କନ୍ଧମାଳ

ବନାଞ୍ଚଳରେ ବେଧଡ଼କ ଚାଲିଛି ଜଙ୍ଗଲ କଟା, ବନବିଭାଗ ଚୁପ୍‌

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ବେଧଡ଼କ ଚାଲିଛି ଜଙ୍ଗଲ କଟା। ଏବେ ଚାରିଆଡ଼େ ଜଙ୍ଗଲ ଏକ ପ୍ରକାର ବିପଦରେ ପଡ଼ିଥିବାବେଳେ ବନାଞ୍ଚଳର କର୍ମଚାରୀ ନୀରବଦ୍ରଷ୍ଟା ସାଜିଛନ୍ତି। ଜଙ୍ଗଲ ଆଉ ପାହାଡ଼ ଲଣ୍ଡା ହେବାରେ ଲାଗିଛି। ବଡ଼ବଡ଼ ଶାଳ ଗଛ…

ଶିଶୁକନ୍ୟାଙ୍କୁ ବଳାତ୍କାର, ଯୁବକ ଗିରଫ

ଫୁଲବାଣୀ,୧୭ା୪ (ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ୍‌ ଗୋଚ୍ଛାପଡ଼ା ଥାନା ଅଞ୍ଚଳରେ ଜଣେ ୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଛି। ଏହି ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଅନନ୍ତ…

ବସା ପୋଡ଼ାଯିବା ସତ୍ତ୍ୱେ ମୁଣ୍ଡବିନ୍ଧାର କାରଣ ପାଲଟିିଛନ୍ତି ମହୁମାଛି, ବନ ବିଭାଗକୁ ଚିଠି ଲେଖିଲେ ବିଡିଓ

ଦାରିଙ୍ଗବାଡି,୧୬।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ସେବାଶ୍ରମରେ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ ଘଟଣା ଚିନ୍ତାର ବିଷୟ ପାଲଟିଥିଲା। ତେବେ ବୁଧବାର ମଧ୍ୟ ମହୁମାଛି ସେବାଶ୍ରମ ପରିସର ମଧ୍ୟରେ ଘୁରି ବୁଲୁଥିବା ଦେଖାଯାଇଛି। ଘଟଣା ଘଟିବା ଦିନ ବିଳମ୍ବିତ…

ସେବାଶ୍ରମରେ ଏବେ ବି ଘୁରିବୁଲୁଛି ମହୁମାଛି: ଆତଙ୍କିତ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ସେବାଶ୍ରମରେ ମଙ୍ଗଳବାର ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ କରିଥିଲେ। ବୁଧବାର ମଧ୍ୟ ସେଠାରେ ପ୍ରାୟ ପଚାଶରୁ ଷାଠିଏ ମହୁମାଛି ଘୁରି ବୁଲୁଛନ୍ତି। ଫଳରେ ଭୟ ଓ ଆତଙ୍କିତ ଅବସ୍ଥାରେ…

ଡ୍ରେନକୁ ଜାମ କଲା ଅଳିଆ ଆବର୍ଜନା: ନାକ ଟେକିଲେ ପର୍ଯ୍ୟଟକ

ଦାରିଙ୍ଗବାଡି,୧୬/୪ (ଅରୁଣ ସାହୁ)-ଦାରିଙ୍ଗବାଡି ଏବେ ଅଳିଆ ଆବର୍ଜନା ଆଉ ପୁତ୍ତିମୟ ଗନ୍ଧରେ ନାକ ଫାଟୁଛି। ପର୍ଯ୍ୟଟକ ଆଉ ଦାରିଙ୍ଗବାଡିକୁ ନା କହିବା ଆରମ୍ଭ କଲେଣି । ଅଳିଆ ଆବର୍ଜନା, ବର୍ଜ୍ୟବସ୍ତୁ, ଅଇଁଠା ଖଲିପତ୍ର, ପ୍ଲାଷ୍ଟିକ, ପଲିଥିନ ଯୁଆଡେ ଦେଖିବେ କୁଢ଼ କୁଢ଼…

ନାରୀ ନିର୍ଯାତନା-ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦ: ଦାରିିଙ୍ଗବାଡ଼ିରେ କଂଗ୍ରେସର ମଶାଲ ଶୋଭାଯାତ୍ରା

ଦାରିଙ୍ଗବାଡି,୧୫।୪ (ଅରୁଣ ସାହୁ)- ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ଓ ରନ୍ଧନ ଗ୍ୟାସର ଦରବୃଦ୍ଧି ପ୍ରତିବାଦରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କଂଗ୍ରେସ ପକ୍ଷରୁ ମଶାଲ ଶୋଭାଯାତ୍ରା କରାଯାଇ ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଦିନକୁ ଦିନ ରାଜ୍ୟରେ ମହିଳାଙ୍କୁ…

ତୁମୁଡ଼ିବନ୍ଧରେ ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ତୁମୁଡ଼ିବନ୍ଧ,୧୫।୪(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ସଭାଗୃହରେ ମଙ୍ଗଳବାର ପୂର୍ବାହ୍ନରେ କନ୍ଧମାଳ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ତୁମୁଡିବନ୍ଧ ବ୍ଳକର ୧୧ ଗୋଟି ପଞ୍ଚାୟତରୁ ଲୋକମାନେ ଆସି ଜିଲାପାଳ ଅମୃତ…

ତାଣ୍ଡବ ରଚିଲା କାଳବୈଶାଖୀ: ଏକାଧିକ ଘର ଛପର ଉଡିଲା

ଦାରିଙ୍ଗବାଡି, ୧୫।୪ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ରେ ପ୍ରବଳ ଝଡ଼ ତୋଫାନ ସହ ବିଜୁଳି ଏବଂ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି।ଫଳରେ ଏକାଧିକ ସ୍ଥାନରେ ଘର ଛପର ଉଡିବା ସହ ଦୋକାନ ଗୃହ ଭାଙ୍ଗିଛି।…

ସେବାଶ୍ରମ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ: ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ କାମୁଡିଲା, ୪ ଗୁରୁତର

ଦାରିଙ୍ଗବାଡି, ୧୫।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତରେ ଥିବା ସେବାଶ୍ରମରେ ମହୁମାଛି ଆକ୍ରମଣରେ ପ୍ରାୟ ୪୦ରୁ ଉର୍ଦ୍ଧ ଛାତ୍ରୀଛାତ୍ର ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି ବୋଲି ଚିକିତ୍ସା କରୁଥିବା…

ମେରୁ ଯାତ୍ରା ଦେଖି ଫେରୁଥିବାବେଳେ ଦୁର୍ଘଟଣା: ୭ ଗୁରୁତର

ଦାରିଙ୍ଗବାଡି, ୧୫।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କିରିକୁଟି ପଞ୍ଚାୟତ ମୁଣ୍ଡାନାଜୁ ଗ୍ରାମର ଜାତୀୟ ରାଜପଥ ଉପରେ ଏକ ଯାତ୍ରୀବାହୀ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇ ପ୍ରାୟ ୧୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରାୟ ୭ ଜଣ ଗୁରୁତର…

ଝିପିଝିପି ବର୍ଷାରେ ବିଦ୍ୟୁତ କାଟ: ଘଣ୍ଟାଘଣ୍ଟା ଧରି ଅନ୍ଧାରରେ ଅଞ୍ଚଳବାସୀ 

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ ): ସାମାନ୍ୟ ଝିପିଝିପି ବର୍ଷାରେ ଘଣ୍ଟାଘଣ୍ଟା ଧରି ବିଦ୍ୟୁତ୍‌ କାଟ। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ଫିଡ଼ରରେ ଯୋଗାଣ ହେଉଥିବା ବିଦ୍ୟୁତ ସେବାରେ। ଉକ୍ତ ଫିଡର ଉପରେ ଶ୍ରାନିକେତା ପଞ୍ଚାୟତ ସମେତ…

ଭାଜପା ପକ୍ଷରୁ ଆମ୍ବେଡକରଙ୍କ ଜୟନ୍ତୀ ପାଳିତ

ରାଇକିଆ,୧୪।୪(ପ୍ରଦୀପ ବେହେରା):କନ୍ଧମାଳ ଜିଲା ରାଇକିଆ ଭାଜପା ତରଫରୁ ବନ ଦୁର୍ଗା କଲ୍ୟାଣ ମଣ୍ଡପଠାରେ ସୋମବାର ବାବା ସାହେବ ଭୀମରାଓ ଆମ୍ବେଡକରଙ୍କର ଜୟନ୍ତୀ ପାଳିତ ହୋଇଯାଇଛି। ମଣ୍ଡଳ ସଭାପତି ସନ୍ତୋଷ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥି ଭାବେ ଏମ୍‌ପି ପ୍ରତିନିଧି ସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?