ସରିଲା ବାଲିଯାତ୍ରା: ଶେଷଦିନରେ ଭକ୍ତଙ୍କ ପ୍ରବଳ ଭିଡ଼
ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ: ବିଶ୍ୱାସ ଅଛି ବାଲିଯାତ୍ରା ହେଲେ ଶୀତ ଆସେ। ଆଉ ବାଲିଯାତ୍ରା ସମୟରେ ପ୍ରବଳ ବର୍ଷା ହେବାର ନଜିର ରହିଛି। ଏହା ଆଜି କି କାଲି ନୁହେଁ, ପିଢ଼ି ପିଢ଼ି ଧରି ବିଶ୍ୱାସ ରହିଆସିଛି। ଆତ୍ମ ବିଶ୍ୱାସ…
ଜରାଜୀର୍ଣ୍ଣ ଅବସ୍ଥାରେ ବଡ଼ ଶଙ୍ଖ ଯାତ୍ରୀ ବିଶ୍ରାମାଗାର
ବ୍ରାହ୍ମଣୀଗାଁ,୨୪।୯:ସରକାର ଲୋକଙ୍କ ହିତ ପାଇଁ ଅଜସ୍ର ଟଙ୍କା ଖର୍ଚ୍ଚ କରୁଥିବାବେଳେ ବ୍ରାହ୍ମଣୀଗାଁରେ ଚିତ୍ର କିଛି ଓଲଟା ରହିଛି। ବ୍ରାହ୍ମଣୀଗାଁ ଥାନା ଅଧୀନସ୍ଥ ବଡ଼ଶଙ୍ଖ ଛକ ନିକଟରେ ଥିବା ବିଶ୍ରାମାଗାର ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ନିତିଦିନିଆ ଏହି ରାସ୍ତା ଦେଇ ବିଭିନ୍ନ…
ଲକ୍ଷ୍ମୀ ପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି
ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ): ଆସିଲା ପାର୍ବଣ ଋତୁ। ଏଥିପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଧୀରେ ଧୀରେ ଉତ୍ସବ ମୁଖର ହେବାରେ ଲାଗିଛି। ଦଶହରା ଓ ଲକ୍ଷ୍ମୀପୂଜା ପାଇଁ ଦାରିଙ୍ଗବାଡି ଓ ଏହାର ଆଖପାଖରେ ଶୁଭଖୁଣ୍ଟି ସ୍ଥାପନ କରି…
ଗାଁ ରାସ୍ତା ପାଇଁ ବିଡ଼ିଓଙ୍କୁ ଭେଟିଲେ ଡାକ୍ତରୀ ଛାତ୍ରୀ ଲିନ୍ସା
ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତ ର ଡାକ୍ତରୀ ଛାତ୍ରୀ ଲୀନ୍ସା ପ୍ରଧାନ ମଙ୍ଗଳବାର ସ୍ଥାନୀୟ ବିଡ଼ିଓ ଗଦାଧର ପାତ୍ରଙ୍କୁ ଭେଟିଛନ୍ତି। ଏହି ସମୟରେ ଲିନ୍ସାଙ୍କ ସହ ତାଙ୍କ ଗ୍ରାମର ଅନ୍ୟ ଭଦ୍ର ଲୋକ ଉପସ୍ଥିତ…
ହସ ଖୁସିର ସଂସାର ଉଜାଡି ଦେଲା କ୍ୟାନ୍ସର: ସରକାରୀ ପ୍ରୋତ୍ସାହନରୁ ବଞ୍ଚିତ ଆକାଶ
ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ):ଦିନ ଥିଲା ଗାଡି ଚଳାଇ ଘରକୁ ବଡ଼ ହସ ଖୁସିରେ ଚଳାଉଥିଲେ। ଦିନ ରାତି ପରିଶ୍ରମ କରିବାକୁ ପଛାଉ ନ ଥିଲେ। ଯେତିକି ରୋଜଗାର ଆସୁଥିଲା ସେତିକିରେ ନିଜ ସ୍ତ୍ରୀ ଆଉ ଛୋଟ ଶିଶୁଙ୍କୁ ହସ ଖୁସିରେ…
ସୁସ୍ମିତାଙ୍କ ଡାକ୍ତର ହେବା ସ୍ବପ୍ନ ଚୁରମାର୍: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ
ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡିର ଯୁକ୍ତ ଦୁଇ ଛାତ୍ରୀ ସୁସ୍ମିତା ଗୌଡ଼ଙ୍କ ସ୍ବପ୍ନ ଚୁରମାର୍ ହୋଇଛି। ଡାକ୍ତର ହେବାକୁ ଇଚ୍ଛା ରଖି ବିଜ୍ଞାନ ପଢ଼ୁଥିବା ସୁସ୍ମିତା ଦୁର୍ଘଟଣାର ଶିକାର ହୋଇଛନ୍ତି। ଅର୍ଥ ବାଧକ ସାଜିବାରୁ ସେ ଏବେ…
ଏଏନଏମଙ୍କୁ ମରଣାନ୍ତକ ଆକ୍ରମଣ ପରେ ନିଜେ ଆତ୍ମହତ୍ୟା କଲେ ପୁରୁଷ ବନ୍ଧୁ, କାରଣ ଖୋଜୁଛି ପୋଲିସ
ବାଲିଗୁଡ଼ା, ୨୩।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ଥାନା କୁଡ଼ୁତୁଲିରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଏଏନଏମଙ୍କୁ ମରଣାନ୍ତକ ଆକ୍ରମଣ ପରେ ଏଏନଏମଙ୍କ କ୍ୱାର୍ଟର ଭିତରେ ଏଏନଏମଙ୍କ ଓଢଣୀ ଲଗାଇ ପୁରୁଷ ବନ୍ଧୁ…
ଶୋଇଥିବାବେଳେ କାମୁଡିଲା ସାପ: ଗାଁକୁ ରାସ୍ତା ନ ଥିବାରୁ ଚାଲିଗଲା ଜୀବନ
ବାଲିଗୁଡା, ୨୩।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତର ଡଙ୍ଗାମିଲା ଗ୍ରାମର ଉଷପ ମଲ୍ଲିକ (୩୫) ରବିବାର ରାତିରେ ନିଜ ପିଲା ଓ ସ୍ତ୍ରୀ ସହିତ ଘରେ ଶୋଇଥିବା ବେଳେ ଗୋଡରେ ସାପ କାମୁଡି…
ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ବଳାତ୍କାରୀଙ୍କୁ….
ଫୁଲବାଣୀ,୨୩।୯: କନ୍ଧମାଳ ଜିଲା ଫୁଲବାଣୀ ଜିଲା ପୋକ୍ସୋ କୋର୍ଟ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଦେବରାଜ ଦିଗାଲ୍ଙ୍କୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି। ଏପରିକି ପୀଡ଼ିତାଙ୍କୁ ୬ ଲକ୍ଷ ଟଙ୍କା…
ଦୀର୍ଘ ୬୩ ବର୍ଷ ପରେ ବଦଳିଲା ବ୍ଲକ କାର୍ଯ୍ୟାଳୟର ଫାଟକ, ଉଦ୍ଘାଟନ କଲେ ଏମ୍ପି ସୁକାନ୍ତ ପାଣିଗ୍ରାହୀ
ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍ପି ସୁକାନ୍ତ କୁମାର ପାଣିଗ୍ରାହୀ ଦିନିକିଆ ଗସ୍ତ କରିଛନ୍ତି। ଏହି ଅବସରରେ ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟର ନବ ନିର୍ମାଣ କରାଯାଇଥିବା ମୁଖ୍ୟ ଫାଟକ ଓ ମିଶନଶକ୍ତି କାଫେର ଶୁଭ ଉଦ୍ଘାଟନ…
ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ ଏମ୍ପି, ବିଡିଓ- ତହସିଲଦାରଙ୍କ ସହ ମିଶି କଲେ ସଫେଇ
ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦିନିକିଆ ଗସ୍ତରେ ଆସି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଥିଲେ। ସେ ପ୍ରଥମେ ଅନ୍ତଃବିଭାଗ ପରିଦର୍ଶନ କରିଥିଲେ। ସେଠାରେ ରୋଗୀଙ୍କ ପାଇଁ ରହିଥିବା ଶୌଚାଳୟର ସ୍ବଚ୍ଛତାକୁ…
ସଂଗଠନ ମଜଭୁତ ପାଇଁ କର୍ଣ୍ଣମନ୍ତ୍ର ଦେଲେ ଏମ୍ପି ସୁକାନ୍ତ ପାଣିଗ୍ରାହୀ
ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦିନିକିଆ ଗସ୍ତ ହୋଇଛି। ଏହି ସମୟରେ ସେ ଦାରିଙ୍ଗବାଡ଼ି ଓ ବ୍ରାହ୍ମଣୀଗାଁ ମଣ୍ଡଳର କର୍ମକର୍ତ୍ତାଙ୍କୁ ନେଇ ସାଙ୍ଗଠନିକ ବୈଠକ କରି ଦଳକୁ ମଜଭୁତ କରିବା…
Archives


