କନ୍ଧମାଳ

ପୂଜା ମଣ୍ଡପରେ ମହାଷ୍ଟମୀ ପୂଜା: ପ୍ରବଳ ଜନସମାଗମ

ଜି.ଉଦୟଗିରି, ୧୧।୧୦(ଶିଶିର ପଟ୍ଟନାୟକ): ଜି. ଉଦୟଗିରିର ବହୁ ପୂରାତନ ପୂଜା ମଣ୍ଡପ ତରଫରୁ ଶାରଦୀୟ ଦୁର୍ଗାପୂଜା ଆରମ୍ଭ ହୋଇଛି। ବୁଧୁବାର ମା’ ବରାଳ ଦେବୀଙ୍କ ଘଟକୁ ନେଇ ପୂଜା ମଣ୍ଡପରେ ସ୍ଥାପନ କରାଯିବା ପରେ ଗୁରୁବାର ସପ୍ତମୀ ପୂଜା ଓ ଶୁକ୍ରବାର…

ଖୋଲିଲା ହାଟ: ଏଣିକି ମିଳିବ ହଳଦୀ, ଦେଶୀ ଛେଳି ଆଉ କୁକୁଡ଼ା

ଦାରିଙ୍ଗବାଡ଼ି,୧୧ା୧୦(ଅରୁଣ ସାହୁ): କନ୍ଧମାଳ ଜିଲାରେ ଜୈବିକ ହଳଦୀଚାଷ ସହ କ୍ଷୁଦ୍ରଦାନା ଶସ୍ୟ, ଡାଲି ଜାତୀୟ ଫସଲ, ସୋରିଷ, ଜଙ୍ଗଲଜାତ ଦ୍ରବ୍ୟ ପାଳୁଅ, ମହୁ, ଝୁଣା, ମହୁଲ, ତେନ୍ତୁଳି ଭଳି ସାମଗ୍ରୀର ବହୁତ ଚାହିଦା ରହିଛି। ସେହିପରି ଛେଳି, ଦେଶୀ କୁକୁଡ଼ାର ଚାହିଦା…

ଦଶହରା ପାଇଁ ଦାରିଙ୍ଗବାଡ଼ି-ସିମନବାଡ଼ି ଉତ୍ସବମୁଖର, ଆରମ୍ଭ ହେଲା ମା’ଙ୍କ ଅଷ୍ଟମୀ ପୂଜା

ଦାରିଙ୍ଗବାଡ଼ି,୧୦ା୧୦(ଅରୁଣ ସାହୁ): ଆସିଲା ପାର୍ବଣ ଋତୁ। ଏବେ ଚାରିଆଡ଼େ ଶାରଦୀୟ ପୂଜା ପାଇଁ ଉତ୍ସବମୁଖର ହୋଇପଡ଼ିଥିବା ବେଳେ ଏଥିରୁ ବାଦ୍‌ ପଡ଼ିନାହିଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳ। ଘରେ ଘରେ ଏଥିପାଇଁ ଉତ୍ସାହ ଦେଖାଯାଇଛି। ଦାରିଙ୍ଗବାଡ଼ି ଚାରିଛକଠାରେ ସପ୍ତମୀଠାରୁ ଏହି ପୂଜା…

ତାରରେ ଲୁଗା ଶୁଖାଉଥିବାବେଳେ ମହିଳାଙ୍କୁ ମାରିଲା କରେଣ୍ଟ, ଆଉ ତା’ ପରେ…

ବାଲିଗୁଡ଼ା,୯ା୧୦: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଗୁଳିମରା ସାହିରେ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ଆଘାତ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳା ହେଲେ କୁନି ତ୍ରିପାଠୀ। ସୂଚନା ଅନୁସାରେ, ଗୁଳିମରା ସାହିର ମହିଳା ଜଣକ ବୁଧବାର ବାଡ଼ିପଟେ…

ବଢୁଛି ଦାଦନ ସମସ୍ୟା: ଦାଦନ ଖଟିବାକୁ ଯାଇ ମହିଳାଙ୍କ ଚାଲିଗଲା ଜୀବନ

ଦାରିଙ୍ଗବାଡି,୯।୧୦(ଅରୁଣ ସାହୁ): ଦାଦନ ଖଟିବାକୁ ଯାଇ ମହିଳାଙ୍କ କେରଳରେ ମୃତ୍ୟୁ ଘଟଣା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ମୃତକ ହେଲେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଭ୍ରମରବାଡି ପଞ୍ଚାୟତ କେରୁବାଡି ଗ୍ରାମ ଶ୍ରାମବା ସାହିର ସସ୍ମିତା ନାୟକ ଓରଫ ରଞ୍ଜୁତା (୪୦)।…

ଦଶହରା ବଜାରରେ ଘୁରିବୁଲୁଛି ନକଲି ନୋଟ: ଟାର୍ଗେଟରେ ଛୋଟ ଛୋଟ ଉଠା ଦୋକାନୀ

ବାଲିଗୁଡା,୮।୧୦: (ସଞ୍ଜୟ କୁମାର ପାଣିଗ୍ରାହୀ): ଦଶହରା ବଜାରରେ ଘୁରିବୁଲୁଛି ନକଲି ନୋଟ। ପାର୍ବଣକୁ ଟାର୍ଗେଟ କରିଛନ୍ତି, ନୋଟ ମାଫିଆ। ସମଗ୍ର କନ୍ଧମାଳ ଜିଲାର ଦଶହରା ମାର୍କେଟରେ କୋଟି କୋଟି ନକଲି ଟଙ୍କା ଛାଡିବାକୁ କଟକରୁ ଆସି କନ୍ଧମାଳ ଜିଲାର ପ୍ରତ୍ୟେକ ଅଞ୍ଚଳରେ…

ଝିଅମାନେ ଭଲ ପାଠ ପଢିଲେ କରିପାରିବେ ନିଜ ଭବିଷ୍ୟତ ନିର୍ଦ୍ଧାରଣ: ବେଟି ବଚାଓ, ବେଟି ପଢାଓକୁ ଗୁରୁତ୍ୱ

ଦାରିଙ୍ଗବାଡି, ୮।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଅନ୍ତର୍ଜାତୀୟ କନ୍ୟା ଦିବସ ପାଳିତ ହୋଇଯାଇଛି। ଜଣେ ଝିଅ ଭଲ ପାଠ ପଢିଲେ ନିଜ ଭଲ ଭବିଷ୍ୟତ ନିର୍ଦ୍ଧାାରଣ କରିବାରେ ସହାୟକ ହେବେ।…

ହିଲଭିୟୁରେ ଟୟ ଟ୍ରେନ୍‌

ଦାରିଙ୍ଗବାଡି, ୭/୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଏକ ପ୍ରମୁଖ ପର୍ଯ୍ୟଟନକ୍ଷେତ୍ର ଭାବେ ରାଜ୍ୟ ତଥା ରାଜ୍ୟ ବାହାରେ ବେଶ ପରିଚିତ । ତେବେ ଦାରିଙ୍ଗବାଡିର ଅନେକ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଥିବା ହିଲଭିୟୁ ପାର୍କ…

ନଦୀର ଭ୍ରମ ସୃଷ୍ଟି କରୁଛି ରାସ୍ତା

ଦାରିଙ୍ଗବାଡ଼ି,୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରୁ ରାଇକିଆ ପର୍ଯ୍ୟନ୍ତ ପ୍ରାୟ ୨୫ କି.ମି. ରାସ୍ତାରୁ ସିମନବାଡିଠାରୁ ସିକକେତା ଗ୍ରାମ ପର୍ଯ୍ୟନ୍ତ ୧୫ କି.ମି. ରାସ୍ତା ମରଣଯନ୍ତା ପାଲଟିଛି। ରବିବାର ଲଘୁଚାପଜନିତ ବର୍ଷା କାରଣରୁ ରାସ୍ତାରେ ଥିବା ଖାଲଖମାରେ…

ଆମ୍ବଗଛକୁ ଧକ୍କା ଦେଇ ନାଳ ଭିତରକୁ ଓଲଟି ପଡ଼ିଲା କାର୍‌

ବାଲିଗୁଡ଼ା,୫ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ନିକଟସ୍ଥ କୁର୍ଙ୍ଗୁଲି ନାଳ ଭିତରକୁ ଏକ କାର୍‌ ପଶିଯାଇଛି। ସୂଚନାନୁଯାୟୀ, ଶନିବାର ବାଲିଗୁଡ଼ା ପଟରୁ ଓଆର୍‌ ୦୭ଭି ୩୬୧୬କାର୍‌ ଦ୍ରୁତଗତିରେ ଫୁଲବାଣୀ ଯାଉଥିବାବେଳେ ସାରଙ୍ଗଗଡ଼ ଅନ୍ତର୍ଗତ…

ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ, ପରୀକ୍ଷା ପାଇଁ ହଳଦୀ ଗୁଣ୍ଡର ନମୁନା ସଂଗ୍ରହ

ଦାରିଙ୍ଗବାଡ଼ି,୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ କନ୍ଧମାଳ ହଳଦୀ ନାମରେ ନକଲି ଗୁଣ୍ଡ ବିକ୍ରି କରାଯାଉଥିବା ଓ ଜୈବିକ ହଳଦୀ ନାମରେ ଲେବୁଲ ମାରି ବିକ୍ରିବଟା କରିବା ଅଭିଯୋଗ ହୋଇଆସୁଥିଲା। ଯାହାକି ଶନିବାର କନ୍ଧମାଳ ଖାଦ୍ୟ ନିରାପତ୍ତା ଓ…

ଦାରିଙ୍ଗବାଡ଼ିରେ ହେଲା ପ୍ରଚଣ୍ଡ ଶବ୍ଦ: ହଠାତ୍‌ ଥରିବାକୁ ଲାଗିଲା….

ଦାରିଙ୍ଗବାଡି, ୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ଫଳରେ ପ୍ରଚଣ୍ଡ ଶବ୍ଦ ସହ ଘର ଦ୍ୱାର ଥରିବା ଆରମ୍ଭ ଯୋଗୁ ଲୋକେ ଘର, କାର୍ଯ୍ୟାଳୟ ଛାଡି ଭୟରେ ବାହାରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri