କନ୍ଧମାଳ

ଗଛରେ ପିଟିହେଲା ବାଇକ୍‌, ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୧ା୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦେଇ ଯାଇଥିବା ସିମନବାଡ଼ିର ୫୯ନଂ ଜାତୀୟ ରାଜପଥର ବୁଲାଣିରେ ଏକ ବିରାଟକାୟ ଗଛକୁ ବାଇକ୍‌ ଧକ୍କା ଦେଇ ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକ ହେଲେ କିରିକୁଟି ପଞ୍ଚାୟତ ଆଦିବାସୀ…

କାମସାରି ଫେରୁଥିଲେ ଅଙ୍ଗନଓ୍ବାଡୀ ଦିଦିଙ୍କ ଉପରେ ମାଡ଼ିଗଲା ବସ୍‌

ତୁମୁଡିବନ୍ଧ,୧।୩ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଉଷାବାଲି ନିକଟରେ ଅଙ୍ଗନଓ୍ବାବାଡ଼ି ଦିଦିଙ୍କୁ ଏକ ସରକାରୀ ବସ୍‌ ଧକ୍କା ଦେଇଛି। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତ ଅଙ୍ଗନବାଡ଼ି ହେଲେ ଉଷାବାଲି ଅଙ୍ଗନବାଡି କେନ୍ଦ୍ରର ସ୍ନେହଲତା ମଝିଆସେଟ…

ପୋଲିସ ଆଖିରେ ଧୂଳିଦେଇ ଖସି ପଲାଇଥିଲେ: ୭ମାସ ପରେ ଧରାପଡ଼ିଲେ

କ.ନୂଆଗାଁ ,୨୮ା୨(କାଳୀ ପ୍ରସାଦ ତ୍ରିପାଠୀ): କ.ନୂଆଗାଁ ଥାନା ଅଞ୍ଚଳରୁ ୭ମାସ ତଳେ କାର ଯୋଗେ ଗଞ୍ଜେଇ ଚାଲାଣ କରୁଥିବା ବେଳେ ପୋଲିସ ହାବୁଡ଼ରୁ ଖସି ପଳାଇଥିବା ଜଣେ ଗଞ୍ଜେଇ ବ୍ୟବସାୟୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ମିଳିଥିବା ସୂଚନା…

ଗଞ୍ଜାମ ସିମା ଗାଜଲବାଡି ଘାଟିରେ ଲାଗିଲା ନିଆଁ, ବନବିଭାଗ ନାକେଦମ

ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲା ସୋରଡ଼ା ବନାଞ୍ଚଳ ଗାଜଲବାଡି ଘାଟିରେ ନିଆଁ ଲାଗି ଜଙ୍ଗଲ ପୋଡି ନଷ୍ଟ ହୋଇଛି । ବନବିଭାଗ ଗାଜଲବାଡି ସେକ୍ସନର କର୍ମଚାରୀମାନେ ଅକ୍ଲାନ୍ତ ପରିଶ୍ରମ କରି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ…

୫ ଶହ ୪୦ କୋଟି ଟଙ୍କା ନିବେଶ କରିବେ ୨୯ ପୁଞ୍ଜିନିବେଶକାରୀ, ସୃଷ୍ଟି ହେବ ୪ ହଜାର ନିଯୁକ୍ତି ସୁଯୋଗ

ଦାରିଙ୍ଗବାଡ଼ି,୨୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟରେ ଚାଲିଥିବା ଦୁଇ ଦିନିଆ ଇନ୍‌ଭେଷ୍ଟ କନ୍ଧମାଳ-୨୦୨୫ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ଏହି ଦୁଇ ଦିନ ସମ୍ମିଳନୀରେ…

ଇକୋ ରିଟ୍ରିଟର ଶେଷ ଦିନ: ୩ ମାସ ଧରି ଲାଗିରହିଥିଲା ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଠାରେ ଗତ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଇଥିବା ଇକୋ ରିଟ୍ରିଟର ଶୁକ୍ରବାର ଶେଷ ଦିନ ରହିଛି । ଡିସେମ୍ବର ମାସର ପ୍ରଥମ ଦିନରେ ଏହାକୁ ଜି. ଉଦୟଗିରି ବିଧାୟକ…

ମନେରହିବେ ମୃତ୍ୟୁଞ୍ଜୟ: ପୂର୍ବତନ ଜିଲା ପରିଷଦ ସଭ୍ୟଙ୍କ ପରଲୋକ

ରାଇକିଆ,୨୮।୨-(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଲକର ୧୮ ନମ୍ବର ଜୋନର ପୂର୍ବତନ ଜିଲା ପରିଷଦ ସଭ୍ୟ ମୃତ୍ୟୁଞ୍ଜୟ ପାତ୍ର (୪୧)ଙ୍କ ର ଅକାଳ ବିୟୋଗ ଘଟିଛି । କିଛି ଦିନ ଧରି ଅସୁସ୍ଥ ଥିବା ମୃତ୍ୟୁଞ୍ଜୟଙ୍କୁ ଗୁରୁବାର ଚିକିତ୍ସା ପାଇଁ…

ପୁଞ୍ଜି ବିନିଯୋଗରେ ୭୦% ମହିଳା ଭାଗୀଦାରି ଲକ୍ଷ୍ୟ:କୃଷି, ଏମ୍‌ଏସ୍‌ଏମ୍‌ଇ, ସ୍ବାସ୍ଥ୍ୟ, ଖାଦ୍ୟ ପ୍ରକ୍ରିୟାକରଣକୁ ଗୁରୁତ୍ୱ

ଦାରିଙ୍ଗିବାଡି, ୨୮/୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗିବାଡି ଇକୋ ରିଟ୍ରିଟରେ ଦୁଇ ଦିନିଆ ପୁଞ୍ଜି ବିନିଯୋଗ କର୍ମଶାଳା ଆରମ୍ଭ ହୋଇଛି। ମୁଖ୍ୟଅତିଥି ଭାବେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଦୀର୍ଘ ୮ ମାସ ହେଲାଣି ଆମର…

୨ ଦିନିଆ ପୁଞ୍ଜି ବିନିଯୋଗ କର୍ମଶାଳା ସନ୍ଧ୍ୟାରେ ଆୟୋଜିତ ହୋଇଛି ସାଂସ୍କୃତିକ କାର୍ଯ୍ୟକ୍ରମ, ପାରମ୍ପରିକ ନୃତ୍ୟରେ ଝୁମିଲେ ପୁଞ୍ଜି ନିବେଶକାରୀ

ଦାରିଙ୍ଗବାଡି, ୨୭।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଇକୋ ରିଟ୍ରିଟ ପରିସରରେ ଗୁରୁବାର ପୂର୍ବାହ୍ନ ୧୧ଟାରେ ୨ ଦିନିଆ ପୁଞ୍ଜି ବିନିଯୋଗ କର୍ମଶାଳା ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହି ଅବସରରେ ପ୍ରଥମ ପର୍ଯ୍ୟାୟରେ ଅତିଥିମାନେ ଉପସ୍ଥିତ ପୁଞ୍ଜି ନିବେଶକାରୀଙ୍କୁ…

୨୬/୧୧ ଆକ୍ରମଣ ମାମଲା: ଦିଲ୍ଲୀରେ ଚାଲିବ ତହଉର ରାଣାଙ୍କ ବିଚାର

ନୂଆଦିଲ୍ଲୀ,୨୭।୨: ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ତହଉର ରାଣାଙ୍କୁ ପ୍ରତ୍ୟର୍ପଣ କରିବା ଲାଗି ଆମେରିକା ସହମତ ହେବା ପରେ ମୁମ୍ବାଇ କୋର୍ଟରୁ ଦିଲ୍ଲୀର ଏକ ଅଦାଲତ ଗୁରୁବାର ବିଚାର ସମ୍ପର୍କିତ ରେକର୍ଡ ମଗାଇଛନ୍ତି। ଜାତୀୟ ତଦନ୍ତକାରୀ ସଂସ୍ଥା…

ଚୋରି ଘଟଣାକୁ ନେଇ ରାସ୍ତାରୋକୋ: ପୋଲିସ ନିଷ୍କ୍ରିୟତାକୁ ବିରୋଧ

ତୁମୁଡିବନ୍ଧ,୨୭।୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଆମ୍ବେଡକର ଛକରେ ଥିବା ଫେବ୍ରିକେସନ ଦୋକାନୀ ପିତାମ୍ବର ସାହୁଙ୍କ ଘରୁ ଗତରାତିରେ ମାଉଜର ଦେଖାଇ ଚୋରି ହୋଇଥିଲା। ଏହି ଘଟଣାରେ ପୋଲିସର ନିଷ୍କ୍ରିୟତାକୁ ନେଇ ଗୋପାଳ ପୁରଠାରୁ ରାୟପୁରକୁ ସଂଯୋଗ କରୁଥିବା ୫୯…

ଜଳୁଛି ଜଙ୍ଗଲ: ଗାଁରେ ସଚେତନତା, ସହରରେ ନିଆଁ

ରାଇକିଆ,୨୭ା୨(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ରେଞ୍ଜରେ ଗତକିଛି ଦିନ ହେଲା ଜଙ୍ଗଲକୁ ନିଆଁ ଦାଉରୁ ରକ୍ଷା କରିବା ପାଇଁ ସଚେତନତା ନାଁରେ ଗ୍ରାମାଞ୍ଚଳରେ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଛି। ମାତ୍ର ଏହାର କୌଣସି ପ୍ରଭାବ ପଡୁନାହିଁ। ଗୁରୁବାର ରାଇକିଆ ସହର ଉପକଣ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?