କନ୍ଧମାଳ

ଦାରିଙ୍ଗବାଡି-କଟକ ସରକାରୀ ବସକୁ ନେଇ ବଢୁଛି କ୍ରେଜ: ଓକିଲ ସଙ୍ଘ ସେଲ୍ଫି ନେବା ଭିଡିଓ ଭାଇରାଲ

ଦାରିଙ୍ଗବାଡି, ୨୪ ।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଦୀର୍ଘ ଦିନର ଅଭାବକୁ ପୁରଣ କରିଛନ୍ତି ରାଜ୍ୟ ସରକାର। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ବଢିଛି ଉତ୍ସାହ। ପ୍ରକାଶ ଯେ, କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ହେଡ଼ କ୍ୱାଟରଠାରୁ…

ଟିକାବାଲି ଅଞ୍ଚଳରେ ଚାଞ୍ଚଲ୍ୟ, ବିଲ ଭିତରେ ଯୁବକଙ୍କ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର

ଫୁଲବାଣୀ, ୨୫।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଟିକାବାଲି ଥାନା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଛି। ହତ୍ୟାକାରୀ ତାଙ୍କ ମୁଣ୍ଡ କାଟି ନେଇ ପଳେଇଛନ୍ତି। ମୃତ ଯୁବକ ହେଲେ ବଡ଼ିମୁଣ୍ଡା ଅଞ୍ଚଳର ବରସାହିର ପବିତ୍ର ପ୍ରଧାନ (୪୫)। ମିଳିଥିବା ସୂଚନା…

୩୬ ଅଭିଯୋଗ ଶୁଣିଲେ ଜିଲାପାଳ

ରାଇକିଆ,୨୪ା୩ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ କାର୍ଯ୍ୟାଳୟ ଠାରେ ସୋମବାର ଜିଲାପାଳ ଅମ୍ରିତ ଋତୁରାଜ ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି। ସମୁଦାୟ ୩୬ ଟି ଅଭିଯୋଗର ଶୁଣାଣି ହୋଇଥିଲା। ସେଥି ମଧ୍ୟରୁ ୧୯ଟି ବ୍ୟକ୍ତିଗତ ଏବଂ ୧୭ଟି ସାମୁହିକ…

ଦାରିଙ୍ଗବାଡିରୁ କଟକ ଚାଲିଲା ଶୀତତାପ ନିୟନ୍ତ୍ରଣ ବସ: ପ୍ରଥମଥର ମିଳିଲା ଏହି ସୁବିଧା

ଦାରିଙ୍ଗବାଡି, ୨୪।୩ (ଅରୁଣ ସାହୁ)- ଅଞ୍ଚଳର ଦୀର୍ଘ ଦିନର ଅଭାବକୁ ପୂରଣ କଲେ ରାଜ୍ୟ ସରକାର। ସୋମବାରଠାରୁ ଦାରିଙ୍ଗବାଡିରୁ କଟକକୁ ଶୀତତାପ ନିୟନ୍ତ୍ରଣ ସୁବିଧା ରହିଥିବା ସରକାରୀ ଯାତ୍ରୀବାହୀ ବସ ସୋମବାରଠାରୁ ଯାତାୟାତ କରିଛି । ମିଳିଥିବା ସୂଚନା ପ୍ରକାରେ ସୋମବାର…

ନାଚ ଚାଲିଥିବା ବେଳେ କଳାକାର ଅସୁସ୍ଥ: ମେଡିକାଲରେ ମୃତ୍ୟୁ

ବାଲିଗୁଡା,୨୪।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କେ.ନୂଆଗାଁ ବ୍ଲକ କୁଡୁତୁଲି ପଞ୍ଚାୟତରେ ରାମାୟଣ ନାଟକ ଚାଲିଥିବା ବେଳେ ମଞ୍ଚରେ କଳାକାରଙ୍କ ଉଡ଼ିଗଲା ଜୀବନ l ଯଜ୍ଞ ପାଇଁ ଗ୍ରାମର ଯୁବକ ସଂଘ ପକ୍ଷରୁ ନାଟକ ଆୟୋଜନ କରାଯାଇଥିଲା…

କାଠ ସହ ପିକଅପ୍‌ ଭ୍ୟାନ୍‌ ଜବତ, ଚାଲାଣକାରୀ ମାରିଲେ ଚମ୍ପଟ୍‌

ବାଲିଗୁଡ଼ା,୨୪।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗଡ଼ା ବନଖଣ୍ଡ ଅଧୀନ କୋଟଗଡ଼ ବନାଞ୍ଚଳ ଅଭୟାରଣ୍ୟ ମଧୁଗୁଡ଼ା ନିକଟରେ ବନବିଭାଗର ପାଟ୍ରୋଲିଂ ବେଳେ ସାଇଜ୍‌ କାଠ ସହ ଏକ ପିକଅପ୍‌ ଭ୍ୟାନ୍‌ ଧରାପଡିଛି। ଜବତ ହୋଇଥିବା କାଠର ଆନୁମାନିକ ମୂଲ୍ୟ ଦେଢ଼ଲକ୍ଷ ଟଙ୍କା…

ଉପଖଣ୍ଡସ୍ତରୀୟ ଉତ୍କଳ ଦିବସ ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ

ବାଲିଗୁଡ଼ା,୨୪।୩(ସଞ୍ଜୟ କୁମାର ପାଣିଗ୍ରାହୀ): ୧୯୩୬ ଅପ୍ରିଲ ୧ ତାରିଖ ଦିନ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠିତ ହୋଇଥିଲା। ଉକ୍ତ ଦିବସକୁ ଉତ୍କଳ ଦିବସ ଭାବେ ଓଡ଼ିଶାର ପୁରପଲ୍ଲୀରେ ପ୍ରତିବର୍ଷ ପାଳନ କରାଯାଉଛି। ଚଳିତ ବର୍ଷ କିପରି ଧୂମ୍‌ଧାମରେ ଉତ୍କଳ ଦିବସ ପାଳନ…

ଶଙ୍କରଙ୍କ ଦର୍ଶନ ପାଇଁ ଚାରିଧାମ ସାଇକେଲ ଯାତ୍ରାରେ ବାହାରିଲେ ଯୁବକ ଶଙ୍କର

ଦାରିଙ୍ଗବାଡ଼ି,୨୪ା୩(ଅରୁଣ ସାହୁ): ଶଙ୍କରଙ୍କ ଦର୍ଶନ ପାଇଁ ଶଙ୍କର ବାହାରିଛନ୍ତି ସେ ବି ସାଇକଲରେ। ଏଭଳି ଘଟଣା ଦେଖିବାକୁ ମିଳିଛି ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଲୋହରା ସାହିରେ। ଉକ୍ତ ସାହିର ବୈକୁଣ୍ଠନାଥ ସାହୁଙ୍କ ୨୩ ବର୍ଷୀୟ…

ବର୍ଷା ପାଣିରେ ଉବୁଟୁବୁ ମାର୍କେଟ

ଜି.ଉଦୟଗିରି,୨୨ା୩ (ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଅଦିନିଆ ବର୍ଷା ଯୋଗୁ ରାସ୍ତା ଘାଟ ଅବସ୍ଥା ବେହାଲ ହୋଇଥିବା ବେଳେ ଭଞ୍ଜ ମାର୍କେଟ କମ୍ପ୍ଲେକ୍ସ ବର୍ଷା ପାଣିରେ ଉବୁଟୁବୁ ହୋଇଛି। ଡ୍ରେନେଜ ବ୍ୟବସ୍ଥା ଠିକ୍‌ ନ ଥିବା ବେଳେ ବର୍ଷା ଜଳ ନିଷ୍କାସନରେ…

ପୋଲରେ ପିଟିହେଲା ସ୍କୁଟି : ୨ ମୃତ, ୨ ଆହତ

ଜି.ଉଦୟଗିରି,୨୧ା୩(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି କଳିଙ୍ଗା ରାଜ୍ୟ ରାଜପଥ କଳିଙ୍ଗା ପଞ୍ଚାୟତ ଅନ୍ତର୍ଗତ ରାଇପଦା ଛକ ନିକଟ ଏକ ପୋଲରେ ସ୍କୁଟି ପିଟିହୋଇ ଦୁର୍ଘଟଣା ଘଟିଛି। ସୂଚନାନୁସାରେ, କଳିଙ୍ଗା ଡୁଗୁଡ଼ିପାରି ଗ୍ରାମର ବାପି ଚନ୍ଦ୍ର ସାହୁ ଏକ ସ୍କୁଟି…

ସକାଳୁ ସକାଳୁ ମହୁଲ ଫୁଲ ସଂଗ୍ରହ କରିବାରେ ବ୍ୟସ୍ତ ଲୋକେ

ଖଜୁରୀପଡ଼ା, ୨୧।୩ (ବିଦୁର ବେହେରା): ଆସିଛି ଫଗୁଣ ମାସ ସମସ୍ତଙ୍କ ମନରେ ଆନନ୍ଦ ଉଲ୍ଲାସ ଦେଖାଯାଉଛି। ଏହି ମାସରେ ମହୁଲ ଗଛରେ ମହୁଲ ଫୁଲ ହୋଇ ଝଡି ପଡେ। ଏହି ମହୁଲ ଫୁଲ ସଂଗ୍ରହ କରିବା ପାଇଁ ଆଦିବାସୀ ମନରେ ଆଗ୍ରହ…

୨୬ଘଣ୍ଟା ପରେ ଅନଶନ ଭାଙ୍ଗିଲେ ସମବାୟ ସମିତି ବୋର୍ଡ ସଭ୍ୟାସଭ୍ୟ

ଦାରିଙ୍ଗବାଡ଼ି,୨୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବୃହଦାଗାର ସମବାୟ ସମିତି ଲିଃର ବୋର୍ଡ ସଦସ୍ୟମାନେ ବିଭିନ୍ନ ଦାବି ନେଇ ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ସକାଳଠାରୁ ଅନଶନରେ ବସିଥିଲେ। ତେବେ ଲିଖିତ ପ୍ରତିଶ୍ରୁତି ପାଇବା ପରେ ସଭ୍ୟାସଭ୍ୟମାନେ ୨୬ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?