କନ୍ଧମାଳ

ଦାରିଙ୍ଗବାଡିରେ ଅଭୁଲାସ୍ମୃତି ପଢ଼ି, ବଡିଓଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି,୨୪।୧୦(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ମୁଁ ୨୦୧୪ରେ ଯାଇଥିଲି। ବହୁଦିନ ଧରି ଦାରିଙ୍ଗବାଡିରେ ଉପନିର୍ବାଚନ ପାଇଁ ପ୍ରଚାର କରିଥିଲି। ଗାଁଗାଁ ବୁଲି ଆଦିବାସୀ ଲୋକଙ୍କୁ ଭେଟିଛି, ଅତି ସୁନ୍ଦର ପରିବେଶ ମଧ୍ୟରେ ଲୋକ ବସବାସ କରନ୍ତି। ଦାରିଙ୍ଗବାଡି ବାସିନ୍ଦାଙ୍କ ସ୍ନେହ…

ସୁରକ୍ଷା କର୍ମୀ-ମାଓବାଦୀ ମୁହାଁମୁହିଁ: ଜଣେ ମାଓବାଦୀ ନିହତ

ବାଲିଗୁଡା,୨୫।୧୦ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମିଡ଼ିଆକିଆ ପଞ୍ଚାୟତର ସେସାର ଗାଁ -ଅଡାଙ୍ଗି ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ରହିଥିବା ଗୋଇନ୍ଦା ସୂଚନା ମୁତାବକ, ଶୁକ୍ରବାର ସକାଳୁ ଏସଓଜି ଏବଂ ଡିଏଭିଏଫ ସୁରକ୍ଷା ଯବାନ କୁମ୍ବିଂ ବେଳେ…

ଲୋକାର୍ପିତ ଅପେକ୍ଷାରେ ଡୁଲୁରୀ ପାଇନ୍‌ ବଣ: ସେଲ୍‌ଫି ପଏଣ୍ଟ ହେବ ମୁଖ୍ୟ ଆକର୍ଷଣ

ଦାରିଙ୍ଗବାଡି, ୨୪।୧୦ (ଅରୁଣ ସାହୁ)-ଆସିଲା ପର୍ଯ୍ୟଟନ ଋତୁ । ଧୀରେ ଧୀରେ ଜଳବାୟୁର ପରିବର୍ତ୍ତନ ହେବାରେ ଲାଗିଛି । ବାତ୍ୟା ପାଇଁ ପାଗ ମେଘୁଆ ରହିବା ସହ ଦିନ ଓ ରାତିରେ ଶୀତ ଅନୁଭୁତ ହେଉଛି। ସର୍ବନିମ୍ନ ତାପମାତ୍ରାରେ ହ୍ରାସ ପାଇଛି।…

କନ୍ଧମାଳରେ ଏନ୍‌କାଉଣ୍ଟର: ମାଓବାଦୀ ନିହତ

ବାଲିଗୁଡ଼ା,୨୫।୧୦: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଦାନାଇ ଜଙ୍ଗଲରେ ଶୁକ୍ରବାର ମାଓବାଦୀ ଏବଂ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ମୁତାବକ, ବୁଦାନାଇ ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା…

ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ପଥର ବୋଝେଇ ହାଇଓ୍ବା

ଦାରିଙ୍ଗବାଡ଼ି,୨୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ଅଞ୍ଚଳରେ ଗୁରୁବାର ପଥର ବୋଝେଇ ହାଇଓ୍ବା ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକ ଜଣେ ରହିଥିବାବେଳେ ସେ ଆହତ ହୋଇଛନ୍ତି। ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ନିଆଯାଇଛି।…

ଏହି ଗାଁରେ ପହଞ୍ଚି ତାଜୁବ ହେଲେ ବ୍ଲକ ଅଧ୍ୟକ୍ଷ: ଶୁଣିଲେ ଅଭିଯୋଗ

ଦାରିଙ୍ଗବାଡି, ୨୪ା୧୦(ଅରୁଣ ସାହୁ )-ସ୍ବାଧୀନତାର ୭୫ ବର୍ଷ ପରେ ମଧ୍ୟ କନ୍ଧମାଳ ଜିଲାର ଦାରିଙ୍ଗିବାଡି ବ୍ଲକରେ ଏପରି ଗ୍ରାମ ଅଛି ଯେଉଁଠି ଲୋକେ ଏଯାଏ ମୌଳିକ ସୁବିଧା ସୁଯୋଗ ପାଇନାହାନ୍ତି। ସେଠାରେ ପ୍ରଶାସନ ପହଞ୍ଚତ୍ପାରିନି। ଏହି ଗ୍ରାମଟି ହେଲା ଶିର୍‌କାବର୍ଗ ପଞ୍ଚାୟତର…

ଖେଳୁଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି; ୩ ବର୍ଷର ଶିଶୁଙ୍କ ମୃତ୍ୟୁ ପରେ ଥାନାରେ ଅଭିଯୋଗ କଲେ ପରିବାର

ଦାରିଙ୍ଗବାଡି, ୨୪।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଅଜଣା ଗାଡି ଧକ୍କାରେ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଥାନା ଟେକାବାଡି ଅଞ୍ଚଳର ଆପିନ ପ୍ରଧାନଙ୍କ ୩ ବର୍ଷର ପୁଅ ଲିଭିଷ୍ଟାନ। ସୂଚନାନୁଯାୟୀ,…

ବିଜେଡିର ଜନସମ୍ପର୍କ ଯାତ୍ରା: ଦର ବୃଦ୍ଧିକୁ ନେଇ ବର୍ଷିଲେ ଦେବୀ

ଦାରିଙ୍ଗବାଡି, ୨୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବିଜେଡି ପକ୍ଷରୁ ବୁଧବାର ଜନସମ୍ପର୍କ ପଦଯାତ୍ରା ଓ ସାଙ୍ଗଠନିକ ବୈଠକ ପୂର୍ବତନ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କ ଅଧ୍ୟକ୍ଷତାରେ ହୋଇଯାଇଛି ଏଥିରେ ବ୍ଲକ ବିଜେଡି କାର୍ଯ୍ୟକାରୀ ସଭାପତି ଦିଲୀପ କୁମାର…

ଜୀବନଜୀବିକା ହେବ ସହଜ, ଶହ ଶହ ହେକ୍ଟର ଜମିକୁ ସେଚନ ବ୍ୟବସ୍ଥା

ଦାରିଙ୍ଗବାଡି,୨୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମାତ୍ର ୧୦ ପ୍ରତିଶତ ଜଳ ସେଚିତ ଜମି ରହିଛି। ଭୌଗୋଳିକ ସ୍ଥିତି ଦେଖିଲେ ପାହାଡିଆ ଓ ଜଙ୍ଗଲ ରହିଥିବାରୁ ଅଞ୍ଚକରେ ଚାଷ ଜମି ବହୁତ କମ ରହିଛି। ସେଥିମଧ୍ୟରେ ମାତ୍ର ୧୦…

ବିଜେଡିରୁ ଇସ୍ତଫା ଦେଲେ ଜିଲା ସଭାପତି: ନବୀନଙ୍କୁ ଲେଖିଲେ ଚିଠି

ଫୁଲବାଣୀ,୨୩ା୧୦(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ବିଜେଡି ସଭାପତି ଅଙ୍ଗଦ କହଁର ମଙ୍ଗଳବାର ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଫୁଲବାଣୀର ପୂର୍ବତନ ବିଧାୟକ ଅଙ୍ଗଦ ଗତ ନିର୍ବାଚନରେ ପ୍ରାର୍ଥୀ ହେବା ପାଇଁ ଟିକେଟ ପାଇ ନ ଥିଲେ। ବିଜେଡି ଅନ୍ୟ ଜଣଙ୍କୁ ପ୍ରାର୍ଥୀ…

କୋଦାଳ ଧରି ରାସ୍ତା ସଫା କଲେ ସିଆରପିଏଫ ଯବାନ

ତୁମୁଡିବନ୍ଧ,୨୨।୧୦(ଦୀପକ କୁମାର ପରସେଠ): କନ୍ଧମାଳ ଜିଲା ବେଲଘର ସିଆରପିଏଫ କ୍ୟାମ୍ପର ୧୨୭ କେନ୍ଦ୍ରୀୟ ବଳ ଦ୍ୱାରା ଆଜି ମଙ୍ଗଳବାର ପୂର୍ବାହ୍ନ ୧୧ଟା ବେଳେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ କରାଯାଇଛି। ୧୨୭ ସିଆରପିଏଫ ବାଲିଗୁଡା ମୁଖ୍ୟ କାର୍ଯ୍ୟାଳୟ, କନ୍ଧମାଳର କମାଡେଣ୍ଟ ପଙ୍କଜ ବର୍ମାଙ୍କ…

ରେନ୍‌ବୋ ଜଳପ୍ରପାତର ବିକାଶ ପାଇଁ ପ୍ରଶାସନର ବଡ଼ ପଦକ୍ଷେପ

ଦାରିଙ୍ଗବାଡି, ୨୨।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଅନେକ ଜଳପ୍ରପାତ ରହିଛି। ତାହା ମଧ୍ୟରେ ରେନ୍‌ବୋ ଜଳପ୍ରପାତ ଅନ୍ୟତମ।ଏହି ଜଳପ୍ରପାତ ଉକ୍ତ ବ୍ଲକ ପ୍ଳିହେରି ପଞ୍ଚାୟତ ପାଙ୍ଗାଲି ଗ୍ରାମରେ ରହିଥିବାବେଳେ ଏହାର ବିକାଶ ସହ ପର୍ଯ୍ୟଟକଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri