କନ୍ଧମାଳ

ପୋଲିସକୁ ବଡ଼ ସଫଳତା: କାଜୁ ଜଙ୍ଗଲରେ ଲୁଚାଇ ରଖାଯାଇଥିବା ୨୫୫୫ କେଜି ଗଞ୍ଜେଇ ଜବତ

ଦାରିଙ୍ଗବାଡି,୧୦।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ପୋଲିସକୁ ପୁଣି ସଫଳତା ମିଳିଛି । ଗଞ୍ଜେଇ ଅମଳ ପରେ ବାହାରକୁ ଚାଲାଣ ପାଇଁ କାଜୁ ଜଙ୍ଗଲରେ ଲୁଚାଇ ରଖାଯାଇଥିବା ୨୫୫୫କେଜି ଗଞ୍ଜେଇକୁ ପୋଲିସ ସୋମବାର ଜବତ କରି…

ଛାତ୍ରୀଛାତ୍ରଙ୍କୁ ପର୍ଯ୍ୟଟନକ୍ଷେତ୍ର ବୁଲାଇବା ନାମରେ ଚଞ୍ଚକତା  ଚର୍ଚ୍ଚା: ୩ ଶହ ଜଣଙ୍କୁ ୪ ବସ୍‌

ଦାରିଙ୍ଗବାଡି,୧୧।୩ (ଅରୁଣ ସାହୁ): ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ସମେତ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଗୁଣାତ୍ମକ ଶିକ୍ଷା ପ୍ରଦାନ କରାଯାଉଛି। ଏହି କ୍ରମରେ ଦାରିଙ୍ଗବାଡି ବ୍ଲକର ୨୫୪ ବିଦ୍ୟାଳୟରୁ ବିଦ୍ୟାଳୟ ପିଛା ଗୋଟିଏ ଲେଖାଏଁ ଛାତ୍ରୀଛାତ୍ରଙ୍କୁ ପର୍ଯ୍ୟଟନକ୍ଷେତ୍ର ବୁଲିବା ପାଇଁ ରାଜ୍ୟ ସରକାର ଦାରିଙ୍ଗବାଡି…

ନବନିର୍ମିତ ମନ୍ଦିରକୁ ବିଜେ କଲେ ଚତୁର୍ଦ୍ଧାମୂର୍ତ୍ତି

ରାଇକିଆ,୧୦ା୩ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଏକ ସପ୍ତାହ ବ୍ୟାପୀ ଚାଲିଥିବା ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ ଓ ମନ୍ଦିର ପ୍ରବେଶ ଉତ୍ସବ ଶେଷ ହୋଇଛି। ସୋମବାର ପୂର୍ବାହ୍ନ ୧୦ଟା ପରେ ଗଣେଶ, ଲକ୍ଷ୍ମୀ, ସନ୍ତୋଷୀ, ବିମଳାଙ୍କ ବିଗ୍ରହ ସ୍ଥାପନ…

ଭାଲୁ ହାବୁଡ଼ରେ ପଡ଼ିଗଲେ…

ଖଜୁରୀପଡ଼ା୧୦।୩(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ ଅଧୀନ ସୁଡ୍ରୁ କୁମ୍ପା ପଞ୍ଚାୟତ ଟାଡମେରୁ ଗାଁରେ ଏକ ଅଘଟଣ ଘଟିଛି। ଭାଲୁ ଆକ୍ରମଣରେ ସ୍ବପ୍ନେଶ୍ୱର୍‌ ମଲ୍ଲିକ(୪୦) ନାମକ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ତାଙ୍କର ବାମ ଗୋଡ଼ ଏବଂ ହାତରେ…

ଦିବ୍ୟାଙ୍ଗ ଛାତ୍ରଙ୍କ ସାର୍ଟିଫିକେଟରେ ପରବର୍ତ୍ତନ ନେଇ ଅଭିଭାବକ ହଟହଟା, ଉପଯୁକ୍ତ ସରକାରୀ ସହାୟତା ନ ପାଇ…

ଦାରିଙ୍ଗବାଡ଼ି,୧୦ା୩(ଅରୁଣ ସାହୁ): ଦିବ୍ୟାଙ୍ଗଙ୍କ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଅନେକ ଯୋଜନା କରିଛନ୍ତି। ତେବେ ତୃଣମୂଳସ୍ତରରେ କିଛିଟା ତ୍ରୁଟି ପାଇଁ ଅନେକ ହିତାଧିକାରୀ ହଇରାଣ ଭୋଗୁଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ…

ଅଙ୍ଗନୱାଡ଼ି କେନ୍ଦ୍ରରେ ନଳକୂପ ଅଚଳ: କେବେ ସୁଧୁରିବ ପାଣି ସମସ୍ୟା ?

ବାଲିଗୁଡା,୯।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ଚାଞ୍ଚେଡ଼ି ପଞ୍ଚାୟତ ଅନ୍ତର୍ଗତ କେଲେମାହା ଅଙ୍ଗନୱାଡ଼ି କେନ୍ଦ୍ରରେ ଆଜକୁ ଦୀର୍ଘଦିନ ହେଲା ପାନୀୟ ଜଳ ସମସ୍ୟା ଦେଖା ଦେଇଛି । ଉକ୍ତ ଅଙ୍ଗନୱାଡ଼ି କେନ୍ଦ୍ରରେ ଥିବା ଏକମାତ୍ର…

କର୍ନାଟକରେ ଓଡ଼ିଆ ଯୁବକଙ୍କୁ ହତ୍ୟା: ଗାଁରେ ଶେଷକୃତ୍ୟ ସମ୍ପନ୍ନ

ଜି.ଉଦୟଗିରି/ଦାରିଙ୍ଗିବାଡ଼ି,୯ା୩(ଚିନ୍ମୟ କୁମାର ସେଠୀ/ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ତେରେବାଡ଼ି ଗ୍ରାମର ଖ୍ରୀଷ୍ଟ ସମ୍ପ୍ରଦାୟର ମଡେରେଟର ବିଜୟ ନାୟକଙ୍କ ଏକମାତ୍ର ପୁଅ ବିଭାଷ ନାୟକ(୩୦)ଙ୍କୁ କର୍ନାଟକ ହାମ୍ପିଠାରେ ହତ୍ୟା କରାଯାଇଥିଲା। ରବିବାର ମୃତଦେହ ଗାଁରେ ପହଞ୍ଚିବା ପରେ ଜି.ଉଦୟଗିରି ଗୁଡ୍ରିପଡ଼ିଠାରେ…

କର୍ନାଟକରେ ଓଡ଼ିଆ ଯୁବକଙ୍କୁ ହତ୍ୟା ଘଟଣା : ଆଜି ଜି. ଉଦୟଗିରିରେ ହେବ ଶେଷ କୃତ୍ୟ

ଦାରିଙ୍ଗବାଡି, ୯।୩ (ଅରୁଣ ସାହୁ ): କର୍ନାଟକର ହାମ୍ପି ନିକଟରେ ଇସ୍ରାଏଲୀ ମହିଳା ପର୍ଯ୍ୟଟକଙ୍କ ସମେତ ୨ ମହିଳାଙ୍କୁ ଦୁର୍ବୁତ୍ତମାନେ ଗଣବଳାତ୍କାର କରିବା ସହ ସେମାନଙ୍କ ସାଙ୍ଗରେ ଥିବା ୩ ପୁରୁଷ ପର୍ଯ୍ୟଟକଙ୍କୁ ମାଡ଼ମାରି ନିକଟରେ ରହିଥିବା କେନାଲ ରେ ଫିଙ୍ଗିଦେବା…

ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ, ନାମ ସଙ୍କୀର୍ତ୍ତନରେ ମଗ୍ନ ହେଲେ ପୂର୍ବତନ ମନ୍ତ୍ରୀ

ରାଇକିଆ,୯।୩(ପ୍ରଦୀପ ବେହେରା): ରାଇକିଆ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବର ଏକ ସପ୍ତାହ ବ୍ୟାପୀ କାର୍ଯ୍ୟକ୍ରମରେ ଶନିବାର ସାମିଲ ହୋଇଥିଲେ ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରା । ସେ ଦେବ ସ୍ନାନ, ଘୃତ ଯଜ୍ଞ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ବନ ଦୁର୍ଗା…

ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

ତୁମୁଡିବନ୍ଧ,୮।୩ (ଦୀପକ କୁମାର ପରାସେଠ)- କନ୍ଧମାଳ ଜିଲା ତୁମୁଡିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମଧ୍ୟମିକ ବିଦ୍ୟାଳୟରେ ଶନିବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ଦିବସରେ ଅଧ୍ୟକ୍ଷ ଡକ୍ଟର ସୁନୀଲ କୁମାର ପାତ୍ର ସଭାପତିତ୍ୱ କରି ସାମ୍ପ୍ରତିକ ପରିସ୍ଥିତିରେ…

‘ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାରକୁ ପ୍ରତିବାଦ କର’

ତୁମୁଡିବନ୍ଧ,୮।୩(ଦୀପକ କୁମାର ପରାସେଠ)-କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ସଭା ଗୃହରେ ଶନିବାର ପୂର୍ବାହ୍ନରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇ ଯାଇଛି। ଉକ୍ତ ସଭାକୁ ତୁମୁଡିବନ୍ଧ ବ୍ଳକ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ବିଘ୍ନେଶ୍ବର ଦିଗାଲ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ…

ନାରୀ ହିଂସା ରୋକିବାକୁ ଲଢ଼େଇ ଜାରି

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ନାରୀ ହିଂସା, ନିଶାମୁକ୍ତ ଅଞ୍ଚଳ ପାଇଁ ଦୀର୍ଘ ବର୍ଷ ଧରି ଲଢ଼େଇ କରିଆସୁଛନ୍ତି। ଶନିବାର ମହସଂଘ ପକ୍ଷରୁ ୨୫ ବର୍ଷ ଏହି ଦିବସ ପାଳନ କରି ସାରିଥିବା ବେଳେ ଚଳିତ ଥର ୨୬ତମ ଅନ୍ତର୍ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?