ଜମିରେ ପଚୁଛି ଷ୍ଟ୍ରବେରୀ
ଦାରିଙ୍ଗବାଡି,୨୯ା୨(ଅରୁଣ ସାହୁ)ଦାରିଙ୍ଗବାଡି ପ୍ରଥମେ ଜୈବିକ ପଦ୍ଧତିରେ କଫି ଚାଷ କରି ସାରା ବିଶ୍ୱରେ ପ୍ରସିଦ୍ଧି ଲାଭ କରିଛି। ସେହି କ୍ରମରେ ଗତ ୨୦୨୨-୨୩ ଆର୍ଥିକ ବର୍ଷ ପ୍ରଥମଥର ପାଇଁ କନ୍ଧମାଳ ଜିଲାରେ ଜିଲା ପ୍ରଶାସନର ଉଦ୍ୟମରେ ଷ୍ଟ୍ରବେରୀ ଚାଷ ଆରମ୍ଭ...
ନାବାଳିକାଙ୍କୁ ବଳାତ୍କାର କରି ବନ୍ଧା ହେଲେ ଯୁବକ
ବାଲିଗୁଡା,୨୬।୨(ସଞ୍ଜୟ କୁମାର ପାଣିଗ୍ରାହୀ): ଜଣେ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗରେ ବାଲିଗୁଡ଼ା ପୋଲିସ ସୋମବାର ଜଣେ ଯୁବକଙ୍କୁ ଗିରଫ କରିଛି । ଅଭିଯୁକ୍ତ ଜଣକ କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅଧୀନ ପାଙ୍ଗାପଡ଼ା ଗ୍ରାମର ସପନ ପାଟ୍ଟମାଝୀ।...
ସ୍ତ୍ରୀଙ୍କ କାଠଫାଳିଆ ମାଡ଼ରେ ସ୍ବାମୀଙ୍କ ଜୀବନ ଗଲା
ଦାରିଙ୍ଗବାଡ଼ି,୨୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ସିନ୍ଦୂରକୁ ନିଜେ ପୋଛିଛନ୍ତି ସ୍ତ୍ରୀ। ସ୍ବାମୀଙ୍କ ନିର୍ଯାତନା ସହି ନ ପାରି ସ୍ତ୍ରୀ ନେଇଛନ୍ତି ଏଭଳି ନିଷ୍ପତ୍ତି। ପ୍ରକାଶ ଯେ, ସ୍ତ୍ରୀଙ୍କ...
ଏନ୍ଏସି ମାନ୍ୟତା ପାଇଲା ରାଇକିଆ
ରାଇକିଆ,୨୪ା୨(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆକୁ ଏନ୍ଏସି ମାନ୍ୟତା ମିଳିଛି। ଶନିବାର ଏ ନେଇ ରାଜ୍ୟ ସରକାରଙ୍କ ତରଫରୁ ଘୋଷଣା ହୋଇଥିବା ୩୪ଟି ନୂଆ ଏନ୍ଏସି ତାଲିକାରେ ରାଇକିଆକୁ ସାମିଲ କରାଯାଇଛ ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ ହୋଇଥିବାରୁ ରାଇକିଆ...
କୁଟଲାରୀରେ ସପ୍ତାହେ ହେଲା ମିଳୁ ନ ଥିଲା ପାଣି, ଖବର ପ୍ରକାଶ ପରେ ତତ୍ପରତା ଦେଖାଇଲେ ପ୍ରଶାସନ
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୪ା୨(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଝିଞ୍ଜିରୀଗୁଡ଼ା ପଞ୍ଚାୟତ କୁଟୁଲାରୀଗାଁରେ ଗତ ଏକ ସପ୍ତାହ ହେଲା ପିଇବା ପାଣିର ସମସ୍ୟା ଦେଖାଦେଇଛି। ପାହାଡ଼ରୁ ଆସୁଥିବା ଝର ପାଣି ଶୁଖିଯାଇଥିବାରୁ ଆଉ ଗାଁ ଲୋକଙ୍କୁ ପାଣି...
ଭାଜପା ଛାଡ଼ି ବିଜେଡିରେ ସାମିଲ ହେଲେ ଶତାଧିକ ଲୋକ
ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ଗୁମ୍ମା ପଞ୍ଚାୟତର ଗାଣ୍ଡାକିଆ ଗ୍ରାମରେ ବିଜେଡିର ଏକ ମହାମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ବିଜେଡି ସଭାପତି ତଥା ଏମ୍ପି ପ୍ରତିନିଧି ପ୍ରମୋଦ କୁମାର...
ଦୁର୍ଗମ ଗ୍ରାମ ଗବାଟବାଡ଼ିକୁ ରାସ୍ତା ସଂଯୋଗୀକରଣ: ୬ କୋଟି ଅନୁଦାନରେ ବିଜୁ ସେତୁ ଭିତ୍ତିପ୍ରସ୍ତର ସ୍ଥାପନ
ଦାରିଙ୍ଗବାଡ଼ି,୨୦।୨(ଅରୁଣ ସାହୁ ): ସ୍ବାଧୀନତାର ୭୬ବର୍ଷ ପରେ ମଧ୍ୟ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ପଞ୍ଚାୟତ ଦୁର୍ଗମ ଗ୍ରାମ ଗବାଟବାଡ଼ିକୁ ରାସ୍ତା ନ ଥିଲା। ବର୍ତ୍ତମାନ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜୁସେତୁ ଯୋଜନାରେ ଅନୁଦାନ ଆସିବା ସହ ଟେଣ୍ଡର...
ଯାତ୍ରୀଙ୍କ ପାଇଁ ଖୁସିଖବର: ଫୁଲବାଣୀରେ ଗଡ଼ିଲା ଲଷ୍ମୀ ବସ୍
ଫୁଲବାଣୀ,୧୯।୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ସୋମବାର ଆରମ୍ଭ ହୋଇଛି ଲଷ୍ମୀ ବସ୍ ସେବା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭରର୍ଚୁଆଲ ମାଧ୍ୟମରେ ଉଦ୍ଘାଟନ କରିଛନ୍ତି। ଏହି ବସ୍ ପ୍ରତି ପଞ୍ଚାୟତରୁ ବ୍ଳକ ମୁଖ୍ୟାଳୟକୁ ଗଡ଼ିବ। ଏହି ସେବା ଦ୍ୱାରା...
୫ କିମି ଖଟିଆରେ ବୁହାହେଲେ ଗର୍ଭବତୀ: ପ୍ରସବ ଯନ୍ତ୍ରଣା ସହି ନ ପାରି
କନ୍ଧମାଳ,୧୮।୨: କନ୍ଧମାଳ ଜିଲା କୋଟଗଡ଼ ବ୍ଲକରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁକୁ ରାସ୍ତା ନଥିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ୫ କିଲୋମିଟରରୁ ଅଧିକ ରାସ୍ତା ଖଟିଆରେ ବୁହା ହୋଇଛି। ମହିଳା ଜଣକ ପ୍ରସବ ବେଦନା ସହ୍ୟ କରି...
ବାରଖମାକୁ ନୂଆ ବ୍ଲକ ଘୋଷଣା ଦାବି ଜୋର୍ ଧରିଲା
ବାଲିଗୁଡ଼ା,୧୭ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜଲା ବାଲିଗୁଡ଼ାର ୧୫ ନମ୍ବର ଜିଲା ପରିଷଦ ଜୋନ୍ ବାରଖମାକୁ ନୂତନ ବ୍ଲକ ଘୋଷଣା ନିମନ୍ତେ ଦାବି ଜୋର ଧରିଛି। ଶନିବାର ବ୍ଲକ ସଂଗ୍ରାମ ମଞ୍ଚ ପକ୍ଷରୁ ୮ଟି ପଞ୍ଚାୟତର ଶତାଧିକ ମହିଳା ଓ...
‘ଆମ ହସ୍ପିଟାଲ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ରହିଛି ଏସବୁ ସୁବିଧା…
ଦାରିଙ୍ଗବାଡ଼ି,୧୭ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ରୂପାନ୍ତର କାର୍ଯ୍ୟ କରାଯିବା ପରେ ଶନିବାର ତା’ର ଶୁଭାରମ୍ଭ କରାଯାଇଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଉଦ୍ଘାଟନ କରିଥିଲେ। ତାଙ୍କ ସହ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ...
ଗଛ କାଟି ମଝି ରାସ୍ତାରେ ପକାଇଲେ ଦୁବୃର୍ତ୍ତ : ସିମନବାଡି -ରାଇକିଆ ଯାତାୟତ ଠପ
ଦାରିଙ୍ଗବାଡି, ୧୬ା୨(ଅରୁଣ ସାହୁ): ଦାରିଙ୍ଗବାଡି ଥାନା ପୂର୍ତ୍ତ ବିଭାଗର ରାସ୍ତାର ପଦ୍ମପଲି ଗ୍ରାମ ନିକଟରେ କେହି ଦୁର୍ବୁତ୍ତ ଶୁକ୍ରବାର ସନ୍ଧ୍ୟାରେ ଗଛ କାଟି ପକାଇଥିବାରୁ ସିମନବାଡି ଠାରୁ ରାଇକିଆ ଯାତାୟତ ଠପ ହୋଇଯାଇଛି। ଉକ୍ତ ରାସ୍ତା ଦେଇ ଦାରିଙ୍ଗବାଡିରୁ ଭୁବନେଶ୍ୱର,...
Archives


