କନ୍ଧମାଳ

ନଦୀରେ ଗାଧୋଉଥିବାବେଳେ ଗୋଡ଼ ଖସି ଚାଲିଗଲା ଜୀବନ

ରାଇକିଆ, ୭।୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଗର୍ଜନୀ ନଦୀରୁ ଜଣେ ଯୁବକଙ୍କ ମୃତଦେହ ରାଇକିଆ ପୋଲିସ ଉଦ୍ଧାର କରିଛି । ମୃତ ଯୁବକ ଜଣକ ହେଲେ ରାଇକିଆ ପଞ୍ଚାୟତ ସାହିର ଦିନେଶ ନାୟକ (୨୮) । ନଦୀକୁ ଗାଧୋଇବା ପାଇଁ…

ଘରୋଇ ଅନୁଷ୍ଠାନରେ ଫି’ ଦେଇ ନ ପାରି ପରୀକ୍ଷାରୁ ବଞ୍ଚିତ ଘଟଣା: ୫ ଦିନ ପରେ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଦେବାକୁ ମିଳିଲା ସୁଯୋଗ

ଦାରିଙ୍ଗବାଡି, ୭।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶିକ୍ଷା ବିଭାଗ ଅଧୀନରେ ରହିଥିବା ସିମନବାଡି ପାଦ୍ରୀପିଓ ଇଂରାଜୀ ମିଡିୟମ ବିଦ୍ୟାଳୟରେ ପରୀକ୍ଷାରୁ ବଞ୍ଚିତ ଛାତ୍ରୀଛାତ୍ରଙ୍କ ଘଟଣା ଇତିମଧ୍ୟରେ ପାଞ୍ଚ ଦିନ ବିତିଯାଇଥିଲେ ସୁଦ୍ଧା ଦାରିଙ୍ଗବାଡି ବିଇଓ ହାଡ଼ିବନ୍ଧୁ ବେହେରାଙ୍କ…

ଜଗନ୍ନାଥ ମନ୍ଦିର ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗଦେଲେ ରାଜସ୍ବ ମନ୍ତ୍ରୀ

ରାଇକିଆ,୬।୩(ପ୍ରଦୀପ ବେହେରା): ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର କନ୍ଧମାଳ ଜିଲା ରାଇକିଆ ଗସ୍ତ କରି ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ସାମିଲ ହୋଇଛନ୍ତି । ଶିବ ମନ୍ଦିର ନିକଟରେ ଆୟୋଜକ କମିଟି ଏବଂ ଦଳୀୟ କର୍ମୀମାନେ…

ଦାରିଙ୍ଗବାଡ଼ିକୁ ପୁଣି ଫେରିଲା ଶୀତ, ନିଆଁ ପୁଇଁଲେ ଲୋକେ, ଆଜିର ତାପମାତ୍ରା ରହିଛି…

ଦାରିଙ୍ଗବାଡ଼ି,୬ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳକୁ ପୁଣି ଶୀତ ଫେରିଛି। ଗୁରୁବାର ଭୋର୍‌ରୁ ଅସହ୍ୟ ଅନୁଭୂତ ହେବା ସହ ତାପମାତ୍ରା ସର୍ବନିମ୍ନ ୧୫ ଡିଗ୍ରୀକୁ ହ୍ରାସ ପାଇଛି। ଯାହାକି ବୁଧବାର ସର୍ବନିମ୍ନ ୧୭ ଡିଗ୍ରୀ ତାପମାତ୍ରା ରହିଥିବାବେଳେ ଆଜି ଆଉ…

ତାତି ବଢିଲାଣି, କମୁନି କନ୍ଧମାଳର ଶୀତ

ରାଇକିଆ,୬।୩ (ପ୍ରଦୀପ ବେହେରା): ମାର୍ଚ୍ଚ ମାସ ପ୍ରଥମ ସପ୍ତାହରୁ ତାପମାତ୍ରା ବୃଦ୍ଧି ପାଇବା ସହ ଗରମ ଅନୁଭୂତ ହେଲାଣି । ରାଜ୍ୟର ବିଭିନ୍ନ ସ୍ଥାନ ରେ ଏହା ଦେଖିବାକୁ ମିଳୁଛି । କନ୍ଧମାଳ ଜିଲ୍ଲା ରେ କିନ୍ତୁ ଏହି ସମୟ ରେ…

ଘରୋଇ ଅନୁଷ୍ଠାନରେ ଫି ଦେଇନପାରି ପରୀକ୍ଷାରୁ ବଞ୍ଚିତ ଘଟଣା: ଧରିତ୍ରୀରେ ଖବର ପ୍ରକାଶିତ ହେବା ପରେ ସଚିବ ଦେଲେ କଡ଼ା ନିର୍ଦ୍ଦେଶ

ଦାରିଙ୍ଗବାଡି, ୬।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ପାଦ୍ରୀ ପିଓ ଇଂଲିଶ ମିଡିୟମ ବିଦ୍ୟାଳୟରେ ଷଷ୍ଠରୁ ନବମ ଶ୍ରେଣୀ ପିଲାଙ୍କ ବାର୍ଷିକ ପରୀକ୍ଷା ଚାଲିଥିବାବେଳେ କିଛି ଛାତ୍ରୀଛାତ୍ରଙ୍କ ବିଦ୍ୟାଳୟରେ ମାସିକ ଫି’ବାବଦକୁ ବକେୟା…

ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ, ଯୋଗ ଦେଲେ ରାଜସ୍ବ ମନ୍ତ୍ରୀ

ରାଇକିଆ,୪।୩(ପ୍ରଦୀପ ବେହେରା): ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ବୁଧବାର କନ୍ଧମାଳ ଜିଲା ରାଇକିଆ ଗସ୍ତ କରି ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ ରେ ସାମିଲ ହୋଇଛନ୍ତି । ଶିବ ମନ୍ଦିର ନିକଟ ରେ ଆୟୋଜକ କମିଟି ଏବଂ…

ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ପାଳିତ: ଯୋଗ ଦେଲେ ବିଜେଡିର ୩ ବ୍ଲକ ଅଧ୍ୟକ୍ଷ, ପୂର୍ବତନ ଉପବାଚସ୍ପତି ସାଲୁଗା

ଦାରିଙ୍ଗବାଡି, ୫।୩ (ଅରୁଣ ସାହୁ): ମହାନ ଜନନାୟକ ପ୍ରବାଦ ପୁରୁଷ ତଥା ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ଦାରିଙ୍ଗବାଡି ମିଶ୍ର କଲ୍ୟାଣମଣ୍ଡପ ପରିସର ମଧ୍ୟରେ ବୁଧବାର ପାଳିତ ହୋଇଯାଇଛି । ଏହି ଅବସରରେ…

ସୁଭଦ୍ରା ସଚେତନତାରେ ସାମିଲ ହେଲେ ହିତାଧିକାରୀ: ସରକାରୀ ଯୋଜନାର ଫାଇଦା ନେବାକୁ ମହିଳାଙ୍କୁ ପରାମର୍ଶ

ଦାରିଙ୍ଗବାଡି, ୫।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ୨୫ଟି ପଞ୍ଚାୟତରେ ବୁଧବାର ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନା ସମ୍ପର୍କିତ ସଭା ଓ ଶୋଭାଯାତ୍ରା ବିଡ଼ିଓ ପ୍ରୀତିରଞ୍ଜନ ରଥ ଏବଂ ସିଡିପିଓ ସନ୍ଧ୍ୟା ରାଣୀ ପଣ୍ଡାଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି…

୩୯୦ କେଜି ଗଞ୍ଜେଇ ଭର୍ତ୍ତି ଜିପ ଜବତ, ମାଫିଆ ଗାଡି ଛାଡି ଫେରାର

ଦାରିଙ୍ଗବାଡି, ୪ ।୩ (ଅରୁଣ ସାହୁ): ବ୍ରାହ୍ମଣୀଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଥାନା ଅଞ୍ଚଳରୁ ବାହାରକୁ ଚୋରା ଚାଲାଣ ପୂର୍ବରୁ ମାଡ଼ିବସିଲା ପୋଲିସ ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ସରାମୁଳି ପଞ୍ଚାୟତ…

୪୦ କିଲୋ ଗଞ୍ଜେଇ ଜବତ ଜଣେ ଗିରଫ

ଖଜୁରୀପଡ଼ା ୦୪/୦୩( ବିଦୁର ବେହେରା)ଜିଲ୍ଲା ଅବକାରୀ ଭ୍ରାମ୍ୟମାଣ ଗାଡ଼ି ଫୁଲବାଣୀ ପକ୍ଷରୁ ମଙ୍ଗଳବାର ଦିନ ରାଣୀ ପଥର ଘାଟିରେ ପଟ୍ରୋଲିଂ କରୁଥିବା ବେଳେ କିଛି ଗାଡ଼ିକୁ ସନ୍ଦେହ ହେବାରୁ ଅଟକାଇ ଗାଡ଼ି ଯାଞ୍ଚ କରିବାରୁ ସେଥିରୁ ୪୦ କିଲୋ ଗଞ୍ଜେଇ ଜବତ…

ଘରୋଇ ଶିକ୍ଷାନୁଷ୍ଠାନ ରେ ଫି ନ ଦେଇପାରି ପରୀକ୍ଷାରୁ ବଞ୍ଚିତ ଛାତ୍ରୀଛାତ୍ର, କନ୍ଧମାଳ ଜିଲ୍ଲାପାଳଙ୍କୁ ଲେଖିଲେ ଚିଠି

ଦାରିଙ୍ଗବାଡି, ୪ /୩ (ଅରୁଣ ସାହୁ): ଛାତ୍ରୀଛାତ୍ର ଙ୍କ ମୌଳିକ ଶିକ୍ଷା ଅଧିକାର ପାଇବା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଅନେକ ଯୋଜନା କରିଛନ୍ତି | କୌଣସି ଜଣେ ମଧ୍ୟ ଛାତ୍ରୀଛାତ୍ର କିଭଳି ଶିକ୍ଷାରୁ ବଞ୍ଚିତ ହେବେ ନାହିଁ ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?