କନ୍ଧମାଳ

‘ରାଜ୍ୟସ୍ତରରେ କୃତିତ୍ୱ ଅର୍ଜନ କରି ବିଦ୍ୟାଳୟର ମାନ ବୃଦ୍ଧି କରିଛନ୍ତି ଛାତ୍ରୀଛାତ୍ର’

ଦାରିଙ୍ଗବାଡ଼ି,୨୦ା୧୨: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ ତଥା ପ୍ରାରମ୍ଭ -୨୦୨୪ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଜଗନ୍ନାଥ ମହାରଣାଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା ଯୋଗ ଦେଇଥିବାବେଳେ…

ଦାରିଙ୍ଗବାଡ଼ିରେ ଲଘୁଚାପର ପ୍ରଭାବ: ଝିପିଝିପି ବର୍ଷା ସହ କୋହଲା ପବନ, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୦ା୧୨(ଅରୁଣ ସାହୁ): ଲଘୁଚାପ ପ୍ରଭାବରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ପ୍ରଭାବିତ ହୋଇଛି। ଗୁରୁବାର ପାଗ ମେଘୁଆ ସହ କୋହଲା ପବନ ବୋହୁଥିଲା। ବିଳମ୍ବିତ ରାତିରୁ ବର୍ଷା ଆରମ୍ଭ ହୋଇଥିବାବେଳେ ଶୁକ୍ରବାର ବର୍ଷା ଜାରିରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଧାନକଟା…

ଗ୍ୟାସ ଟାଙ୍କି ଫାଟି ଚିକେନ୍‌ ଦୋକାନୀ ଗୁରୁତର

ବାଲିଗୁଡା,୧୯।୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): ଚିକେନ୍‌ ଦୋକାନ ଭିତରେ ଗ୍ୟାସ ଟାଙ୍କି ଫାଟି ଜଣେ ଗୁରୁତର। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡ଼ା ଗ୍ରାମରେ। ସୂଚନା ମୁତାବକ ପ୍ରତ୍ୟେକ ଦିନ ଭଳି…

ବଡ଼ଦିନ ପୂର୍ବରୁ ଦାରିଙ୍ଗବାଡ଼ି ଚଳଚଞ୍ଚଳ

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଆଉ କିଛିଦିନ ପରେ ଖ୍ରୀଷ୍ଟମାସ ପାଳନ କରାଯିବ। ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନକୁ ଖ୍ରୀଷ୍ଟ ଶ୍ରଦ୍ଧାଳୁ ବଡ଼ଦିନ ଭାବେ ପାଳନ କରିବେ ଏଥିପାଇଁ ଏବେଠାରୁ ଅଞ୍ଚଳରେ ଖୁସିର ଲହରି ଦେଖିବାକୁ ମିଳିଛି। ଅଞ୍ଚଳ ଚଳ ଚଞ୍ଚଳ ହୋଇଉଠିଛି। ସବୁଠି ଉତ୍ସବ ମୁଖର…

ନିଆରା ମୟୁର: ଜଙ୍ଗଲ ନୁହେଁ, ଲୋକଙ୍କ ଗହଣରେ ରହିବାକୁ କରୁଛି ପସନ୍ଦ

ଦାରିଙ୍ଗବାଡି,୧୮।୧୨ (ଅରୁଣ ସାହୁ): ଜଙ୍ଗଲରେ ରହୁଥିବା ପ୍ରାଣୀ ମଧ୍ୟ ମଣିଷକୁ ଭଲ ପାଏ। ଏଭଳି ପରିସ୍ଥିତି ହୁଏ ନିଜ ଜଙ୍ଗଲ ଛାଡି ଗାଁ ବସତିକୁ ଚାଲିଆସେ। ଆଉ ଲୋକଙ୍କ ଗହଣରେ ରହିବାକୁ ପସନ୍ଦ କରେ। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି…

ବାର୍ଷିକ କ୍ରୀଡ଼ା ବେଳେ ଅଘଟଣ: ଉଚ୍ଚ ଡିଆଁ ଖେଳ ବେଳେ ତଳେ ପଡ଼ି ଭାଙ୍ଗିଲା ଛାତ୍ରଙ୍କ ହାତ

ବାଲିଗୁଡ଼ା:୧୭।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ବେଳେ ଅଘଟଣ । ଉଚ୍ଚ ଡିଆଁ ଖେଳ ବେଳେ ତଳେ ପଡ଼ି ଛାତ୍ରଙ୍କ ବାମ ହାତ ଭାଙ୍ଗିଯାଇଥିବା ଜଣାପଡ଼ିଛି । କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଭଳି…

ବଡଦିନ ପାଇଁ ପ୍ରସ୍ତୁତି ଆରମ୍ଭ: ଟ୍ରାଫିକ ନିୟନ୍ତ୍ରଣ ସହ ଗାଡିମୋଟର ହେବ ନିୟମିତ ଯାଞ୍ଚ୍‌

ଦାରିଙ୍ଗବାଡି, ୧୭।୧୨ (ଅରୁଣ ସାହୁ): ଆଉ କିଛି ଦିନ ପରେ ବଡଦିନ ଆସୁଛି। ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ପାଇଁ ଦାରିଙ୍ଗବାଡି ଏବେଠାରୁ ଚଳଚଞ୍ଚଳ ହୋଇଉଠିଲାଣି। ଖ୍ରୀଷ୍ଟଧର୍ମାଲମ୍ବୀମାନେ ଏହି ପର୍ବ ପାଳନ ପାଇଁ ଏବେଠାରୁ ନିଜ ଘରକୁ ସଜ୍ଜିତ କରିବା ସହ ନୂଆ…

ଜନ୍ମ-ମୃତ୍ୟୁ ପଞ୍ଜିକରଣ ପାଇଁ ଚଞ୍ଚକତା:କାର୍ଯ୍ୟାଳୟକୁ ଘେରିଲେ ଓକିଲ ସଙ୍ଘ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ରହିଥିବା ଜନ୍ମ ଓ ମୃତ୍ୟୁ ପଞ୍ଜିକରଣ କାର୍ଯ୍ୟାଳୟରେ ଉତ୍କୋଚ ପାଇଁ ଚଞ୍ଚକତା କରାଯାଉଛି। ଏହାକୁ ନେଇ ମଙ୍ଗଳବାର ଦାରିଙ୍ଗବାଡି ଓକିଲ ସଙ୍ଘ ପକ୍ଷରୁ ଜନ୍ମ ଓ ମୃତ୍ୟୁ ପ୍ରମାଣପତ୍ର ମିଳୁଥିବା…

ଆଉ ମାତ୍ର ୨୦ ମିଟର ପରେ ଘରେ ପହଞ୍ଚିଥାନ୍ତେ ହୋମଗାର୍ଡ, ବାଇକ୍‌ ଧକ୍କାରେ ଚାଲିଗଲା ଜୀବନ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ କାର୍ଯ୍ୟରତ ହୋମଗାର୍ଡଙ୍କ ରାସ୍ତା ଦୁର୍ଘଟଣାରେ ଜୀବନ ଯାଇଛି। ସେହେଲେ ଉକ୍ତ ଥାନା କିରିକୁଟି ପଞ୍ଚାୟତ ମୁଣ୍ଡନାଜୁ ଗ୍ରାମର ପୀତବାସ ପ୍ରଧାନ। ପ୍ରକାଶ ଯେ, ସେ କୌଣସି କାର୍ଯ୍ୟରେ ପରିବାର ସହ ବାହାରକୁ ଯାଇଥିଲେ। ଫେରିବାବେଳେ…

ବଡଦିନ ଶାନ୍ତିଶୃଙ୍ଖଳାରେ ପାଳନ ପାଇଁ: ପ୍ରଶାସନ ତତ୍ପର 

ଦାରିଙ୍ଗବାଡି,୧୬।୧୨ (ଅରୁଣ ସାହୁ): ଆଉ କିଛିଦିନ ପରେ ବଡଦିନ ଆସୁଛି। ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ପାଇଁ ଦାରିଙ୍ଗବାଡି ଏବେଠାରୁ ଚଳଚଞ୍ଚଳ ହୋଇଉଠିଲାଣି। ଖ୍ରୀଷ୍ଟଧର୍ମାଲମ୍ବୀମାନେ ଏହି ପର୍ବ ପାଳନ ପାଇଁ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି।  ନିଜ ଘରକୁ ସଜ୍ଜିତ କରିବା ସହ…

ବଲିଉଡ଼ କଳାକାର ବରୁଣଙ୍କୁ ଜୋରଦାର ସ୍ବାଗତ: ଛାତ୍ରୀଛାତ୍ରଙ୍କୁ ପାଠ୍ୟ ପୁସ୍ତକ କଲେ ବଣ୍ଟନ

ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ)-ବଲିଉଡ଼ର ଫଲି କଳାକାର ବରୁଣ ବିଶୋଇଙ୍କୁ ଦାରିଙ୍ଗବାଡି ବ୍ଲକ ଦନେକବାଡି ବିରାଗଡା଼ ସରକାରୀ ଉଚ୍ଚ ବିଦ୍ୟାଳୟରେ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ବିଦ୍ୟଳୟର ପ୍ରଧାନଶିକ୍ଷକ ବ୍ରଜ କିଶୋର ସିଂଙ୍କ ଅଧ୍ୟକ୍ଷତା କାର୍ଯ୍ୟକ୍ରମରେ ବଲିଉଡ଼ କଳାକାର ବରୁଣ…

ରାଜ୍ୟସ୍ତରୀୟ ପୁସ୍ତକ ମେଳାରେ ବିଦେଶୀ ନାୟକଙ୍କ ‘ପ୍ରଣୟର ପାଣ୍ଡୁଲିପି’ ଉନ୍ମୋଚିତ

ଦାରିଙ୍ଗବାଡ଼ି,୧୬ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ତଥା ବନାନୀ ସାରସ୍ବତ ପରିଷଦର ସମ୍ପାଦକ ତଥା ବିଶିଷ୍ଟ କବି, ସାହିତି୍ୟକ ବିଦେଶୀ ନାୟକଙ୍କ ଷଷ୍ଠ କବିତା ସଙ୍କଳନ ‘ପ୍ରଣୟର ପାଣ୍ଡୁଲିପି’ର ଶୁଭ ଉନ୍ମୋଚିତ ହୋଇଯାଇଛି। ପ୍ରକାଶ ଯେ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri