ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ
ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ ରାତିରେ ପୁଣି ଯାତାୟାତ ବାଧାପ୍ରାପ୍ତ ହୋଇଛି। ଘାଟିର ଦୁଇ ନମ୍ବର ବୁଲାଣି ରାସ୍ତାରେ…
‘ଏକ ପେଡ୍ ମା’ କେ ନାମ୍’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ
ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ବିନୋଦ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ…
ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!
ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର ଜଳଧାରଣ କ୍ଷମତା ଶୀର୍ଷରେ ପହଞ୍ଚି ସାରିଥିବାରୁ ବନ୍ୟା ନିୟନ୍ତ୍ରଣ ଓ ଜଳାଶୟର ସୁରକ୍ଷା…
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା
ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର କାରଣ ପାଲଟିଛି। ଉଚ୍ଚଶବ୍ଦରେ ଦୀର୍ଘ ସମୟ ଧରି ଡିଜେ ବାଜିବା ଯୋଗୁଁ ବୟସ୍କ,…
ବସ୍ଷ୍ଟାଣ୍ଡରୁ ବାଘ ଛାଲ ଜବତ
ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ ଥାନା ଅନ୍ତର୍ଗତ ରତଙ୍ଗ ଗାଁର ଉତ୍ତମ ମାଝୀ। କେସ୍ ନଂ. ୪୩/୨୬ ଅଧିକ…
ବ୍ରାହ୍ମଣୀଗାଁରେ ‘ଏକ୍ ପେଡ୍ ମା କେ ନାମ୍’ କାର୍ଯ୍ୟକ୍ରମ, ୭୬ କିସମର ଚାରା ରୋପଣ କରି…
ବ୍ରାହ୍ମଣୀଗାଁ,୧୮ା୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀଗାଁ ବନାଞ୍ଚଳ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିବସ ଉପଲକ୍ଷେ ‘ଏକ ପେଡ୍ ମା ’ କେ ନାମ୍’ କର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଖେଳ ପଡ଼ିଆ ଚତୁଃପାର୍ଶ୍ୱରେ ବନାଞ୍ଚଳ ପକ୍ଷରୁ ୭୬…
ବିଦ୍ୟୁତ୍ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…
ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର ଡାକୁଆ କର୍ତ୍ତା ଭାବେ ପୂଜାର୍ଚ୍ଚନା କରିଥିଲେ। ଆଇଟିଆଇର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀଶିକ୍ଷକମାନେ ଉପସ୍ଥିତ ରହି…
ମା’ ପାଟ୍ଟଖଣ୍ଡା ମନ୍ଦିରରେ ଦୀପ ଜାଳିଲେ ଶତାଧିକ ମହିଳା, ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି…
ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ପାଳନ ଅବସରରେ ଆଶୀର୍ବାଦ ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଆଶୀର୍ବାଦର ଦୀପଟିଏ କାର୍ଯ୍ୟକ୍ରମ ବ୍ଲକ ନୋଡାଲ ଅଫିସର ତଥା ବିଡିଓ ପ୍ରୀତିରଞ୍ଜନ ରଥଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା। ଭାରତ ସରକାର…
ଅଳିଆଗଦାରେ ପୂରିଛି ସିମନବାଡ଼ି, ଯାତାୟାତବେଳେ ନାକ ଟେକୁଛନ୍ତି ପର୍ଯ୍ୟଟକ, ମାସିକ ବୈଠକରେ…
ଦାରିଙ୍ଗବାଡ଼ି,୧୬ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଅନ୍ୟତମ ପର୍ଯ୍ୟଟକଙ୍କ ଯାତାୟାତ ସ୍ଥାନ ସିମନବାଡ଼ି ପଞ୍ଚାୟତ ଅଞ୍ଚଳ ଏବେ କୁଢ଼କୁଢ଼ ଅଳିଆ ଗଦାରେ ପୁତ୍ତିମୟ ଗନ୍ଧରେ ନାକ ଫାଟୁଛି। ପ୍ରକାଶ ଯେ, ସିମନବାଡ଼ିର ଏସ୍ବିଆଇ ଶାଖା ସମ୍ମୁଖ ଏବଂ ଜନଜାତି ହାଟ…
କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ
ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ କାଜୁରିପାଙ୍ଗା ଗ୍ରାମର ବେର୍ନିଜିତା ନାୟକ…
ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ
ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି । ଏହାକୁ ଦୃଷ୍ଟିରେ ରଖି ଦାରିଙ୍ଗବାଡି ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ନେତୃତ୍ୱରେ…
ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର
ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ ଅନୁସୂଚିତ ଜନଜାତି ଓ ଜାତି, ପଛୁଆ ବର୍ଗର ଜନ ବସତି ରହିଛି ।…

