Odisha Elections 2024

କନ୍ଧମାଳ

ଉତ୍ତମ ଶିକ୍ଷାରୁ ବଞ୍ଚତ୍ତ ଶ୍ରବଣବାଧିତ ଛାତ୍ର

ଦାରିଙ୍ଗବାଡ଼ି,୧୦।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତ ଲାଦାଙ୍ଗି ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଟୁନା ପ୍ରଧାନ। ତାଙ୍କ ବାମ କାନକୁ ଆଦୌ ଶୁଭୁ ନ ଥିବାବେଳେ ଡାହାଣ କାନକୁ ଅଳ୍ପ ଶୁଭୁଛି। ଫଳରେ ପାଠ ପଢାରେ ସମସ୍ୟା...

ଦୁଇଟି ସ୍ଥାନରେ ହାଟକୁ ବିରୋଧ, ରାସ୍ତା ଅବରୋଧ

ରାଇକିଆ,୧୦ା୧୨(ଡ଼ି.ଏନ.ଏ)-ରାଇକିଆ ସାପ୍ତାହିକ ହାଟ ସୋମବାର ଦୁଇଟି ସ୍ଥାନରେ ଏକା ସମୟରେ ଚାଲୁଛି। ହାଟକୁ ଆସୁଥିବା ବ୍ୟବସାୟୀମାନେ ଏହାକୁ ବିରୋଧ କରି ରାସ୍ତା ଅବରୋଧ କରିଛନ୍ତି। ଏପରିକି ରାସ୍ତା ଉପରେ ଦୋକାନ ଖୋଲି ପ୍ରତିବାଦ ମଧ୍ୟ କରିଛନ୍ତି। ଗତ ୧୮ ତାରିଖରେ...

ଦାରିଙ୍ଗବାଡ଼ିରେ କୋହଲା ପାଗ :ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ

ଦାରିଙ୍ଗବାଡ଼ି,୧୦।୧୨(ଡି.ଏନ.ଏ): ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୨ଦିନ ହେଲା କୋହଲା ପାଗ ସାଙ୍ଗକୁ ଦିନରେ ଶୀତ ବୃଦ୍ଧି ପାଇଛି। ସୋମବାର ସକାଳ ୮ଟା ସୁଦ୍ଧା ତାପମାତ୍ରା ସର୍ବନିମ୍ନ ୧୦.୫ ଡିଗ୍ରୀ ରହିଥିବାବେଳେ ଅପରାହ୍ନ ୫ଟା ସୁଦ୍ଧା ୧୩ଡିଗ୍ରୀରେ ପହଞ୍ଚତ୍ଛି। ସେହିପରି ସର୍ବାଧିକ...

ଦେଢ଼ ବର୍ଷ ପରେ କବର ତଳୁ କଙ୍କାଳ ଉଦ୍ଧାର

ଜି.ଉଦୟଗିରି,୧୦ା୧୨(ଡି.ଏନ.ଏ.)-ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗରେ କନ୍ଧମାଳ ଜିଲା ଜି.ଉଦୟଗିରି ଥାନା କୁମ୍ଭାରକୁପାରେ ସୋମବାର ପୋଲିସ ଜଣେ ନାବାଳିକାଙ୍କ କଙ୍କାଳ ଉଦ୍ଧାର କରିଛି। ନାବାଳିକାଙ୍କ ବାପାଙ୍କ ଏତଲାକୁ ଭିତ୍ତି କରି ଜି.ଉଦୟଗିରି ପୋଲିସ ନଂ. ୧୩୧/୧୯ରେ ମାମଲା ରୁଜୁକରି ତଦନ୍ତ ଚଳାଇଛି।...

ଦୁଇଟି ସ୍ଥାନରେ ହାଟ ଚାଲିବା ନେଇ ରାସ୍ତା ଅବରୋଧ

ରାଇକିଆ,୯।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ସାପ୍ତାହିକୀ ହାଟକୁ ଆସୁଥିବା ବ୍ୟବସାୟୀମାନେ ସୋମବାର ଦୁଇଟି ସ୍ଥାନରେ ଏକାଥରେ ହାଟ ଚାଲିବାକୁ ବିରୋଧ କରି ରାସ୍ତା ଅବରୋଧ କରିଛନ୍ତି। ଏପରିକି ରାସ୍ତା ଉପରେ ଦୋକାନ ଖୋଲି ପ୍ରତିବାଦ ମଧ୍ୟ କରିଛନ୍ତି। ଗତ ନଭେମ୍ବର...

ହର୍ବାଲ୍‌ ପ୍ରଡକ୍ଟ ଦେଇଛି ମହିଳାଙ୍କୁ ରୋଜଗାର

ଦାରିଙ୍ଗବାଡ଼ି,୯।୧୨(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ରୋଜଗାର ବୃଦ୍ଧି ପାଇଁ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଯାଉଛି। ସାମାଜିକ ଓ ଆର୍ଥତ୍କ ବିକାଶ ପାଇଁ ମହିଳାମାନେ ବହୁ ପରିଶ୍ରମ କରୁଛନ୍ତି।...

ଦୁର୍ଘଟଣାରେ ଜଣେ ମୃତ, ୫ ଗୁରୁତର

ଦାରିଙ୍ଗବାଡ଼ି,୯।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ସିଆଙ୍ଗବାଲି ଛକରେ ରବିବାର ଅପରାହ୍ନରେ ଏକ ଅଟୋ ସହ ବୋଲେରୋ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଉକ୍ତ ଥାନା ଭ୍ରମରବାଡ଼ି ପଞ୍ଚାୟତ କେରୁବାଡ଼ି ଅଞ୍ଚଳର ମଙ୍ଗୁଳିଆ...

ନାଳ, ଚୁଆ ପାଣି ପିଉଛନ୍ତି ଅଙ୍ଗନୱାଡି ଶିଶୁ

ଫିରିଙ୍ଗିଆ,୯ା୧୨-ଫିରିଙ୍ଗିଆ ବ୍ଲକ ଡିଣ୍ଡିରା ଗଁ। ପଞ୍ଚାୟତର ଗୁଖୋଲ ଗ୍ରାମ ଅଙ୍ଗନବାଡି କେନ୍ଦ୍ରରେ ପାନୀୟ ଜଳ ବ୍ୟବସ୍ଥା ନାହିଁ। ଫଳରେ ନିକଟସ୍ଥ ନାଳ ଓ ଚୂଆ ଉପରେ ନିର୍ଭର କରିବାକୁ ପଡୁଛି। ରୋଷେଇ ପାଇଁ ମଧ୍ୟ ଏହି ପାଣି ବ୍ୟବହାର କରାଯାଉଛି।...

କାର୍ଯ୍ୟକାରୀ ହେଲା ମନ୍ତ୍ରୀଙ୍କ ନିର୍ଦ୍ଦେଶ: କୁଡିପୁଞ୍ଜା ସେବାଶ୍ରମ ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ

ଫୁଲବାଣୀ ଅଫିସ,୯ା୧୨- କନ୍ଧମାଳ ଜିଲା ଗସ୍ତରେ ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା ମାସେ ପୂର୍ବରୁ ଆସି ବିଭାଗ ପକ୍ଷରୁ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବୁଲି ଦେଖିଥିଲେ। ଏହି ସମୟରେ ଫୁଲବାଣୀ ବ୍ଲକ...

ବ୍ଲକ ରୋଡ୍‌ରୁ ବାଇକ୍‌ ଚୋରି ଅଭିଯୋଗ

ଦାରିଙ୍ଗବାଡ଼ି,୮।୧୨(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ରୋଡ୍‌ରୁ ଶନିବାର ବିଳମ୍ବିତ ରାତିରେ ଏକ ବାଇକ୍‌ ଚୋରି ଯାଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ପାଇପ ମିସ୍ତ୍ରୀ କୁଟେଶ୍ବର ପ୍ରଧାନ ବ୍ଲକ ରୋଡ୍‌ରେ ଜଣେ ବ୍ୟକ୍ତିଙ୍କ ଘରେ ପାଣି ପାଇପ ମରାମତି...

ଦାରିଙ୍ଗବାଡ଼ିରେ କମିଲା ଶୀତ: ୧୦ଡିଗ୍ରୀରେ ପହଞ୍ଚିଲା ତାପମାତ୍ରା, ପର୍ଯ୍ୟଟକ ନିରାଶ

ଦାରିଙ୍ଗବାଡ଼ି,୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରବିବାର ଶୀତ କମିଛି। ତାପମାତ୍ରା ପରିବର୍ତ୍ତନ ହୋଇ ୧୦ଡିଗ୍ରୀରେ ପହଞ୍ଚିଛି। ଛୁଟିଦିନ ଥିବାରୁ ପର୍ଯ୍ୟଟକମାନେ ଦାରିଙ୍ଗବାଡ଼ିରେ ପହଞ୍ଚିଥିବା ବେଳେ ଆଶା କରାଯାଉଥିବା ଜାଡ଼ ନ ଥିବାରୁ ନିରାଶ ହୋଇଛନ୍ତି। ତେବେ ସେମାନେ...

ଗଞ୍ଜେଇ ଜବତ, ୩ ମହିଳା ଗିରଫ

ଫୁଲବାଣୀ ଅଫିସ, ୮ା୧୨: ଏକ ଘରୋଇ ବସ୍‌ରେ ଗଞ୍ଜେଇ ଚୋରା ଚାଲାଣ ବେଳେ ଖଜୁରିପଡା ପୋଲିସ ଚଢ଼ାଉ କରି ୩୨ କେଜି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ୩ ଜଣ ମହିଳାଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ସୁନିତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri