କନ୍ଧମାଳ

ଦୁର୍ଘଟଣାରେ ଦାଦା ମୃତ, ପୁତୁରା ଗୁରୁତର

କ.ନୂଆଗାଁ ୨୫ା୨(କାଳୀ ପ୍ରସାଦ ତ୍ରିପାଠୀ): କନ୍ଧମାଳ ଜିଲା କ.ନୁଆଗାଁ ଥାନା ୫୯ନଂ ଜାତୀୟ ପଥ କନ୍ଦିବାନ୍ଦା ନିକଟରେ ଏକ ଦୁର୍ଘଟଣା ଘଟି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ କ.ନୁଆଗାଁ ବ୍ଲକ ଅନ୍ତର୍ଗତ…

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ କାରାଦଣ୍ଡ

ଫୁଲବାଣୀ,୨୫ା୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଅପହରଣ ଏବଂ ବଳାତ୍କାର ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଫୁଲବାଣୀ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ରାଜେଶ ଦାସ ମାମଲାର ବିଚାର କରି ଅଭିଯୁକ୍ତ ଟିକାବାଲି ଥାନା ଅଞ୍ଚଳର…

ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଉଠାଇନେଲା ହରିୟାଣା ପୋଲିସ: କନ୍ଧମାଳ ପୋଲିସ ପାଇଁ ବଢିଲା ଚିନ୍ତା

ଦାରିଙ୍ଗବାଡି, ୨୫।୨ (ଅରୁଣ ସାହୁ): ମାତ୍ର ୧୦ କିଲୋ ଗଞ୍ଜେଇ ପାଇଁ ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ପହଞ୍ଚିଲା ହରିୟାଣା ପୋଲିସ। ଆଉ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଉଠାଇନେଲା ହରିୟାଣା ପୋଲିସ। ଅଭିଯୁକ୍ତ ହେଲେ ଦାରିଙ୍ଗବାଡି ଥାନା ସୋନପୁର ପଞ୍ଚାୟତ ବେଲାଳସେନ ରୂପାମାଝୀ…

ରାଜ୍ୟ ବାହାରେ କନ୍ଧମାଳ ହଳଦୀ-ମସଲାର ବଢୁଛି ଚାହିଦା: ଲକ୍ଷପତି ଦିଦିଙ୍କଠାରୁ ଜିନିଷ କିଣି ଉତ୍ସାହିତ କଲେ କେନ୍ଦ୍ରମନ୍ତ୍ରୀ

ଦାରିଙ୍ଗବାଡି, ୨୫।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିର ଲକ୍ଷପତି ଦିଦି ଝରଣା ସାହୁଙ୍କଠାରୁ ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ବିଶ୍ୱବିଖ୍ୟାତ କନ୍ଧମାଳ ହଳଦୀ ଗୁଣ୍ଡ ଓ କିଛି ମସଲା କିଣିଛନ୍ତି । ପ୍ରକାଶ ଯେ ଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ…

ମେଡିସିନ ଷ୍ଟୋରରୁ ସଟର ତାଲା ଭାଙ୍ଗି ଚୋରି ଘଟଣା: ୨ ପେଶାଦାର ଅପରାଧୀ ଗିରଫ , ନଗଦ ଟଙ୍କା ସହ ବିଭିନ୍ନ ସାମଗ୍ରୀ ଜବତ

ବାଲିଗୁଡା,୨୪।୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଟାଉନରେ ଏକ ଚୋରି ଘଟଣାରେ ବାଲିଗୁଡା ବୋଲିସ ସୋମବାର ୨ ପେଶାଦାର ଅପରାଧୀଙ୍କ ସମେତ କିଛି ଚୋରୀ ସାମଗ୍ରୀ ଜବତ କରିଛି। ଏନେଇ ଏସଡିପିଓ ରାମେନ୍ଦ୍ର ପ୍ରସାଦ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ…

ନଷ୍ଟ ହେଉଛି ଚାରା, ଦାୟିତ୍ୱ ତୁଲାଉନି ଜଙ୍ଗଲ ପରିବେଶ ବିଭାଗ

ରାଇକିଆ,୨୨ା୨(ପ୍ରଦୀପ ବେହେରା): ଚାରାରୋପଣ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି । ଏହାର ସୁରକ୍ଷା ପାଇଁ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରୁଛି। ଏଥିପାଇଁ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଜନ ସାଧାରଣଙ୍କୁ ସଚେତନ କରାଯାଉଛି।…

ଜଳବାୟୁ ପରିବର୍ତ୍ତନର ପ୍ରଭାବ: ଦିନରେ ଗରମ, ରାତିରେ ଥଣ୍ଡା

ଦାରିଙ୍ଗବାଡ଼ି,୨୨ା୨(ଅରୁଣ ସାହୁ): ଧିରେ ଧିରେ ଗ୍ରୀଷ୍ମର ପ୍ରଭାବ ପଡୁଛି। ଗଛରୁ ପତ୍ର ଝଡ଼ିବା ସହ ଦିନରେ ତାପମାତ୍ରା ବୃଦ୍ଧି ପାଉଛି ଆଉ ବିଳମ୍ବିତ ରାତି ହେଲେ ଦେହ ଥରାଇଦେଉଛି ଏଭଳି ଅନୁଭବ ହେଉଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ। ତାପମାତ୍ରା ବୃଦ୍ଧି…

ସହରକୁ ସରସ ସୁନ୍ଦର, ଭୟ ମୁକ୍ତ କରିବା ଆମ ଲକ୍ଷ୍ୟ: ଉପଜିଲାପାଳ

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ଓଡ଼ିଶାର ସର୍ବ ବୃହତ୍ତମ ଉପଖଣ୍ଡ ରୂପେ ପରିଗଣିତ ହେଉଥିବା କନ୍ଧମାଳ ଜିଲାର ବଡ଼ ବ୍ୟବସାୟିକ ପେଣ୍ଠସ୍ଥଳ ବାଲିଗୁଡ଼ା ସହର ଏବେ ଟ୍ରାଫିକ୍‌ ସମସ୍ୟା ସହ ଅପରାଧୀଙ୍କ ପେଣ୍ଠସ୍ଥଳୀ ପାଲଟିବାକୁ ଯାଉଛି। ଯାହା ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି…

ବର୍ଷେ ପୂରୁନି ବାରମ୍ବାର ଅଚଳ ହେଉଛି ଶିଶୁଙ୍କ ଟୟ ଟ୍ରେନ୍‌: ପର୍ଯ୍ୟଟକ ନିରାଶ

ଦାରିଙ୍ଗବାଡ଼ି,୨୧ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପର୍ଯ୍ୟଟନକ୍ଷେତ୍ର ବୁଲିବା ପାଇଁ ଏବେ ମଧ୍ୟ ଦୈନିକ ଶତାଧିକ ପର୍ଯ୍ୟଟକ ଆସୁଛନ୍ତି। ପର୍ଯ୍ୟଟନକ୍ଷେତ୍ର କଫି ବଗିଚା ସମେତ କିରିକୁଟି ଲଭର୍ସ ପଏଣ୍ଟ, ମିଡିୟୁବାନ୍ଦା, ପାଟାବାନ୍ଧା ଜଳପ୍ରପାତ ସମେତ ନେଚର ପାର୍କ, ହିଲଭିୟୁ ପାର୍କ, ଡୁଲୁରୀ…

ନୂଆ ବିଡ଼ିଓଙ୍କୁ ଭେଟିଲେ ବ୍ଲକ ବିଜେଡି କର୍ମକର୍ତ୍ତା, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମକୁ ନେଇ କଲେ ଆଲୋଚନା

ବାଲିଗୁଡା,୨୦।୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକରେ ଶୁଭ୍ରାଞ୍ଜଳି ପ୍ରଧାନ ନୂତନ ବିଡ଼ିଓ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। କ.ନୂଆଗାଁ ବ୍ଲକ ଅଧକ୍ଷା ସୁଲୋଚନା ଦଳବେହେରା ଓ ଜିଲାପରିଷଦ ସଦସ୍ୟା ଅନିତା ମଲିକଙ୍କ ନେତୃତ୍ୱରେ ବ୍ଲକର…

ଗାଧୋଇବାବେଳେ ପାଣିରେ ବୁଡ଼ି ଚାଲିଗଲା କିରାଣିଙ୍କ ଜୀବନ

ବାଲିଗୁଡ଼ା,୨୦ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ଟିକାବାଲିସ୍ଥିତ ଭୋଇ ସାହିର ଶିବ ପ୍ରସାଦ ଭୋଇ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ଶିବ ଟିକାବାଲି ବ୍ଲକ ଅଧିନସ୍ଥ ବୁର୍ବୀନାଜୁ ଗ୍ରାମ ପଞ୍ଚାୟତ ରିସୁ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟରେ କିରାଣି…

ମାର୍ଚ୍ଚ ନ ହେଉଣୁ ଦାରିଙ୍ଗବାଡ଼ିରେ ପାଣି-ଗଛପତ୍ର ସବୁ ଶୁଖିଲା, ପର୍ଯ୍ୟଟକ ନିରାଶ

ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଯେଉଁ ଭଳି ଭାବରେ ଦିନକୁ ଦିନ ଖରାର ପ୍ରଭାବ ବୃଦ୍ଧି ପାଉଛି ସେହି ପରିମାଣଠାରୁ ଆହୁରି ଦ୍ରୁତଗତିରେ ଜଳସ୍ତର କମିବାରେ ଲାଗିଛି। ପିଇବା ପାଣିର ଅଭାବ ବୃଦ୍ଧି ପାଉଥିବା ଚିନ୍ତାଜନକ ପରିସ୍ଥିତି ହୋଇଥିବାବେଳେ ପର୍ଯ୍ୟଟକଙ୍କୁ ନିରାଶ କରୁଛି ପର୍ଯ୍ୟଟନକ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?