ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବେ କନ୍ଧମାଳ ସୁରକ୍ଷା ଅଭିଯାନ
ଦାରିଙ୍ଗବାଡି, ୩୦।୧୦ (ଅରୁଣ ସାହୁ): କନ୍ଧମାଳ ସୁରକ୍ଷା ଅଭିଯାନ ପକ୍ଷରୁ ୧୨ଦଫା ଦାବି ନେଇ ଶୁକ୍ରବାର କନ୍ଧମାଳ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବାପାଇଁ ନିଷ୍ପତି ହୋଇଥିବା ଅଭିଯାନର ଆବାହକ ପ୍ରତାପ ପ୍ରଧାନ ନିଷ୍ପତି ଗ୍ରହଣ କରିଥିବା ଜଣାପଡିଛି। ସେହି...
ପିନ୍କଣ୍ଟା ଗିଳି ଛାତ୍ରଙ୍କ ଜୀବନ ଗଲା, ସ୍କୁଲ କର୍ତ୍ତୃପକ୍ଷଙ୍କୁ ଦାୟୀ କରି ବାପା କହିଲେ…
ଦାରିଙ୍ଗବାଡ଼ି,୩୦ା୧୦(ଅରୁଣ ସାହୁ): କନ୍ଧମାଳ ଜିଲାରେ ବହୁ ଚର୍ଚ୍ଚିତ ପିନ ଗିଳି ସପ୍ତମଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ପରିବାର ପକ୍ଷରୁ ଦାରିଙ୍ଗବାଡ଼ି ଥାନାରେ ଗୁରୁବାର ଅପରାହ୍ନରେ ଲିଖିତ ଅଭିଯୋଗ ହୋଇଛି। ତାଙ୍କ ପୁଅ ମୃତ୍ୟୁ ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଶିକ୍ଷୟିତ୍ରୀ/ଶିକ୍ଷକ...
ଦାରିଙ୍ଗବାଡ଼ିକୁ ଛୁଟୁଛି ପର୍ଯ୍ୟଟକଙ୍କ ସୁଅ, କୋହଲା ପାଗରେ ବୁଲି ନେଉଛନ୍ତି ମଜା
ଦାରିଙ୍ଗବାଡ଼ି,୩୦ା୧୦(ଅରୁଣ ସାହୁ): ଆସିଲା ପର୍ଯ୍ୟଟନ ଋତୁ। ଧିରେ ଧିରେ ପାହାନ୍ତିଆରେ ଶୀତ ପଡ଼ିବା ସହ କାକର ପଡୁଛି। ଅନ୍ୟ ଜିଲା ଅପେକ୍ଷା ଦାରିଙ୍ଗବାଡ଼ିକୁ ପ୍ରଥମ ପସନ୍ଦ କରିଥାନ୍ତି ପର୍ଯ୍ୟଟକ। ଏହି କ୍ରମରେ ଏବେ ପର୍ଯ୍ୟଟକ ଦାରିଙ୍ଗବାଡ଼ି ମୁହାଁ ହେଉଛନ୍ତି। ଯଦିଓ...
ଡୁଲୁରୀ ପୋଲ ନିକଟରେ ବାଇକ ଦୁର୍ଘଟଣା: ଗୁରୁତରଙ୍କ ପାଇଁ ସ୍ବାସ୍ଥ୍ୟକେନ୍ଦ୍ରରେ ଶଯ୍ୟା ମିଳୁନି,ତଳେ ରଖି…
ଦାରିଙ୍ଗବାଡି, ୨୯।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡୁଲୁରୀ ପୋଲ ନିକଟରେ ପୁଣି ଏକ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣ ବାଇକ ଆରୋହୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଜଣେ ଗୁରୁତର ଅଛନ୍ତି। ...
ବାତ୍ୟା ‘ମୋନ୍ଥା’ ଯିବା ପରେ ମଶା ଉପଦ୍ରବ ବୃଦ୍ଧି: ଚିନ୍ତାରେ ଜନସାଧାରଣ, ମ୍ୟାଲେରିଆ ହେବା ଆଶଙ୍କା…
ଦାରିଙ୍ଗବାଡି, ୨୯।୧୦ (ଅରୁଣ ସାହୁ ): ବାତ୍ୟା “ମୋନ୍ଥା”ର ପ୍ରଭାବରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ୨ ଦିନ ଧରି ବର୍ଷା ଲାଗି ରହିଥିଲା। ବୁଧବାର ବର୍ଷା ଛାଡିବା ପରେ ଅପରାହ୍ନଠାରୁ ମଶା ବୃଦ୍ଧି ପାଇଛି। ବଜାର, ଛକ, ଡ୍ରେନ ରହିଥିବା...
ସମାଜରେ ବଡ଼ ବିପଦ ସୃଷ୍ଟି କରିଛି ସାଇବର ଠକେଇ, ଏଥିରୁ ରକ୍ଷା ପାଇବା ପାଇଁ…
ଜି.ଉଦୟଗିରି,୨୯/୧୦(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଅତ୍ୟାଧୁନିକ ଯୁଗରେ ସମାଜ ପାଇଁ ସାଇବର ଠକେଇ ନାମରେ ଏକ ବଡ଼ ବିପଦ ସୃଷ୍ଟି ହୋଇଛି ଯାହା ଦ୍ୱାରା ସାଧାରଣ ଜନତାଙ୍କ ଧନ, ଜୀବନ ଓ ସମ୍ମାନ ହାନି ହେଉଛି। ବିଭିନ୍ନ ଉପାୟରେ ସାଇବର...
ଟଳିଲା ବିପଦ, ପାଗରେ ପରିବର୍ତ୍ତନ: ବାତ୍ୟାରେ ହୋଇନି କୌଣସି କ୍ଷୟକ୍ଷତି
ଦାରିଙ୍ଗବାଡି, ୨୯।୧୦ (ଅରୁଣ ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ମୋନ୍ଥା’ ଦୁର୍ବଳ ହୋଇଛି। ବୁଧବାର ଭୋର ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ରହିଥିବାବେଳେ ସକାଳ ୧୦ଟା ପରେ ସୂର୍ଯ୍ୟଙ୍କୁ ଦେଖିବାକୁ ମିଳିଛି। ଖରା ଆଉ କେତେବେକେ ପାଗ ମେଘୁଆ ହେଉଥିବାବେଳେ...
ଜି.ଉଦୟଗିରିରେ ମୋନ୍ଥାର ପ୍ରଭାବ: ଜାରି ରହିଛି ବର୍ଷା ପବନ
ଜି.ଉଦୟଗିରି,୨୯ା୧୦(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଅକ୍ଟୋବର ମାସଟି ବାତ୍ୟା ମାସ ଭାବେ ପରିଚିତ। ଚଳିତବର୍ଷ ମଧ୍ୟ ସରକାରୀ ପାଣିପାଗ ବିଭାଗର ଆକଳନ ଓ ସୂଚନା ଅନୁସାରେ ଅକ୍ଟୋବର ମାସର ଶେଷଆଡ଼କୁ ବାତ୍ୟା ନେଇ ଅନୁମାନ କରାଯାଉଥିଲା। ଯାହା ସଠିକ୍ ରହିଛି...
ବାତ୍ୟା ‘ମୋନ୍ଥା’ ଆସିବା ପୂର୍ବରୁ ବିଦ୍ୟୁତ ସେବା ଅଚଳ: ଉପଭୋକ୍ତା ହଟହଟା
ଦାରିଙ୍ଗବାଡି, ୨୮।୧୦(ଅରୁଣ ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ମୋନ୍ଥା’ର ବଡ଼ ପ୍ରଭାବ ଆସିବା ପୂର୍ବରୁ ବିଦ୍ୟୁତ ସେବା ଅଚଳ। ଗତକାଲିଠାରୁ ବାତ୍ୟାର ପ୍ରଭାବ ସାମାନ୍ୟ ଭାବେ ପବନ ବୋହିବା ସହ ଝିପିଝିପି ବର୍ଷା ଲାଗିରହିଛି। ତେବେ ଏହାଠାରୁ ଅଧିକା...
କୁମ୍ଭାରିପଦରରେ ଜିଲାପାଳ-ଉପଜିଲାପାଳ: ସ୍ଥିତି ପରଖିଲା ଜିଲ୍ଲା ପ୍ରଶାସନ
ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା “ମାନ୍ଥା”କୁ ନେଇ ତତ୍ପରତା ହୋଇଛି ଜିଲ୍ଲା ପ୍ରଶାସନ। ଅତି ଦୁର୍ଗମ ହାତୀମୁଣ୍ଡା ପଞ୍ଚାୟତର କୁମ୍ଭାରିପଦର ଗ୍ରାମରେ ଅପରାହ୍ନରେ କନ୍ଧମାଳ ଜିଲାପାଳ ବେଦ ଭୂଷଣ, ବାଲିଗୁଡା ଉପଜିଲାପାଳ ପ୍ରଣୀତା ଦାସ ପହଞ୍ଚି...
ବାତ୍ୟାକୁ ନେଇ କଳିଙ୍ଗା ଘାଟି ସିଲ୍ କଲା ପ୍ରଶାସନ, ଭୂସ୍ଖଳନ ଆଶଙ୍କା କରି…
ଜି.ଉଦୟଗିରି,୨୭।୧୦(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ) : ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ କୁ ନେଇ କନ୍ଧମାଳ ଜିଲା କଳିଙ୍ଗା ଘାଟି ରାସ୍ତାକୁ ଜିଲାପାଳ ବେଶଭୂଷଣ ୩ ଦିନ ପାଇଁ ସମ୍ପୂର୍ଣ୍ଣ ସିଲ୍ କରିଥିବା ସୂଚନା ମିଳିଛି। ପାଣିପାଗ ବିଭାଗର ସୂଚନା ଅନୁସାରେ,...
ବିପଦରେ ଦାରିଙ୍ଗବାଡି-ସୋରଡ଼ା ଘାଟି: ଚିନ୍ତା ବଢାଉଛି ମୋନ୍ଥା
ଦାରିଙ୍ଗବାଡି, ୨୭।୧୦ (ଅରୁଣ ସାହୁ )-ସାମୁଦ୍ରିକ ଝଡ଼ ତଥା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ମୋନ୍ଥା’ର ପ୍ରଭାବରେ ସୋମବାର ଦାରିଙ୍ଗବାଡି ଅଞ୍ଚଳରେ ବର୍ଷା ଓ ପବନ ଆରମ୍ଭ ହୋଇଯାଇଛି। ତେବେ କନ୍ଧମାଳ ଜିଲାରେ ମଙ୍ଗଳବାର ଏହାର ପ୍ରଭାବ ଅଧିକା ରହିବ...
Archives


