମାନେ ସିଧାସଳଖ…

ବିଜୁଳି, ଘଡଘଡି ସହ ଛେଚୁଛି ବର୍ଷା

ଦାରିଙ୍ଗବାଡ଼ି,୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନଠାରୁ ବର୍ଷା ଲାଗିରହିଛି। ଅଦିନିଆ ବର୍ଷା ଯୋଗୁଁ ଅସହ୍ୟ ତାତିରୁ ସାମାନ୍ୟ ଆସ୍ବସ୍ତି ମିଳିଛି। ପ୍ରକାଶ ଯେ, ଅପରାହ୍ନଠାରୁ ପାଗ ମେଘୁଆ ରହିବା ସହ ଧୀରେଧୀରେ ପାଗରେ ସମ୍ପୂର୍ଣ୍ଣ…

ସାଧାରଣ ଚଳଣି ସହ ସ୍ବାସ୍ଥ୍ୟ ଗଠନ ନେଇ ପାଠ ପଢାଇଲେ ଶିକ୍ଷକ, ଦିବ୍ୟାଙ୍ଗ ଓ ସାଧାରଣ ଛାତ୍ରୀଛାତ୍ରଙ୍କୁ ସମାନ ଶିକ୍ଷା ପ୍ରଦାନ ପାଇଁ ତାଲିମ

ଦାରିଙ୍ଗବାଡ଼ି, ୧୨।୪ (ଅରୁଣ ସାହୁ): ସାଧାରଣ ଚଳଣି ଓ ସ୍ବାସ୍ଥ୍ୟ ଗଠନ ରହିଥିବା ଛାତ୍ରୀଛାତ୍ରଙ୍କ ଭଳି ସହ ସମାନ ଦିବ୍ୟାଙ୍ଗ ଛାତ୍ରୀଛାତ୍ରମାନଙ୍କୁ ମଧ୍ୟ ଶିକ୍ଷା ପ୍ରଦାନ କରାଯିବା। ଦିବ୍ୟାଙ୍ଗଙ୍କୁ ସେହି ସମାନ ଯୋଗଶିକ୍ଷା, ଖେଳକୁଦ, ପାଠ୍ୟରେ ସାହିତ୍ୟ, ବିଜ୍ଞାନ, ପରିବେଶ ବିଜ୍ଞାନ,…

୧୦ ଦିନ ହେଲା ନାହିଁ ମୋବାଇଲ ନେଟ୍‌ଓ୍ବର୍କ, ଉପଭୋକ୍ତା ହନ୍ତସନ୍ତ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ଭାବେ ପରିଚିତ ପର୍ତ୍ତମାହାରେ ଗତ ୧୦ଦିନ ହେଲା ବିଏସ୍‌ଏନ୍‌ଏଲ୍‌ର ମୋବାଇଲ ନେଟ୍‌ଓ୍ବର୍କ ଠପ୍‌ ହୋଇଯାଇଛି। ଗ୍ରାମବାସୀ ବିଭାଗକୁ ବାରମ୍ବାର ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ପ୍ରକାଶ ଯେ, ପର୍ତ୍ତମାହା…

ରାଜପଥରେ କିଏ ଛାଡ଼ିଗଲା ବାଇକ୍‌, ଲୋକେ ଭୟଭୀତ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ୫୯ ନଂ ଜାତୀୟରାଜପଥର କାରିପାଙ୍ଗାଠାରେ ଏକ ଅଜଣା ଲୋକ ବାଇକ୍‌ ଛାଡ଼ି ପଲାଇଯାଇଥିବା ନେଇ ବିଭିନ୍ନ କଳ୍ପନାଜଳ୍ପନା କରାଯାଉଛି ଏହାକୁ ନେଇ ଲୋକମାନେ ଯେତିକି ଭୟଭୀତ ସେତିକି ଚର୍ଚ୍ଚା ମଧ୍ୟ…

ଶୁଦ୍ଧକ୍ରିୟାକୁ ବିତିଥିଲା ୩୭ ବର୍ଷ:  ମା’ କୋଳକୁ  ଫେରିଲା ହଜିଲା ପୁଅ, କୋଳେଇନେଇ… 

ଦାରିଙ୍ଗବାଡ଼ି,୧୧।୪ (ଅରୁଣ ସାହୁ): ଶୁଦ୍ଧକ୍ରିୟାକୁ ୩୭ ବର୍ଷ ବିତିବା ପରେ ଜନ୍ମ ମାଟିକୁ ଫେରିଲେ ପୁଅ ଆଉ ପରିବାର ଗ୍ରାମବାସୀ ଦେଖି ହୋଇଗଲେ ଆଶ୍ଚର୍ଯ୍ୟ। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ କୁତୁବାଡ଼ି ଗ୍ରାମର…

୧୩୧ ବର୍ଷରେ ପହଞ୍ଚିଲା ବ୍ୟାଙ୍କ: ୧୬୦ ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ଋଣ ଦେଇ କଲା ରେକର୍ଡ

ଦାରିଙ୍ଗବାଡ଼ି,୧୧ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଥିବା ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ତା’ର ୧୩୧ବର୍ଷ ପ୍ରତିଷ୍ଠା ଦିବସ ପାଳନ କରିଛି। ଏହି ଅବସରରେ ଶାଖା ପରିଚାଳକ ଶାନ୍ତନୁ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ୟାଙ୍କରେ ନେଣ ଦେଣ କରୁଥିବା ଗ୍ରାହକମାନଙ୍କ ଉପସ୍ଥିତିରେ ଏହି…

ଖବର ପ୍ରକାଶ ପରେ ତତ୍ପର ହେଲେ ପ୍ରକଳ୍ପ ପ୍ରଶାସକ: ବ୍ୟବସାୟୀଙ୍କୁ ଶୀଘ୍ର ହାଟ ଯୋଗାଇବାକୁ ଦେଲେ ନିର୍ଦ୍ଦେଶ

ଦାରିଙ୍ଗବାଡ଼ି,୧୧ା୪: କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ପଞ୍ଚାୟତରେ ରହିଥିବା ଜନଜାତି ହାଟ କାମରେ ଆସୁନଥିବା ଶୀର୍ଷକ ଖବର କେବଳ ‘ଧରିତ୍ରୀ’ରେ ପ୍ରକାଶ ପାଇଥିଲା। ଏହା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବାଲିଗୁଡ଼ା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା…

ରାଜ୍ୟ ରାଜପଥରେ ହାତୀ ଉପଦ୍ରବ

ଜି.ଉଦୟଗିରି,୧୦।୪,(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଠାରୁ କଳିଙ୍ଗା ଯିବା ରାଜ୍ୟ ରାଜପଥ ନିକଟ ରାଇପଦାଠାରେ ଗୁରୁବାର ସା ୮ ଘଣ୍ଟିକା ଠାରୁ ହାତୀପଲ ଉପଦ୍ରବ କରୁଥିବା ସୂଚନା ମିଳିଛି। ସୂଚନା ଅନୁସାରେ କିଛି ଦିନ ହେବ ୨୮ ଟିକିଆ…

ଅଷ୍ଟଦଣ୍ଡ ମିଳନ କାର୍ଯ୍ୟକ୍ରମ ଉଦଯାପିତ: ମନ ମୋହିଲା ପାରମ୍ପରିକ ଦଣ୍ଡ ନୃତ୍ୟ

ରାଇକିଆ, ୫।୪(ପ୍ରଦୀପ ବେହେରା )-କନ୍ଧମାଳ ଜିଲା ରାଇକିଆ ପଞ୍ଚଦଣ୍ଡ ପରିଚାଳନା କମଟି ଆନୁକୁଲ୍ୟରେ ଗୁରବାର ଅଷ୍ଟମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆୟୋଜକ ପଞ୍ଚଦଣ୍ଡ କମିଟିର ୨୬ ବର୍ଷ ପୂର୍ତ୍ତି ଅବସରରେ ଅଷ୍ଟଦଣ୍ଡ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ନିମନ୍ତ୍ରଣ କରାଯାଇଥିବା ଆଠ…

ନିଜକୁ ନିଜେ ସୁରକ୍ଷା ଦେବାରେ ସିଦ୍ଧହସ୍ତ ହେବେ ଛାତ୍ରୀ: ଆତ୍ମସୁରକ୍ଷା ତାଲିମ ଶିବିର ଉଦଯାପିତ

ଦାରିଙ୍ଗବାଡି, ୧୦।୪ (ଅରୁଣ ସାହୁ )- କଲେଜ ପଢିବା ଛାତ୍ରୀମାନେ ନିଜ ସୁରକ୍ଷାକୁ କିଭଳି ସୁଦୃଢ଼ କରିବେ ସାମାଜିଜ ସୁରକ୍ଷା ପାଇଁ ସେମାନଙ୍କୁ ରାଜ୍ୟ ସରକାର ତାଲିମ ପ୍ରଦାନ କରୁଛନ୍ତି। ପ୍ରକାଶ ଯେ, କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?