କନ୍ଧମାଳ

ଆମ୍ବଟାକୁଆ ଖାଇ ୨ ମୃତ୍ୟୁ ଘଟଣା: ପିଡିଏସ୍‌ ଚାଉଳ ବଣ୍ଟନରେ ଅନିୟମିତା ନେଇ ଅଭିଯୋଗ ଆଣିଲେ ଏହି ବିଜେଡି ନେତା

ଦାରିଙ୍ଗବାଡ଼ି,୨ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ମାଣ୍ଡିପାଙ୍କାରେ ଖାଦ୍ୟ ଅଭାବରୁ ଲୋକେ ଆମ୍ବଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଏବେ ମଧ୍ୟ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ରହିଛନ୍ତି। ଏନେଇ ସାରା…

ଆମ୍ବ ଟାକୁଆ ଖାଇ ମୃତ ଘଟଣା: ସାଧାରଣ ଚାଉଳ ବଣ୍ଟନ ଆରମ୍ଭ, ୨ ମୃତକଙ୍କ ଚାଉଳ ପାଇବା ପାଇଁ…

ଦାରିଙ୍ଗବାଡି, ୧।୧୧ (ଅରୁଣ ସାହୁ ): ମାଣ୍ଡିପଙ୍କାରେ ଆମ୍ବ ଟାକୁଆ ଖାଇ ୨ଜଣଙ୍କ ମୃତ୍ୟୁ ଘଟଣା ପରେ ପ୍ରଶାସନ ତତ୍ପର ହୋଇପଡିଛି । ଅକ୍ଟୋବର ମାସ ଠାରୁ ଡିସେମ୍ବର ପର୍ଯ୍ୟନ୍ତ ତିନିମାସର ଚାଉଳ ବଣ୍ଟନ କାର୍ଯ୍ୟ ବ୍ରାହ୍ମଣୀଗାଁ ବହୁ ମୁଖି ସମବାୟ…

ଆମ୍ବ ଟାକୁଆ ଖାଇ ୨ ମୃତ୍ୟୁ: ମୃତଦେହ ବ୍ୟବଚ୍ଛେଦ ବିଳମ୍ବକୁ ନେଇ କ୍ଷୋଭ ପ୍ରକାଶ କଲେ ବ୍ଲକ ଅଧ୍ୟକ୍ଷ

ଦାରିଙ୍ଗବାଡି,୧।୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଖାଇ ୨ ମୃତ୍ୟୁ ଏବଂ ୬ ଗୁରୁତର ଘଟଣାରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛ। ରୁନୁ ମାଝୀଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ନିଆଯାଉଥିବା…

ଆମ୍ବ ଟାକୁଆ ଖାଇ ଜୀବନମରଣ ସହ ସଂଗ୍ରାମ କରୁଛନ୍ତି ୬ ବ୍ୟକ୍ତି: ସ୍ବାସ୍ଥ୍ୟ ବିଭାଗର ତଦନ୍ତ ଆରମ୍ଭ

ଦାରିଙ୍ଗବାଡି, ୧।୧୧ (ଅରୁଣ ସାହୁ )-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାରଙ୍କ ପରିବାର ଓ ସ୍ବାସ୍ଥ୍ୟ ବିଭାଗର ମନ୍ତ୍ରୀ। ସେପଟେ ସ୍ବାସ୍ଥ୍ୟ ଓ…

ବୁଢା ମାଣ୍ଡିଆକୁ ଜିଆଇ ଟ୍ୟାଗ୍‌ ପାଇଁ ପ୍ରୟାସ ଆରମ୍ଭ: ଚାଲିଛି ସର୍ଭେ

ଦାରିଙ୍ଗବାଡି,୧।୧୧(ଅରୁଣ ସାହୁ): କ୍ଷୁଦ୍ରଦାନା ଶସ୍ୟର ବହୁଳ ବ୍ୟବହାରକୁ ନେଇ ରାଜ୍ୟ ସରକାର ଲୋକଙ୍କ ପାଇଁ ଶ୍ରୀ ଅନ୍ନ ଅଭିଯାନ ମାଧ୍ୟମରେ ଜନସଚେତନ କାର୍ଯ୍ୟ କରୁଛନ୍ତି। ହଜିଯାଇଥିବା ପାରମ୍ପରିକ ଖାଦ୍ୟର ପୁନରୁଦ୍ଧାର ପାଇଁ ପ୍ରୟାସ କରାଯାଉଛି। ଏହି କ୍ରମରେ ମଣିଷ ପାଇଁ ବହୁ…

ଅତିଥି ଭାବେ ବୁଲିବାକୁ ଆସିଥିଲେ, ସୁନାଗହଣା ଲୁଟିନେଲେ ସମ୍ପର୍କୀୟ, ଦୁଇ ମହିଳାଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୧ା୧୧(ଅରୁଣ ସାହୁ): ଅତିଥି ହୋଇ ଘରକୁ ବୁଲିବାକୁ ଆସଥିଲେ। ଆଉ ସମ୍ପର୍କୀୟମାନେ ବିଶ୍ୱାସଘାତକତା କରି ପୋଲିସ ହାତରେ ବନ୍ଧା ହୋଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ। ଜଣେ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ଅଞ୍ଚଳର ବିଧବା…

ଆମ୍ବ ଟାକୁଆ ଖାଇ ଚାଲିଗଲା ୨ ଜୀବନ, ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ଆଉ ୫

ଦାରିଙ୍ଗବାଡ଼ି,୧ା୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଏକ ବଡ଼ ଅଘଟଣ ଘଟିଛି। ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଉକ୍ତ ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମ ଦଡ଼ାସାହିର ରୁନୁ ମାଝୀ…

ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରି ଅଧାପନ୍ତରିଆ କାର୍ଯ୍ୟ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଲେ ବିଡିଓ, ଋଷିମାଳ ପରେ ଏବେ…

ଦାରିଙ୍ଗବାଡ଼ି,୩୧ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ସରାମୁଳି, ହାତୀମୁଣ୍ଡା, ଝିଞ୍ଜିରୀଗୁଡ଼ା, ଗଦାପୁର, ବ୍ରାହ୍ମଣୀଗାଁ ପଞ୍ଚାୟତ ଅଞ୍ଚଳରେ ଚାଲିଥିବା ବିଭିନ୍ନ ପ୍ରକଳ୍ପର କାର୍ଯ୍ୟକୁ ଦାରିଙ୍ଗବାଡ଼ି ବିଡିଓ ପ୍ରୀତିରଞ୍ଜନ ରଥ ଗୁରୁବାର ପରିଦର୍ଶନ କରିଛନ୍ତି। ଏହି ସମୟରେ ହାତୀମୁଣ୍ଡା ପଞ୍ଚାୟତ…

ସିମନବାଡ଼ି ଅଞ୍ଚଳରେ ମାତିଛନ୍ତି ଚୋର, ପୋଲିସ ନିକଟରେ ଅଭିଯୋଗ କରିବାକୁ ଅମଙ୍ଗ ବ୍ୟବସାୟୀ

ଦାରିଙ୍ଗବାଡି, ୩୧।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡ଼ି ଅଞ୍ଚଳରେ ଦିନକୁ ଦିନ ଚୋରି ବୃଦ୍ଧି ପାଉଛି। ଦୁର୍ବୃତ୍ତମାନେ ଏବେ ନିୟମିତ ମାତିଥିଲେ ହେଁ ବ୍ୟବସାୟୀମାନେ ପୋଲିସ ନିକଟରେ ଅଭିଯୋଗ କରିବାକୁ ଅମଙ୍ଗ ହେଉଛନ୍ତି। ଏହାକୁ ନେଇ…

କ୍ଷୁଦ୍ରଦାନା ଶସ୍ୟରେ ପ୍ରସ୍ତୁତି ଖାଦ୍ୟର ବଢୁଛି ଚାହିଦା, ହଜି ଯାଉଥିବା ପାରମ୍ପରିକ ଚାଷକୁ…

ଦାରିଙ୍ଗବାଡ଼ି,୩୦ା୧୦(ଅରୁଣ ସାହୁ): ବଢୁଛି ପାରମ୍ପରିକ ଖାଦ୍ୟର ଚାହିଦା। ହଜିଯାଇଥିବା ଖାଦ୍ୟର ପୁନରୁଦ୍ଧାର ସହ ସ୍ବାସ୍ଥ୍ୟର ଉନ୍ନତି ପାଇଁ ସରକାରଙ୍କ ପକ୍ଷରୁ ଶ୍ରୀ ଅନ୍ନ ଅଭିଯାନରେ ବ୍ୟାପକ ଜନସଚେତନ କାର୍ଯ୍ୟ କରାଯାଉଛି। ପାରମ୍ପରିକ ଶସ୍ୟରେ ବିଭିନ୍ନ ଖାଦ୍ୟ ତଥା କାଙ୍ଗୁ ଖିରି, ମାଣ୍ଡିଆ…

୩୫ ଲକ୍ଷ ଟଙ୍କା ବିନିମୟରେ ହେବ ସଂସ୍କୃତି ଭବନ

ଦାରିଙ୍ଗବାଡ଼ି,୩୦ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପଞ୍ଚାୟତ ପରିସର ମଧ୍ୟରେ ବୁଧବାର ପାରମ୍ପରିକ ଲୋକକଳା ଦିତୀୟ ବର୍ଷ ମହୋତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସଦସ୍ୟ ମହେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ଅତିଥି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri