୨ ପଞ୍ଚାୟତର ୬୩ ହିତାଧିକରୀଙ୍କୁ ଜଙ୍ଗଲ ଜମିପଟ୍ଟା ବଣ୍ଟନ
ଖଜୁରୀପଡ଼ା, ୨୮।୩( ବିଦୁର ବେହେରା): ଖଜୁରୀପଡ଼ା ତହସିଲ କାର୍ଯ୍ୟାଳୟରେ ବ୍ୟକ୍ତିଗତ ଏବଂ ଗୋଷ୍ଠୀଗତ ଜଙ୍ଗଲ ଜମିପଟ୍ଟା ବଣ୍ଟନ କରାଯାଇଛି। ନୂଆଁ ଗାଁ ପଞ୍ଚାୟତର ବାଳିଶୁଗ୍ରି, ବରେଗୁଡ଼ା ଏବଂ ଦଳ ପଡା ପଞ୍ଚାୟତର ଡାଞ୍ଜୁ ଗାଁର ୬୩ଜଣ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା…
ଲାଞ୍ଚ ମାମଲାରେ ଡାକ୍ତରଙ୍କୁ ୩ ବର୍ଷ ଜେଲ
ଫୁଲବାଣୀ,୨୮।୩(ରାକେଶ କୁମାର ରାଉତ): ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ବିଚାରପତି ସମର ବିଳାସ ବେହେରା ଶୁକ୍ରବାର ଏକ ଲାଞ୍ଚ କାରବାର ମାମଲାରେ ଜଣେ ଡାକ୍ତରଙ୍କୁ ଦୋଷୀ ସାବ୍ୟସ୍ତ କରି ୩ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ଜରିମାନା…
ହଜି ଯାଉଥିବା ପାରମ୍ପରିକ ଖାଦ୍ୟ, ବାଦ୍ୟଯନ୍ତ୍ରର ପୁନରୁଦ୍ଧାର ପାଇଁ ପ୍ରୟାସ
ଦାରିଙ୍ଗବାଡ଼ି,୨୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଜାଗୃତି କାର୍ଯ୍ୟାଳୟ ପରିସର ମଧ୍ୟରେ ଜନଜାତି ସମ୍ମିଳନୀ-୨୦୨୫ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଦୀପ ମଲିକ ମଞ୍ଚ ପରିଚାଳନା କରିଥିବାବେଳେ ବସନ୍ତ ମହାନ୍ତି, ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟ, ପୂର୍ବତନ ବ୍ଲକ…
ବାଇକ୍ ଦୁର୍ଘଟଣାରେ ଜଣଙ୍କ ଜୀବନ ଗଲା, ଜଣେ ଆହତ
ତୁମୁଡ଼ିବନ୍ଧ,୨୮ା୩(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ଓ ରାୟଗଡ଼ା ଜିଲା ସଂଯୋଗ କରୁଥିବା ଝିରିପାଣିଠାରୁ ଅମ୍ବାଦୋଳା ରାସ୍ତାର ବର ଗାଁ ଘାଟି ତଳେ ଏକ ବାଇକ୍ ଦୁର୍ଘଟଣାରେ ଜଣେ ମୃତ ଆଉ ଜଣେ ଆହତ ହୋଇଥିବା ଖବର ଶୁକ୍ରବାର ଜଣାପଡ଼ିଛି। ସେମାନେ…
‘ଶିକ୍ଷକ-ଅଭିଭାବକଙ୍କ ମଧ୍ୟରେ ସମନ୍ବୟ ରହିଲେ ବିଦ୍ୟାର୍ଥୀଙ୍କ ବିକାଶ ହେବ’
ଦାରିଙ୍ଗବାଡ଼ି,୨୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ‘ଆମେ ଜାଣିବା, ଆମେ ଜିଣିବା’ ସମ୍ପର୍କରେ ଆଲୋଚନା ହୋଇଥିଲା। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଦାରିଙ୍ଗବାଡ଼ି ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା ଯୋଗଦେଇଥିବା ବେଳେ ମୁଖ୍ୟ…
ଶିଳ୍ପ ବିହୀନ କନ୍ଧମାଳରେ ଗ୍ରାଫାଇଟ୍ ସନ୍ଧାନ: ଭୂତତ୍ତ୍ୱବିତ୍ଙ୍କ ଦ୍ୱାରା ସର୍ଭେ କାର୍ଯ୍ୟ ଜୋରଦାର
ଦାରିଙ୍ଗବାଡ଼ି,୨୮ା୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍ ହାତୀମୁଣ୍ଡା ପଞ୍ଚାୟତର ବିଜାଲି ଏବଂ କୁମ୍ଭାରିପଦର ଅଞ୍ଚଳରେ ଗ୍ରାଫାଇଟ୍ର ସନ୍ଧାନ ମିଳିଛି। ଏହାକୁ ନେଇ ବ୍ରହ୍ମପୁରରୁ ଭୂତତ୍ତ୍ୱବିତ୍ ବୈଜ୍ଞାନିକମାନେ ସର୍ଭେକୁ ଜୋରଦାର କରିଛନ୍ତି। ପ୍ରାୟ ୦.୨୫ ସ୍କୋୟାର କିଲୋମିଟର ସ୍ଥାନକୁ ଏବେ ମାପ କରାଯାଇ…
ହାତୁଡ଼ିରେ ପିଟି ବାପାଙ୍କୁ ହତ୍ୟା କଲେ ପୁଅ
ଫୁଲବାଣୀ/ଫିରିଙ୍ଗିଆ,୨୭ା୩(ରାକେଶ କୁମାର ରାଉତ/ବିମଳ ଦିଗାଲ): କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ପବିଙ୍ଗିଆ ପଞ୍ଚାୟତ ଲାମପଦର ଗାଁରେ ଏକ ଅଭାବନୀୟ ଘଟଣା ଘଟଛି। ବାପା ଡକେଣା ଦିଗାଲଙ୍କୁ ପୁଅ ଜୁରଜ ଦିଗାଲ ନିଶାସକ୍ତ ଅବସ୍ଥାରେ ନିର୍ମମ ଭାବେ ହତ୍ୟା କରିଛନ୍ତି। ସୂଚନା ଅନୁସାରେ,…
ପୁଅ ମୃତ୍ୟୁ ପଛରେ ବାପାଙ୍କ ହାତ: ସାଂଘାତିକ ଅଭିଯୋଗ ଆଣିଲେ ମା’
ଫୁଲବାଣୀ,୨୭।୩(ରାକେଶ କୁମାର ରାଉତ): ଫୁଲବାଣୀ ଟାଉନ ଥାନା ଅନ୍ତର୍ଗତ କେନ୍ଦୁପଦର ସାହିରେ ଜଣେ ନାବାଳକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଜବତ ହୋଇଛି। ସେ ହେଲେ ଅଭିଜିତ୍ ବଗର୍ତ୍ତୀ(୧୫)। ଅଭିଜିତ୍ଙ୍କ ମୃତ୍ୟୁ ପଛରେ ତାଙ୍କ ବାପାଙ୍କ ହାତ ରହିଥିବା ମା’ ଏବଂ ସମ୍ପର୍କୀୟ…
ଋଷିମାଳରେ ମହାବାରୁଣୀ ଯାତ୍ରା: ଯୋଗଦେଲେ ହଜାର ହଜାର ଶ୍ରଦ୍ଧାଳୁ
ଦାରିଙ୍ଗବାଡି,୨୭।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତ ପୀଡ଼ିକାରିପି ଗ୍ରାମ ଅଞ୍ଚଳରେ ଥିବା ପବିତ୍ର ତୀର୍ଥକ୍ଷେତ୍ର ଋଷିମାଳଠାରେ ମହାବାରୁଣୀ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବୁଧବାର ପ୍ରଥମ ଦିନରେ କଳସ ଯାତ୍ରା,ମଣ୍ଡଳାଧୀବାସ, ଅଙ୍କୁରରୋପଣ ଆଦି କରାଯାଇ ଶୁଭାରମ୍ଭ କରାଯାଇଥିଲା। ସନ୍ଧ୍ୟାରେ…
ବାପାଙ୍କ ସହ ଯୁକ୍ତିତର୍କ ପରେ ଫ୍ୟାନ୍ରେ ଝୁଲି ପଡ଼ିଲେ ନାବାଳକ
ଫୁଲବାଣୀ, ୨୭।୩(ରାକେଶ କୁମାର ରାଉତ)-କନ୍ଧମାଳ ଜିଲା ଫୁଲବାଣୀ ଟାଉନ ଥାନା ଅନ୍ତର୍ଗତ କେନ୍ଦୁପଦର ଅଞ୍ଚଳରେ ବୁଧବାର ଜଣେ ନାବାଳକଙ୍କ ମୃତଦେହ ସନ୍ଦେହ ଜନକ ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତକଜଣଙ୍କ ହେଲେ କେନ୍ଦୁପଦରର ଅଭିଜିତ ବଗର୍ତ୍ତି। ସେ ଏଜେଓ ହାଇସ୍କୁଲରେ ପାଠ ପଢୁଥିଲେ…
ବ୍ଲକ କାର୍ଯ୍ୟାଳୟରେ ଶୁଦ୍ଧ ପାନୀୟଜଳର ବ୍ୟବସ୍ଥା କଲେ BDO
ଦାରିଙ୍ଗବାଡି, ୨୬ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଦୀର୍ଘ ବର୍ଷ ପରେ ଲୋକଙ୍କ ସମସ୍ୟାର ସମାଧାନ ହୋଇଛି। କାର୍ଯ୍ୟାଳୟକୁ ଆସୁଥିବା ଲୋକଙ୍କୁ ପିଇବାପାଣି ମିଳୁନଥିଲା ଫଳରେ କାର୍ଯ୍ୟାଳୟକୁ ଆସୁଥିବା ଲୋକ ପାଣି ପାଇଁ ଡହଳ ବିକଳ ହେଉଥିଲେ।…
ମକା-ଟମାଟୋ ଚାଷ କରି ଲକ୍ଷପତି ହେଲେ ପୂର୍ବତନ ବ୍ଲକ ଉପାଧ୍ୟକ୍ଷା
ଦାରିଙ୍ଗବାଡି, ୨୬।୩ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ର ବାସିନ୍ଦା ଜଣେ ମହିଳା ଚାଷୀ ଆଜି ମକା ଓ ଟମାଟୋ ଚାଷ କରି ଲକ୍ଷାଧିକ ଟଙ୍କା ରୋଜଗାର କରି ଜଣେ ସଫଳ ଚାଷୀ ଭାବେ ପରିଚୟ ସୃଷ୍ଟି କରିଛନ୍ତି।…

