୨ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର
ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ…
ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ
ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ କରାଯାଇଛି। ଏଥିପାଇଁ ସିମନବାଡ଼ି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶୁଭ…
କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି
ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର କ୍ଲବ୍ ୯୯ ପକ୍ଷରୁ ଆୟୋଜିତ ଏହି କର୍ମଶାଳାରେ କନ୍ଧମାଳ ଜିଲାର ବିଭିନ୍ନ ବ୍ଲକରୁ…
ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ
ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା ଘଟିଥିବା ଏବେ ଜାତୀୟ ରାଜପଥ ବିଭାଗର ଭାରୀଯାନ କଟକଣା ଉପରେ ପ୍ରଶ୍ନବାଚୀ ସୃଷ୍ଟି…
ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ
ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ବଡ଼ସାହିରେ ରବିବାର ପୂର୍ବାହ୍ନରେ ଦେଖିବାକୁ ମିଳିଛି। ସୂଚନାନୁସାରେ, ତୁମୁଡ଼ିବନ୍ଧ ସଦର ମହକୁମାଠାରୁ ମାତ୍ର…
ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର
ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ ଚିକିତ୍ସା ଆଶାରେ ପହଞ୍ଚନ୍ତି, ସେଠାରେ ଚିକିତ୍ସା ମିଳୁଥିଲେ ମଧ୍ୟ ଶଯ୍ୟା ଅଭାବରୁ ରୋଗୀଙ୍କୁ…
ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ
ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏଥିସହ ହୋମଷ୍ଟେ କରିବାକୁ ଆଗ୍ରହୀ ସ୍ଥାନୀୟ ବ୍ୟବସାୟୀ ଓ…
କାର୍ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…
ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍ରୁ ୪୨ କେଜି ଗଞ୍ଜେଇ ଜବତ ହୋଇଛି। ଏଥିରେ ସମ୍ପୃକ୍ତି ୨ ଜଣଙ୍କୁ ପୋଲିସ ଗିରଫ କରି…
ଭାଙ୍ଗିଲା ସ୍କୁଲ ଗୃହ କାନ୍ଥ, ପ୍ରଧାନ ଶିକ୍ଷକଙ୍କ ପାଖରେ ନାହିଁ…
ତୁମୁଡିବନ୍ଧ,୧୨ା୯(ଦୀପକ କୁମାର ପରାସେଠ): ଭାଙ୍ଗିଲା ପୁରୁଣା ବିଦ୍ୟାଳୟ ଗୃହର କାନ୍ଥ ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପାଖରେ ନାହିଁ ସୂଚନା। ଏପରି ଘଟଣା କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ୍ ଭଣ୍ଡାରଙ୍ଗୀ ପଞ୍ଚାୟତର ବାରାବଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର…
ଜାରି ରହିଛି ବର୍ଷା: ବିଦ୍ୟୁତ୍ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ
ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ ବିଦ୍ୟୁତ୍ ବିଭ୍ରାଟ ଉପଭୋକ୍ତାଙ୍କୁ ହଇରାଣ ଭୋଗିବାକୁ ପଡୁଛି। ଗତ ୨ ଦିନ ହେଲା…
ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ଆଦର୍ଶ ଛାତ୍ର ହୋଇ ଲକ୍ଷ୍ୟସ୍ଥଳରେ ପହଞ୍ଚି…
ତୁମୁଡ଼ିବନ୍ଧ, ୧୨।୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଭିକାର ବେହେରା କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ। ମୁଖ୍ୟ ଅତିଥି ଭାବେ ତୁମୁଡ଼ିବନ୍ଧ ନେତାଜୀ ସୁଭାଷ…
ରିସର୍ଟରେ ଲାଗିଲା ନିଆଁ: ହଠାତ୍ ପ୍ରଚଣ୍ଡ ଶବ୍ଦ ହେବାରୁ….
ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ଦାରିଙ୍ଗବାଡ଼ି ଅଗ୍ନିଶମ ବିଭାଗର ଅଗ୍ନିବୀରମାନେ ଘଟଣାସ୍ଥଳରେ ପହଞ୍ଚି…

