କନ୍ଧମାଳ

ଦାରିଙ୍ଗବାଡିରେ ମହିଳାଙ୍କ ବଢ଼ିଲା ଉତ୍ସାହ: ସୁଭଦ୍ରା ଟଙ୍କାପାଇ..

ଦାରିଙ୍ଗବାଡି,୧୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ ପଡିଆଠାରେ ସୁଭଦ୍ରା ଯୋଜନାର ଲୋକାର୍ପିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଓଡ଼ିିଶା ଜୀବିକା ମିଶନର ବିପିଏମ ପିଣ୍ଟୁ ନାୟକଙ୍କ ମଞ୍ଚ ସଂଯୋଜନରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ଯୋଗଦେଇ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ବୃଦ୍ଧଙ୍କ ଜୀବନ: ଗାଁରେ ଉତ୍ତେଜନା

ଦାରିଙ୍ଗବାଡି,୧୭।୯(ଅରୁଣ ସାହୁ ): କନ୍ଧମାଳ ଓ ଗଞ୍ଜାମ ସୀମାରେ ଥିବା ବାଇମାଲା ଗାଁରେ ବିଦ୍ୟୁତ୍‌ ଆଘାତରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ରମେଶ ପ୍ରଧାନ(୬୨)। ଏନେଇ ତାଙ୍କ ସାନ ପୁଅ ଆଲେସ ପ୍ରଧାନ ଦାରିଙ୍ଗବାଡି ଥାନାରେ…

ଚିନ୍ତା ବଢ଼ାଉଛି ଜଙ୍ଗଲରେ ଗଞ୍ଜେଇ ଚାଷ

ଦାରିଙ୍ଗବାଡି,୧୬।୯(ଅରୁଣ ସାହୁ): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନା ଘଞ୍ଚ ଜଙ୍ଗଲରେ ହେଉଛି ଗଞ୍ଜେଇ ଚାଷ। ସପ୍ତାହକ ମଧ୍ୟରେ ପୋଲିସ ଜଙ୍ଗଲରୁ ୩ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ କରିଥିବା ବେଳେ ଏବେ ଜଙ୍ଗଲରେ ଆହୁରି ଗଞ୍ଜେଇ ଚାଷ ହୋଇଥିବା ଜଣାପଡିଛି। ଏହା…

ରାସ୍ତା କଡ଼ରେ ଛିଡା ହୋଇଥିବା କାରକୁ ପିଟିଲା କାର୍‌: ଦୁଇ ଯାତ୍ରୀ ଗୁରୁତର

ବାଲିଗୁଡ଼ା:୧୬।୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ୫୯ ନମ୍ବର ଜାତୀୟ ରାଜପଥ ବାଲିଗୁଡ଼ା ହନୁମାନ ମନ୍ଦିର ନିକଟରେ ଏକ ମର୍ମନ୍ତୁଦ କାର୍‌ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ମରାମତି ପାଇଁ ରାସ୍ତା…

ଡାକ୍ତରୀ ଛାତ୍ରୀ ଲିନ୍ସାଙ୍କୁ ଶୁଭେଚ୍ଛା ଜଣାଇଲେ ଉପମୁଖ୍ୟମନ୍ତ୍ରୀ, କହିଲେ ସଂଘର୍ଷର ଶିଡ଼ି ଚଢ଼ି…

ଦାରିଙ୍ଗବାଡ଼,୧୫ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଡାକ୍ତରୀ ଛାତ୍ରୀ ଲିନ୍ସା ପ୍ରଧାନଙ୍କୁ ଭୁବନେଶ୍ୱରରେ ଦେଖା କରିଛନ୍ତି ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ ଏନେଇ ସାମାଜିକ ଗଣମାଧ୍ୟମରେ ଦର୍ଶାଇଛନ୍ତି ଯେ, କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତ ଗର୍ଜେଡି…

ସୁଭଦ୍ରା ଯୋଜନାକୁ ନେଇ ପ୍ରଶାସନ ତତ୍ପର, ବାଦ୍‌ ପଡ଼ିବେନି ଯୋଗ୍ୟ ହିତାଧିକାରୀ

ଦାରିଙ୍ଗବାଡ଼ି,୧୫ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବହୁ ଚର୍ଚ୍ଚିତ ସୁଭଦ୍ରା ଯୋଜନାକୁ ଅଧିକ ଲୋକାଭିମୁଖୀ କରିବା ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ପ୍ରକାରେ ରବିବାର ପଦଯାତ୍ରା ମାଧ୍ୟମରେ ଜନସଚେତନ କରାଯାଇଛି। ବିଡିଓ ଗଦାଧର ପାତ୍ର ଏବଂ ସିଡିପିଓ ସନ୍ଧ୍ୟାରାଣୀ…

୩ ଅନୁସୂଚିତ ଜନଜାତି ଡାକ୍ତରୀ ଛାତ୍ରୀଛାତ୍ର ସରକାରୀ ସହାୟତା ପାଇଁ କଲେ ଆବେଦନ, ବିନା କୋଚିଂରେ…

ଦାରିଙ୍ଗବାଡ଼ି,୧୫ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ଅନୁସୂଚିତ ଜନଜାତି ସମ୍ପ୍ରଦାୟର ୩ ଛାତ୍ରୀଛାତ୍ର ନିଟ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବାଡ଼ାବାଙ୍ଗା ପଞ୍ଚାୟତ ଗର୍ଜେଡି ଗ୍ରାମର ଲୀନ୍ସା ପ୍ରଧାନ, ସିଆଙ୍ଗବାଲି ପଞ୍ଚାୟତ ସବେରଙ୍ଗା ଗ୍ରାମର କଳାକାର ପ୍ରଧାନ…

ସୁଭଦ୍ରା ଯୋଜନାକୁ ନେଇ ମହିଳାଙ୍କ ଭିତରେ ବଢ଼ିଲା ଉତ୍ସାହ, ୧୭କୁ ଅପେକ୍ଷା

ଦାରିଙ୍ଗବାଡ଼ି,୧୪ା୯(ଅରୁଣ ସାହୁ): ସୁଭଦ୍ରା ଯୋଜନାକୁ ନେଇ ରାଜ୍ୟ ସରକାର ଯେତିକି ତତ୍ପରତା ଦେଖାଉଛନ୍ତି ସେତିକି ସ୍ଥାନୀୟ ପ୍ରଶାସନଠାରୁ ଆରମ୍ଭ କରି ଜିଲା ପ୍ରଶାସନ ପକ୍ଷରୁ ଯୋଜନାକୁ ନେଇ ତତ୍ପରତା ବୃଦ୍ଧି ପାଉଛି। ସେହି କ୍ରମରେ ଗାଁ ତଥା ଦୁର୍ଗମ ଗାଁଗୁଡ଼ିକରେ ମଧ୍ୟ…

ପଦବୀ ଅଦଳବଦଳ ପରେ ରେକର୍ଡ ହସ୍ତାନ୍ତରକୁ ନେଇ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୪ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି ପରିସର ମଧ୍ୟରେ ବ୍ଲକସ୍ତରୀୟ ଜଣାଶୁଣାଣି କାର୍ଯ୍ୟକ୍ରମ ବିଡିଓ ଦାଧର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କନ୍ଧମାଳର ଅତିରିକ୍ତ ଜିଲାପାଳ ଅଶୋକ କୁମାର ଭୋଇ ଯୋଗଦାନ କରିଥିବା…

ଶିକ୍ଷା ଦେବା ନାଁରେ ଆସି ଧର୍ମାନ୍ତରୀକରଣ ଅଭିଯୋଗ

ବାଲିଗୁଡ଼ା,୧୩।୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅଧୀନ ତୁମୁଡ଼ିବନ୍ଧ ବ୍ଲକ ବେଲଘର ଥାନା ଅଞ୍ଚଳରେ କିଛି ବର୍ଷ ହେବ ଜଣେ ବ୍ୟକ୍ତି ଶିକ୍ଷା ଦେବା ନାଁରେ ଆସି ରହିଥିଲେ। ହେଲେ ବ୍ୟକ୍ତି ଜଣକ ବର୍ତ୍ତମାନ ଅନୁସୂଚିତ ଆଦିମ ଜନଜାତି…

ଖେଳ ଶିକ୍ଷକଙ୍କ ମାଡ଼ରେ ୫ ଛାତ୍ରୀ ଲହୁ ଲୁହାଣ

ବାଲିଗୁଡ଼ା,୧୨।୯(ସଞ୍ଜୟ କୁମାର ପାଣିଗ୍ରାହୀ): ଦଣ୍ଡମୁକ୍ତ ଅଞ୍ଚଳରେ ଛାତ୍ରୀଙ୍କୁ ମାଡ଼ ଅଭିଯୋଗ। ସ୍କୁଲରେ ମଧ୍ୟାହ୍ନଭୋଜନ ଖାଇବା ବେଳେ ୫ଜଣ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଖେଳ ଶିକ୍ଷକ ମାଡ଼ ମାରି ଲହୁ ଲୁହାଣ କରିଥିବା ଅଭିଯୋଗ ହୋଇଛି । କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ…

ଲଟାବୁଦାରେ ପରିପୂର୍ଣ୍ଣ ହୋଇଛି ବାଲିଗୁଡ଼ା କ୍ଷୁଦ୍ର ଜଳସେଚନ କାର୍ଯ୍ୟାଳୟ

ବାଲିଗୁଡ଼ା,୧୨ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ କ୍ଷୁଦ୍ର ଜଳସେଚନ ଉପ-ବିଭାଜନ ଅଧୀନରେ ବାଲିଗୁଡା ବ୍ଲକ ସମେତ ତୁମୁଡିବନ୍ଧ, କୋଟଗଡ଼ ଓ କ.ନୂଆଗାଁ ଅଞ୍ଚଳରେ ଥିବା ଘାଇଗୁଡ଼ିକର ରକ୍ଷଣାବେକ୍ଷଣ ଅଭାବରୁ ଭାଙ୍ଗିରୁଜି ଯାଇଥିବାରୁ ଜଳସେଚନ ବାଧାପ୍ରାପ୍ତ ହେଉଥିବା ବିଷୟ ଚାଷୀମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri