କନ୍ଧମାଳ

ସଫଳତା ପଛରେ ରହିଛି କଠିନ ପରିଶ୍ରମ

ଫୁଲବାଣୀ ଅଫିସ, ୩ା୨-ଲୋକେ ଭାବନ୍ତି କନ୍ଧମାଳ ପଛୁଆ ବା ଅନୁନ୍ନତ। ଏବେ ଆଉ ସେ କନ୍ଧମାଳ ନାହିଁ। ଏହା ଉନ୍ନତି ପଥରେ ଆଗେଇ ଚାଲିଛି। ଆଗାମୀ ଦିନରେ ଏହା ଆଗୁଆ ଜିଲାରେ ପରିଣତ ହେବ। ଯେଉଁଠି ବି ଉନ୍ନତି ହୋଇଛି...

ଥଣ୍ଡାରେ ଠିଆହେଲେ ସ୍କୁଲ ପିଲା; ଇନ୍ଧନ ସଂରକ୍ଷଣ ସଚେତନତା ରାଲି

ଫୁଲବାଣୀ ଅଫିସ, ୩ା୨-ଆଇଓସିଏଲ୍‌ (ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ) ପକ୍ଷରୁ ଇନ୍ଧନ ସଂରକ୍ଷଣ ସଚେତନତା ରାଲି ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପାଖରେ ଏହାର ଶୁଭାରମ୍ଭ ପୂର୍ବତନ ଏମ୍‌ପି ଖାରାବେଳ ସ୍ବାଇଁ କରିଥିଲେ। ଏହି ପଦଯାତ୍ରାରେ ସହରର ବିଭିନ୍ନ...

ଗାଜଲବାଡ଼ି ଘାଟିରେ ସରୁନି ଗାର୍ଡଓ୍ବାଲ କାର୍ଯ୍ୟ, ଚାଳକଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ ଟଳିଲା ବଡ଼ଧରଣର ଦୁର୍ଘଟଣା

ଦାରିଙ୍ଗବାଡ଼ି,୨।୨(ଡି.ଏନ୍‌.ଏ.): କନ୍ଧମାଳ-ଗଞ୍ଜାମ ସୀମାବର୍ତ୍ତୀ ଗାଜଲବାଡ଼ି ଘାଟିରେ ରବିବାର ସକାଳେ ଏକ ବଡ଼ ଧରଣର ଦୁର୍ଘଟଣା ଟଳି ଯାଇଛି। ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଟ୍ରକ୍‌ଟିକୁ ରୋକିବାରେ ସଫଳ ହୋଇଛନ୍ତି। ସୂଚନାଯୋଗ୍ୟ, ଟ୍ରକ ନଂ.(ଓଆର-୧୫ ଆର୍‌-୦୩୬୩) ଦାରିଙ୍ଗବାଡ଼ିରୁ ୫୯ନଂ ଜାତୀୟ ରାଜପଥରେ...

ଲାଗିଲା ସଚେତନତା ପୋଷ୍ଟର, ବୁଲିଲା ପ୍ରଚାର ଗାଡ଼ି

ଫୁଲବାଣୀ ଅଫିସ୍‌,୨ା୨-ଫୁଲବାଣୀରୁ ଜଣେ ସନ୍ଦିଗ୍ଧ କରୋନା ରୋଗୀ ବାହାରିବା ପରେ ଜିଲା ସ୍ବାସ୍ଥ୍ୟ ବିଭାଗ ସଜାଗ ହୋଇଉଠିଛି। ରବିବାର ଜିଲାର ବିଭିନ୍ନ ସ୍ଥାନରେ କରୋନା ରୋଗର ଲକ୍ଷଣ, ଏହାର ନିରାକରଣ ଉପରେ ସଚେତନତା ପୋଷ୍ଟର ଲଗାଯାଇଛି। ଏଥିସହ ପ୍ରଚାର ଗାଡି...

ଆଜି କନ୍ଧମାଳ ମହୋତ୍ସବ, ପଲ୍ଲିଶ୍ରୀ ମେଳା

ଫୁଲବାଣୀ ଅଫିସ୍‌,୨ା୨-କନ୍ଧମାଳ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା-୨୦୨୦ ରବିବାର ଉଦ୍‌ଘାଟନ ହେବ। କୋରନେଶନ ପଡିଆଠାରେ ଏହା ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ପ୍ରସ୍ତୁତି ଶେଷ ହୋଇଛି। ମୋଟ ୧୩୪ ଷ୍ଟଲ କରାଯାଇଥିବାବେଳେ କନ୍ଧମାଳ ସମେତ ରାଜ୍ୟର ବିଭିନ୍ନ...

ଚପଲ ଦୋକାନ ଜଳିଗଲା

ଖଜୁରିପଡ଼ା(ଡି.ଏନ.ଏ.)/ବଲସକୁମ୍ପା,୧ା୨-ଖଜୁରିପଡ଼ା ବଜାରରେ ଥିବା ଏକ ଚପଲ ଦୋକାନରେ ଶୁକ୍ରବାର ବିଳମ୍ବିତ ରାତିରେ ନିଆଁ ଲାଗିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ସମ୍ପୂର୍ଣ୍ଣ ଜଳିଯାଇଛି। ଅଗ୍ନିଶମ କର୍ମଚାରୀମାନେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ବିଦ୍ୟୁତ୍‌ ଶର୍ଟ ସର୍କିଟ ଯୋଗୁ ଦୋକାନରେ ନିଆଁ...

କନ୍ଧମାଳରେ କରୋନା ଭୟ, ଚାଇନାରେ ରହି ଏମ୍‌ବିବିଏସ୍‌ କରୁଥିବା ଛାତ୍ର ଆକ୍ରାନ୍ତ ସନ୍ଦେହ

ଫୁଲବାଣୀ ଅଫିସ, ୩୧।୧: ଦିନକୁ ଦିନ କାୟା ମେଲାଇବାରେ ଲାଗିଛି ପ୍ରାଣଘାତୀ କରୋନା ଭୂତାଣୁ ସଂକ୍ରମଣ। କେରଳରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ଶୁକ୍ରବାର କନ୍ଧମାଳ ଜିଲା ଫୁଲବାଣୀରେ ଜଣେ ଡାକ୍ତରୀ ଛାତ୍ର କରୋନାରେ ଆକ୍ରାନ୍ତ ଥିବା...

ଫୁଲବାଣୀରେ ହାଇକୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି

ଫୁଲବାଣୀ ଅଫିସ,୩୧ା୧- ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ସଞ୍ଜୁ ପଣ୍ଡା ୩ ଦିନିଆ କନ୍ଧମାଳ ଗସ୍ତରେ ଆସି ଗୁରୁବାର ଫୁଲବାଣୀରେ ପହଞ୍ଚତ୍ଛନ୍ତି। ଅପରାହ୍ନ ପ୍ରାୟ ୧ଟାବେଳେ ଫୁଲବାଣୀ ସର୍କିଟ୍‌ ହାଉସ୍‌ରେ ପହଞ୍ଚତ୍ବାପରେ ସେଠାରେ ଜିଲାପାଳ ଡା. ବୃନ୍ଦା...

ଶ୍ରେଣୀଗୃହରେ ଶିକ୍ଷକ ଶୋଇଥିବା ଭିଡିଓ ଭାଇରାଲ

ଦାରିଙ୍ଗବାଡ଼ି,୩୧।୧(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକରେ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଛି। କେଉଁଠି ଶିକ୍ଷକ ଅଭାବ ତ ଆଉ କେଉଁଠି ଛାତ୍ରୀଛାତ୍ର ଅଭାବରୁ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଚଳିତ ଶିକ୍ଷା ବର୍ଷରେ ବିବାଦ ବ୍ଲକ ଶିକ୍ଷା ବିଭାଗର ପିଛା ଛାଡୁନି। ବିଦ୍ୟାଳୟରେ ଶିକ୍ଷକ...

ଯୁବ କଂଗ୍ରେସ ପକ୍ଷରୁ ଗାନ୍ଧୀଙ୍କ ତିରୋଧାନ ଦିବସ

ଫୁଲବାଣୀ ଅଫିସ, ୩୦ା୧-କନ୍ଧମାଳ ଜିଲା କଂଗ୍ରେସ ପକ୍ଷରୁ ଫୁଲବାଣୀରେ ଗୁରୁବାର ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଛି । ପ୍ରଥମେ ଗାନ୍ଧି ଛକରେ ଥିବା ଗାନ୍ଧୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଏହାପରେ ସେଠାରେ ଏକ ସଭା ହୋଇଥିଲା...

ବାଲୁଗୁଡ଼ାର ବିଭିନ୍ନ ଅନୁଷ୍ଠାନରେ ମା’ ସରସ୍ବତୀଙ୍କ ପୂଜା

ବାଲିଗୁଡ଼ା,୩୦।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ଟାଉନ ତଥା ଏହାର ଆଖପାଖ ଅଞ୍ଚଳରେ ବିଦ୍ୟାଦାତ୍ରୀ ମା’ସରସ୍ବତୀଙ୍କ ପୂଜା ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଯଥାବିଧି ଅନୁଯାୟୀ, ପୂଜକଙ୍କ ଦ୍ୱାରା ପୂଜା ଆରମ୍ଭ କରାଯାଇ ପୁଷ୍ପାଞ୍ଜଳି ପ୍ରଦାନ କରାଯାଇଥିଲା l ଏନେଇ...

କିରିକୁଟି ବିଦ୍ୟାଳୟରେ ବଢୁଛି ସମସ୍ୟା

ଦାରିଙ୍ଗବାଡ଼ି,୩୦।୧(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଦିନକୁ ଦିନ ସମସ୍ୟା ବଢ଼ୁଛି। କିରିକୁଟି ଗ୍ରାମ ମଧ୍ୟରେ ଥିବା ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଇଁ ଶ୍ରେଣୀଗୃହ ଅଭାବ ରହିଛି। ନବମ ଓ ଦଶମ ଶ୍ରେଣୀ ପିଲାଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri